ବାହୁଡ଼ିଲେ ଠାକୁରଅଜା ସିଦ୍ଧବଳରାମ

ସାକ୍ଷୀଗୋପାଳ,୨୯।୬(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ)ନବଦିନ ଯାତ୍ରାରେ ଆସି ଚନ୍ଦନ ମଣ୍ଡପରେ ଅବସ୍ଥାନ କରିଥିବା ଠାକୁରଅଜା ଶ୍ରୀ ସିଦ୍ଧବଳରାମ ଦେବ ବୁଧବାର ବକୁଳବନସ୍ଥିତ ନିଜ ମନ୍ଦିରକୁ ରଥରେ ବାହୁଡି ଯାଇଛନ୍ତି।…

ଲୋକଙ୍କ ଉପରେ ଲଦି ଦିଆଯାଇପାରିବ ନାହିଁ: ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୯ା୬: ଏକ ଏଜେଣ୍ଡା ପ୍ରେରିତ ସଂଖ୍ୟାଗରିଷ୍ଠ ସରକାର ଦ୍ୱାରା ୟୁସିସିକୁ ବଳପୂର୍ବକ ଲୋକଙ୍କ ଉପରେ ଲଦିଆଯାଇପାରିବ ନାହିଁ। କାରଣ ଏହା ଲୋକଙ୍କ ମଧ୍ୟରେ ବିଭାଜନକୁ ପ୍ରଶସ୍ତ କରିବ…

ୟୁସିସି: ଆବଶ୍ୟକତା ବନାମ ଅସ୍ତ୍ର

ନୂଆଦିଲ୍ଲୀ,୨୯ା୬(ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଦେଶରୁ ଫେରିବା ପରେ ମଙ୍ଗଳବାର ମଧ୍ୟପ୍ରଦେଶର ଭୋପାଳରେ ଭାଜପା କର୍ମୀମାନଙ୍କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ…

ନୟାଗଡ଼ରେ ବଢୁନି ଶିଶୁକନ୍ୟାଙ୍କ ସଂଖ୍ୟା

ନୟାଗଡ଼ ଅଫିସ,୨୯।୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଶିଶୁକନ୍ୟାଙ୍କ ସଂଖ୍ୟା ବଢ଼ୁନି । ୨୦୨୦ ସର୍ଭେକୁ ଅନୁଧ୍ୟାନ କଲେ ନୟାଗଡ଼ ଜିଲା ପୁଣି ରାଜ୍ୟରେ ୧ ନଂ. କୁ ଆସିଛି…

ପଞ୍ଚାୟତରେ ମାନବ ସମ୍ବଳ ଅଭାବ

ରସୁଲପୁର,୨୯।୬(ରଞ୍ଜିତ ରାଉତ):୨୦୧୫ରୁ ୨୦୩୦ ମଧ୍ୟରେ ପଞ୍ଚାୟତଗୁଡ଼ିକରେ ସ୍ଥାୟୀ ବିକାଶ ପାଇଁ ଲକ୍ଷ୍ୟ ରଖାଯାଇଛି। ହେଲେ ଦୁର୍ବଳ ଭିତ୍ତିଭୂମି ଉପରେ ସ୍ଥାୟୀ ବିକାଶ ଅବାସ୍ତବ ବୋଲି ମନେ ହେଉଛି।…

ପ୍ରଶାସନ, ନେତାଙ୍କୁ ଅଭିଯୋଗ ଭୟ ଘାରୁଛି

ଜଗତ୍‌ସିଂହପୁର,୨୯।୬(ପ୍ରମୋଦ କୁମାର ନାୟକ)ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି. କେ. ପାଣ୍ଡିଆନଙ୍କ ଗୁରୁବାରଠାରୁ ୨ ଦିନିଆ ଜଗତ୍‌ସିଂହପୁର ଗସ୍ତକୁ ନେଇ ସାରା ଜିଲାରେ ପ୍ରଶାସନିକ…

ଗ୍ରାମାଞ୍ଚଳରେ ବି ହ୍ରାସ ପାଉଛି ଚାରଣ ଭୂଇଁ

ମହାକାଳପଡ଼ା,୨୯।୬(ପ୍ରତାପ ଚନ୍ଦ୍ର ସ୍ବାଇଁ)ସହରାଞ୍ଚଳ ପରି ଏବେ ଗ୍ରାମାଞ୍ଚଳରେ ବି ଚାରଣ ଭୂଇଁର ଅଭାବ ଦେଖାଦେଇଛି ା ଗୃହପାଳିତ ପ୍ରାଣୀମାନଙ୍କ ଚରିବା ପାଇଁ କାହିଁ କେଉଁ ଅନାଦି କାଳରୁ…

ଜିଲାରେ ସବ୍‌ଡିଭିଜନ ମାନ୍ୟତା ଦାବି ତେଜୁଛି

କେନ୍ଦ୍ରାପଡ଼ା,୨୯।୬ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାର ଲୋକସଂଖ୍ୟା ୧୬ ଲକ୍ଷରୁ ଊର୍ଦ୍ଧ୍ୱ। ୨୪୯୪ ବର୍ଗ କିଲୋମିଟର ଅଞ୍ଚଳ ପରିମିତ ଏହି ଜିଲାର ଉପାନ୍ତରେ ପ୍ରଶାସନିକ ସେବା ପହଞ୍ଚତ୍ ପାରୁନାହିଁ।…

ଆଜି ଇସ୍କନରେ ସୁନାବେଶ

ଭୁବନେଶ୍ୱର,୨୯।୬(ଶର୍ମିଷ୍ଠା ପାଣିଗ୍ରାହୀ) ନମ୍ବର ଗୁଣ୍ଡିଚା ମନ୍ଦିରରୁ ଇସ୍କନ ଅଭିମୁଖେ ରଥ ବାହାରିବା ସମୟରେ ଭକ୍ତଙ୍କ ଭିଡ଼ ଖୁବ୍‌ ଜମିଥିଲା। ସମସ୍ତେ ହାତଯୋଡ଼ି ନତମସ୍ତକରେ ହରିବୋଲ ଓ ହୁଳହୁଳି…

ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ବିକ୍ରି ହେଲା ମହାପ୍ରସାଦ

ପୁରୀ,୨୯।୬(ଅଜିତ୍‌ ମହାନ୍ତି)ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ସମୟରେ ବୁଧବାର ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ନିକଟରେ ମହାପ୍ରସାଦ ବିକ୍ରି ଘଟଣା ଜଗନ୍ନାଥ ପ୍ରେମୀଙ୍କୁ ଆଘାତ ଦେଇଛି। କେତେଜଣ ସେବାୟତ ମହାପ୍ରସାଦ…