୩,୨୬୬ କୋଟି ଟଙ୍କାର ୧୧ଟି ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ବର, ୧୧ା୭(ସୁନିତ୍‌ ମିଶ୍ର):ଓଡ଼ିଶା ରାଜ୍ୟ ସରକାରଙ୍କ ୧୧୯ତମ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ) ବୈଠକ ସୋମବାର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ…

ଉତ୍ତର ଭାରତରେ ବର୍ଷା ବିଭୀଷିକା: ୩୪ ମୃତ

ନୂଆଦିଲ୍ଲୀ/ଶିମ୍‌ଲା, ୧୧ା୭: ଦିଲ୍ଲୀ, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ, ଜମ୍ମୁ-କଶ୍ମୀର ସମେତ ସାରା ଉତ୍ତର ଭାରତରେ ୩ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଏପର୍ଯ୍ୟନ୍ତ ୩୪ ଜଣଙ୍କ ଜୀବନ…

ନୂଆ ବଜାର-ବାଲିତରା ସେତୁ ପାଇଁ ୯୭.୨୪ କୋଟି ଟଙ୍କାର ଟେଣ୍ଡରକୁ ମଞ୍ଜୁରୀ

ଭୁବନେଶ୍ୱର,୧୧ା୭(ଅନିଲ ଦାସ):ରାଜ୍ୟ ସରକାର ଇଞ୍ଜିନିୟରିଂ, ପ୍ରୋକ୍ୟୋର୍‌ମେଣ୍ଟ ଆଣ୍ଡ କନ୍‌ଷ୍ଟ୍ରକ୍‌ସନ୍‌ (ଇପିସି) ମୋଡ୍‌ ଚୁକ୍ତି ମାଧ୍ୟମରେ ଖରସ୍ରୋତା ନଦୀରେ କେନ୍ଦ୍ରାପଡ଼ା ଜିଲାର ନୂଆ ବଜାର-ବାଲିତରା ଘାଟ ରାସ୍ତାରେ ଏକ…

ଆଇନଶୃଙ୍ଖଳା ଦାୟିତ୍ୱ ନେଇପାରିବନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୧ା୭(ପି.ଟି.): ମଣିପୁରରେ ଉତ୍ତେଜନା ବଢ଼ାଇବା ପାଇଁ ସର୍ବୋଚ୍ଚ ଅଦାଲତଙ୍କୁ ପ୍ଲାଟ୍‌ଫର୍ମ ଭାବେ ବ୍ୟବହାର କରାଯାଇ ପାରିବ ନାହଁି ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ହିଂସା କମାଇବା ପାଇଁ…

୩ ମାସରେ ରେରା ରୁଲ୍‌ ଆଣିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ(କାର୍ତ୍ତିକ ସାହୁ)/ଭୁବନେଶ୍ୱର(ଅନିଲ ଦାସ),୧୧ା୭: ଆପାର୍ଟମେଣ୍ଟରେ ଫ୍ଲାଟ୍‌ କିଣାବିକା ଉପରେ ଥିବା ରହିତାଦେଶକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ରାଜ୍ୟ ସରକାର ନୂତନ ନିୟମ ନ ଆଣିବା ପର୍ଯ୍ୟନ୍ତ ଏହି…

୨୦୭୫ ସୁଦ୍ଧା ଦ୍ୱିତୀୟ ବୃହତ୍‌ ଅର୍ଥନୀତି ହେବ ଭାରତ

ନୂଆଦିଲ୍ଲୀ, ୧୧ା୭: ୨୦୭୫ ସୁଦ୍ଧା ଭାରତ କେବଳ, ଜାପାନ କି ଜର୍ମାନୀ ନୁହେଁ, ଆମେରିକାକୁ ମଧ୍ୟ ଅତିକ୍ରମ କରି ବିଶ୍ୱର ଦ୍ୱିତୀୟ ବୃହତ୍‌ ଅର୍ଥବ୍ୟବସ୍ଥା ହେବ। ସୋମବାର ଗୋଲ୍ଡମ୍ୟାନ୍‌…

କ୍ୱାର୍ଟରରେ ଜୋକୋଭିଚ୍‌, ସାବାଲେଙ୍କା

ଓ୍ବିମ୍ବେଲଡନ, ୧୧ା୭: ଟେନିସ୍‌ ଗ୍ରାଣ୍ଡସ୍ଲାମ ଓ୍ବିମ୍ବେଲଡନର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ସର୍ବିୟାର ନୋଭାକ୍‌ ଜୋକୋଭିଚ୍‌ ଓ ବେଲାରୁଷର ଆରିନା ସାବାଲେଙ୍କା। ପୁରୁଷ ସିଙ୍ଗଲ୍ସ ବର୍ଗରେ ଜୋକୋଭିଚ୍‌ଙ୍କ…

ଆଜି ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ଫଳାଫଳ, ସକାଳ ୮ଟାରୁ ଭୋଟ ଗଣତି

କୋଲକାତା,୧୧।୭: ପଶ୍ଚିମବଙ୍ଗରେ ହୋଇଥିବା ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ହେବ। ସକାଳ ୮ଟାରୁ ଏହା ଆରମ୍ଭ ହେଉଥିବା ବେଳେ ମଙ୍ଗଳବାର ହିଁ ଏହାର ଫଳଫଳ ସାମ୍ନାକୁ…

ପୁରୁଷପ୍ରାଧାନ୍ୟ କ୍ରୀଡ଼ାରେ ସୋଫିଆ

ରେସିଂ ଅବା ଗ୍ରାଁ ପ୍ରି କଥା ଯେତେବେଳେ ଉଠେ ସେତେବେଳେ ସାଧାରଣତଃ ପୁରୁଷ ଖେଳାଳିମାନଙ୍କ ନାମ ଆସିଥାଏ। ମାଇକେଲ ସୁମାକର, ସେବାଷ୍ଟିଆନ୍‌ ଭେଟେଲ, ଲୁଇସ୍‌ ହାମିଲଟନ୍‌ଙ୍କ ପରି…

ଆମେରିକାର ଧନୀ ଆତ୍ମନିର୍ଭଶୀଳ ମହିଳାଙ୍କ ମଧ୍ୟରେ ୪ ଭାରତୀୟ ବଂଶୋଦ୍ଭବ

ନ୍ୟୁୟର୍କ,୧୧।୭: ଆମେରିକାର ଧନୀ ଆତ୍ମନିର୍ଭଶୀଳ ମହିଳାଙ୍କ ମଧ୍ୟରେ ୪ ଭାରତୀୟ ବଂଶୋଦ୍ଭବ ରହିଛନ୍ତି। ଫୋବର୍ସ ପକ୍ଷରୁ ପ୍ରକାଶିତ ୧୦୦ ଆମେରିକୀୟ ସବୁଠୁ ଧନୀ ଆତ୍ମନିର୍ଭଶୀଳ ମହିଳାଙ୍କ ମଧ୍ୟରେ…