ରହିବନି ଆଖି ତଳ କଳାଦାଗ

ଟି ବ୍ୟାଗ୍‌: ଟି ବ୍ୟାଗ୍‌କୁ ପାଣିରେ ବୁଡ଼ାଇ କିଛି ସମୟ ଫ୍ରିଜ୍‌ରେ ରଖିଦିଅନ୍ତୁ। ଏହାକୁ ବାହାରକରି ଆଖିତଳେ ଲଗାଇ ୧୦-୧୫ ମିନିଟ୍‌ ରଖନ୍ତୁ। କିଛିଦିନ ଏପରି କଲେ…

ଆରସିବି ବିପକ୍ଷ ମ୍ୟାଚ ପୂର୍ବରୁ ମୁମ୍ବାଇକୁ ଝଟକା: ଆଇପିଏଲରୁ ବାଦ୍‌ ପଡିଲେ ଜୋଫ୍ରା ଆର୍ଚର

ନୂଆଦିଲ୍ଲୀ,୯।୫: ଆଜି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ବିପକ୍ଷ ମ୍ୟାଚ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ଏକ ବଡ଼ ଝଟକା ଲାଗିଛି। ଦଳର ଅଗ୍ରଣୀ ବୋଲର ଜୋଫ୍ରା ଆର୍ଚର…

୭୫ ବର୍ଷ ପରେ ୟୁନିଫର୍ମ ପରିବର୍ତ୍ତନ କରିବେ ଭାରତୀୟ ସେନା…

ନୂଆଦିଲ୍ଲୀ,୯।୫ : ଦେଶର ସ୍ବାଧୀନତାର ୭୫ ବର୍ଷ ପରେ ଭାରତୀୟ ସେନା ନିଜର ୟୁନିଫର୍ମ ବଦଳାଇବାକୁ ଯାଉଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପ୍ୟାରେଣ୍ଟ କ୍ୟାଡର ଏବଂ…

ନବୀନଙ୍କୁ ଭେଟିଲେ ନୀତୀଶ

ଭୁବନେଶ୍ୱର,୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଙ୍ଗଳବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନବୀନ ନିବାସରେ ଭେଟିଛନ୍ତି। ତେବେ ଏହି ସାକ୍ଷାତ ଅବସରରେ କେଣସି ପ୍ରକାରର ରାଜନେତିକ ଆଲୋଚନା…

ମହାକାଶରେ ୨୭୬ ଦିନ ରହିବା ପରେ ପୃଥିବୀକୁ ଫେରିଲା ଚାଇନାର ରହସ୍ୟମୟ ଯାନ…

ବେଜିଂ,୯।୫ : ପୃଥିବୀର କକ୍ଷପଥରେ ୨୭୬ ରହିବା ପରେ ଚାଇନାର ଏକ ରହସ୍ୟମୟ ମହାକାଶଯାନ ପୃଥିବୀକୁ ସୋମବାର ଫେରିଛି। ଚାଇନା ସରକାରୀ ଗଣମାଧ୍ୟମ ଏହାକୁ ଏକ ଐତିହାସିକ…

ଡୋର୍‌-ଟୁ-ଡୋର୍‌ ଅଳିଆ ସଂଗ୍ରହ ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୯।୫ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ଏକ ସ୍ବଚ୍ଛ ଓ ସୁନ୍ଦର ସହର କରି ଗଢି ତୋଳିବା ସହ ୧ନଂ ସ୍ମାର୍ଟସିଟିରେ ପରିଣତ କରିବା ପାଇଁ ବିଏମ୍‌ସି…

ପାଶ୍ଚାତ୍ୟ ଦେଶର ଚାକର ପାଲଟିଛି ୟୁକ୍ରେନ: ପୁଟିନ…

ମସ୍କୋ,୯।୫ : ମଙ୍ଗଳବାର ରୁଷିଆର ରାଜଧାନୀ ମସ୍କୋରେ ବିଜୟ ଦିବସ ପରେଡ ଆୟୋଜନ କରାଯାଇଛି। ଏହି ଅବସରରେ ରାଷ୍ଟ୍ରପତି ଭ୍ଳାଡିମୀର ପୁଟିନ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି…

ଥାନାରେ ଅଭିଯୋଗକାରୀଙ୍କୁ ମାଡ଼

ବଳଙ୍ଗା,୯।୫(ଡି.ଏନ୍‌.ଏ.): ପୁରୀ ଜିଲା ବଳଙ୍ଗା ଥାନାରେ ଗତ ଦୁଇଦିନ ତଳେ ଅଭିଯୋଗ କରିବାକୁ ଯାଇଥିବା ଜଣେ ଅଭିଯୋଗକାରୀଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଅଭିଯୋଗକାରୀଙ୍କ…

ମାଓବାଦୀ-ପୋଲିସ ଗୁଳି ବିନିମୟ: ୩ ମାଓବାଦୀ ନିହତ

ମ.ରାମପୁର,୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ମ. ରାମପୁର ବନାଞ୍ଚଳ ଟାପରଙ୍ଗ ସଂରକ୍ଷିତ ଜଙ୍ଗଲରେ ମଙ୍ଗଳବାର ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ ଘଟିଥିବା ସୂଚନା ମିଳିଛି। ଏଥିରେ…

ସକ୍ରିୟ ମାମଲା ୨୩ ହଜାରରୁ କମ,ଦୈନିକ ସଂକ୍ରମଣ ୧୫ ଶହ ତଳେ…

ନୂଆଦିଲ୍ଲୀ, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…