୭ ଦିନରେ ଜବାବ ଦାଖଲ କର: ହାଇକୋର୍ଟ

କଟକ,୮ା୭(କାର୍ତ୍ତିକ ସାହୁ): ଶ୍ରୀମନ୍ଦିରରେ ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମଙ୍କ ଦର୍ଶନ ବ୍ୟବସ୍ଥା କରିବା ପାଇଁ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶର ଅବମାନନାକୁ ନେଇ ଆଗତ ମାମଲାର ଶୁଣାଣି ଶୁକ୍ରବାର…

୩ ଅଭିଯୁକ୍ତଙ୍କୁ ଆଶ୍ୱସ୍ତି

ପାରଳାଖେମୁଣ୍ଡି,୮ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ୩ ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ମୃତ ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀ, ପୂର୍ବତନ…

ପାତାଳୀ ଶ୍ରୀକ୍ଷେତ୍ରରୁ ଗ୍ରୀଲ୍‌ କାଟି ହୁଣ୍ଡି ଚୋରି

ଅମରପାଲି,୮ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୋଟସମଲାଇସ୍ଥିତ ପ୍ରସିଦ୍ଧ ପାତାଳୀ ଶ୍ରୀକ୍ଷେତ୍ରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତ୍ରିରେ କେହି ଦୁର୍ବୃତ୍ତ…

ପଥର ରୂପରେ ପୂଜା ପାଉଛନ୍ତି ମହାପ୍ରଭୁ

ପୁରୀ, ୮ା୭ (ଅଜିତ୍‌ ମହାନ୍ତି): ବିଶ୍ୱର ବିଭିନ୍ନ ସ୍ଥାନରେ ଶ୍ରୀଜଗନ୍ନାଥ ମନ୍ଦିର ରହିଛି। ମହାପ୍ରଭୁ କେଉଁଠି ପଥର ରୂପରେ ତ ଆଉ କେଉଁଠି ମୂର୍ତ୍ତିି ରୂପରେ ପୂଜା…

ପ୍ରଥମଦିନରେ ରାଜଧାନୀର ୮ କଲେଜରେ ନାମଲେଖା

ଭୁବନେଶ୍ବର,୮ା୭ (ଅନୁରାଧା ମହାରଣା): ୨୦୨୩-୨୪ ଶିକ୍ଷାବର୍ଷ ଲାଗି ଯୁକ୍ତ୨ ପ୍ରଥମବର୍ଷ ନାମଲେଖା ପ୍ରକ୍ରିୟା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ତେବେ ରାଜଧାନୀର ପ୍ରମୁଖ ୧୫ଟି କଲେଜ ମଧ୍ୟରୁ ୮ଟି…

ରାଜଧାନୀରୁ ଆଉ ୧୨ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର, ୮।୭ (ବନ୍ଦନା ସେଠୀ): ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢି ଚାଲିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ଏହି ସଂଖ୍ୟା ଶତକ ପାର୍‌ କରିଛି। ଶୁକ୍ରବାର…

ମୁଖ୍ୟ ରାସ୍ତାକୁ ରହିବନି ଶିକ୍ଷାନୁଷ୍ଠାନ ଫାଟକ

ଭୁବନେଶ୍ବର, ୮ା୭(ସୁନିତ୍‌ ମିଶ୍ର): ପିଲାମାନେ ରାସ୍ତାରେ ଯିବା ଆସିବା ସମୟରେ ସେମାନଙ୍କ ଲାଗି ସର୍ବାଧିକ ବିପଦ ଥାଏ। ପିଲାମାନେ ହେଉଛନ୍ତି ଆମ ଦେଶର ଭବିଷ୍ୟତ। ତେଣୁ ସେମାନଙ୍କ…

ଡିଏନ୍‌ ଗ୍ରୁପ୍‌ର କଳାଧନ ହିସାବ ସରୁନି

ଭୁବନେଶ୍ୱର,୮।୭(ସୂର୍ଯ୍ୟକାନ୍ତ ବେହେରା): ଟିକସ ଫାଙ୍କିବା ଅଭିଯୋଗରେ ରିୟଲ୍‌ ଇଷ୍ଟେଟ୍‌ କମ୍ପାନୀ ଡିଏନ୍‌ ଗ୍ରୁପ୍‌ ଉପରେ ଲଗାତର ତିନିଦିନ ଧରି ଆୟକର ବିଭାଗ ଚଢାଉ ଜାରି ରଖିଛି। ତଦନ୍ତ…

ବୁଢ଼ୀ ଠାକୁରାଣୀ ମନ୍ଦିରକୁ ୧୮.୯୧ କୋଟି

ଭୁବନେଶ୍ବର, ୮ା୭(ସୁନିତ୍‌ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ପୀଠର କାୟାକଳ୍ପ ବଦଳିବ। ମନ୍ଦିର ସମ୍ପୂର୍ଣ୍ଣ ନୂଆ ରୂପରେ ଝଲସିବ। ଏଥିଲାଗି ଦୁଇ…

ଯାତ୍ରୀଙ୍କୁ ଶୋଷୁଛି ରେଲଓ୍ବେ

ସମ୍ବଲପୁର,୮ା୭(ଶୁଭାଶିଷ ପାଢ଼ୀ): ଦେଶରେ ରେଳ ଏକ ପ୍ରମୁଖ ସେବା ଭାବେ ପରିଗଣିତ ହୋଇଥାଏ। ପରିବହନର ଅନ୍ୟାନ୍ୟ ମାଧ୍ୟମଠାରୁ ଅପେକ୍ଷାକୃତ ଭାବେ ଏହା ଶସ୍ତା ହୋଇଥିବାରୁ ଯାତ୍ରୀମାନେ ତାହାର…