ୟୁନିଫର୍ମ ସିଭିଲ କୋର୍ଡକୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କଲା ଉଦ୍ଧବ ଠାକରେଙ୍କ ଶିବସେନା

ମୁମ୍ବାଇ,୩୦।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଦଳ ଶିବସେନା(ୟୁବିଟି) ୟୁନିଫର୍ମ ସିଭିଲ କୋର୍ଡ(ୟୁସିସି)ର ସମର୍ଥନ କରିପାରନ୍ତି। ବିଶେଷ ସୂତ୍ରରୁ ଏହି ସୂଚନା ମିଳିଛି। ଔପଚାରିକ ଭାବେ…

ଇସ୍ତଫା ଦେବେ ନାହିଁ ମଣିପୁର ମୁଖ୍ୟମନ୍ତ୍ରୀ, ଟୁଇଟ୍‌ କରି କଲେ ଘୋଷଣା

ଇମ୍ଫାଲ,୩୦।୬: ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌. ବିରେନ ସିଂ ବର୍ତ୍ତମାନ  ତାଙ୍କ ପଦରୁ ଇସ୍ତଫା ଦେବେ ନାହିଁ। ସେ ଟୁଇଟ୍‌ କରି ଏହି  ଘୋଷଣା କରିଛନ୍ତି। ଏହାପୂର୍ବରୁ ସେ…

ରାଶିଫଳ: ଶନିବାର, ଜୁଲାଇ ୧ ତାରିଖ –daily horoscope

ମେଷ ଆଜିର ଅଷ୍ଟମ ଚନ୍ଦ୍ର ରାଶ୍ୟାଧିପଙ୍କ ଦୃଷ୍ଟିରେ ଥିବାରୁ ସମସ୍ୟା ସମାଧାନ କରିବାରେ ସଫଳ ହେବେ। ବନ୍ଧୁମିଳନ ସାଙ୍ଗକୁ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।…

ଆଉ ଶୁଣିବାକୁ ମିଳିବନି କଣ୍ଠ ଶିଳ୍ପୀ ସୁନାମ ସୁନାଙ୍କ ଗୀତ

ଭବାନୀପାଟଣା,୩୦।୬(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ସୁନାମଧନ୍ୟ କଣ୍ଠ ଶିଳ୍ପୀ ତଥା କଳାହାଣ୍ଡିର କିଶୋର କୁମାର କୁହାଯାଉଥିବା ଲୋକପ୍ରିୟ ଗାୟକ ସୁନାମ ସୁନା (ମୁନା)ଙ୍କ ଶୁକ୍ରବାର ସକାଳରେ…

ପାକିସ୍ତାନରେ ଇଦ୍‌ ପାଳନ ସମୟରେ ଜେଲ୍‌ରୁ ପଳାୟନ କଲେ ୧୭କଏଦୀ

ଇସଲାମବାଦ,୩୦।୬:ପାକିସ୍ତାନରେ ଇଦ୍‌ ପାଳନ ସମୟରେ ୧୭ଜଣ ବନ୍ଦୀ ଜେଲ୍‌ରୁ ଖସିଯିବାକୁ ଉଦ୍ୟମ କରିଥିଲେ। ତେବେ ଏହି ସମୟରେ ପୋଲିସ ସେମାନଙ୍କ ଉପରେ ଗୁଳି ଚଳାଇଥିଲା। ଗୁଳିକାଣ୍ଡରେ ଜଣେ…

ଏଏପିର ବଡ ଘୋଷଣା, ଜୁଲାଇ ୩ରେ ପାର୍ଟି ମୁଖ୍ୟାଳୟରେ ଅଧ୍ୟାଦେଶର କପି ଜାଳିବେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ

ନୂଆଦିଲ୍ଲୀ,୩୦।୬: ଅଧ୍ୟାଦେଶକୁ ନେଇ କେନ୍ଦ୍ର ସରକାରଙ୍କ ସହ ଲଢି ଚାଲିଥିବା ଆମ ଆଦମୀ ପାର୍ଟି (ଏଏପି) ଶୁକ୍ରବାର ଏକ ବଡ ଘୋଷଣା କରିଛି। ଏଏପିର ମୁଖ୍ୟ ପ୍ରବକ୍ତା…

୪ ବର୍ଷ ହେଲା ପ୍ରଧାନମନ୍ତ୍ରୀ ଆବାସ କରାଇ ଦେବାକୁ ଜିଆର୍‌ଏସ୍‌ ନେଇଥିଲେ ଲାଞ୍ଚ: ଏବେ ଟଙ୍କା ମାଗିବାରୁ ପଥର ଫୋପାଡି ମାରିଲେ

ଚାନ୍ଦବାଲି,୩୦।୦୬(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଦୋସିଙ୍ଗା ପଞ୍ଚାୟତରେ କାର୍ଯ୍ୟରତ ଜିଆରଏସ୍‌ ପ୍ରଧାନମନ୍ତ୍ରୀ ଆବାସ କରେଇ ଦେବା ପାଇଁ ଉକ୍ତ ପଞ୍ଚାୟତର ରାଜୁ ଜେନାଙ୍କଠାରୁ…

କୋଲଡ୍ରିଙ୍କ୍ସ ପିଇଲେ କ୍ୟାନସର! ଚେତାଇଲା ହୁ

‘ମିଠା ହେ ପର ଚିନି ନହିଁ ହେ’ ଏପରି କଥା ଆପଣ ବିଭିନ୍ନ କୋଲ୍ଡ ଡ୍ରିଙ୍କ୍ସର ବିଭିନ୍ନ ବିଜ୍ଞାପନରେ ଶୁଣିବାକୁ ପାଇଥିବେ। କିନ୍ତୁ ଏକ ରିପୋର୍ଟରୁ ଜଣାପଡିଛି…

ଏସ୍‌ସିଓ ବୈଠକରେ ଯୋଗଦେବେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲାମାବାଦ,୩୦।୬: ସାଂଘାଇ ସହଯୋଗ ସଂଗଠନ(ଏସ୍‌ସିଓ)ର ବୈଠକ ୪ ଜୁଲାଇ ୨୦୨୩ରେ ଅନୁଷ୍ଠିତ ହେବ। ଭିଡିଓ କନଫରେନ୍ସ ଜରିଆରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହାବାଜ ଶରିଫ ଯୋଗଦେବେ ବୋଲି ଜଣାପଡିଛି।…

ଓଡିଶା ସାହିତ୍ୟ ଏକାଡେମୀର ସ୍ବନକ୍ଷତ୍ର ଦିବସ ଲାଗି କୃତି ଚୟନ

ଛତ୍ରପୁର, ୩୦।୬(ସନ୍ତୋଷ ପାଢ଼ୀ ): ଆସନ୍ତା ଜୁଲାଇ ମାସରେ ଓଡିଶା ସାହିତ୍ୟ ଏକାଡେମୀର ସନକ୍ଷତ୍ର ଦିବସ ଅନୁଷ୍ଠିତ ହେବ। ଏନେଇ ଗଞ୍ଜାମ ଜିଲ୍ଲାସ୍ତରୀୟ ସାହିତ୍ୟ ବୋଧକ ସମ୍ପର୍କିତ…