ବଳଭଦ୍ର ରଥାରୁଢ ହେବା ପରେ ଦେବୀ ସୁଭଦ୍ରାଙ୍କର ପହଣ୍ଡି ଆରମ୍ଭ

ପୁରୀ,୨୮।୬(ଅଜିତ ମହାନ୍ତି): ଜନ୍ମବେଦିରେ ଲୀଳାଖେଳା ସାରି ଆଜି ପୁଣି ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି। ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ଆଗରେ ଶ୍ରୀଜିଉମାନଙ୍କ ଅପେକ୍ଷାରେ ଦଣ୍ଡାୟମାନ ହୋଇଛନ୍ତି ତିନି…

ମୌଳିକ ସୁବିଧାରୁ ବଞ୍ଚିତ ନଗଡ଼ା ତୁମୁଣି ଆଦିବାସୀ

କଟକ,୨୮।୬ (କାର୍ତ୍ତିକ ସାହୁ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ନଗଡ଼ା ନିକଟ ତୁମୁଣି ଅଞ୍ଚଳର ଆଦିବାସୀଙ୍କୁ ସ୍ବାସ୍ଥ୍ୟସେବା, ଶିକ୍ଷା ଓ ଜଳଯୋଗାଣ ଆଦି ମୌଳିକ ସୁବିଧା…

ବେସରକାରୀ ଅଧ୍ୟାପକ – ପୋଲିସ ଧସ୍ତାଧସ୍ତି

ଭୁବନେଶ୍ୱର,୨୮।୬(ଅଭିଜିତ ଦାସ): ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ମଙ୍ଗଳବାର ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ଆନ୍ଦୋଳନ ବେଳେ ଅଧ୍ୟାପିକା ଅଧ୍ୟାପକ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି ଦେଖିବାକୁ…

ହ୍ବିଲ ଚେୟାରରେ ନଜର ଆସିଲେ ମମତା: ହେଲିକପ୍ଟର ଜରୁରୀ ଅବତରଣ କରିବା ବେଳେ ହୋଇଥିଲେ ଆହାତ

ନୂଆଦିଲ୍ଲୀ,୨୮।୬: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ହେଲିକପ୍ଟର ଜରୁରୀ ଅବତରଣ କରିବା ବେଳେ ଆହତ ହୋଇଛନ୍ତି। ତାଙ୍କ ଆଣ୍ଠୁ ଓ ହିପ୍‌ରେ ଆଘାତ ଲାଗିଛି। ଏଥିପାଇଁ ସେ…

ଭିଜିଲାନ୍ସ ଜାଲରେ ବନାଞ୍ଚଳ ଅଧିକାରୀ

ବ୍ରହ୍ମପୁର(ସୁବାସ ଚନ୍ଦ୍ର ପାଢ଼ୀ),୨୮।୬: ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ଅଧିକାରୀ କାହ୍ନୁଚରଣ ପଟ୍ଟନାୟକ ସୋମବାର ବିଳମ୍ବିତ ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ବ୍ରହ୍ମପୁରରୁ ଏକ ବୋଲେରୋ…

ଆଜି ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ

ପୁରୀ,୨୮।୬(ଅଜିତ ମହାନ୍ତି): ଆଷାଢ଼ ମାସ ଶୁକ୍ଳ ଦ୍ୱିତୀୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀ ଭାଇଙ୍କୁ ସାଥିରେ ଧରି ନବଦିନାମତ୍କ ଯାତ୍ରାରେ ଆଡ଼ପମଣ୍ଡପ ଅଭିମୁଖେ ଯାତ୍ରା କରି ଜନ୍ମବେଦି…

୨୯ରେ ‘ଇଦ୍‌-ଉଲ୍‌-ଜୁହା’ ପାଇଁ ଛୁଟି ଘୋଷଣା

ଭୁବନେଶ୍ବର, ୨୮।୬(ସୁନିତ୍‌ ମିଶ୍ର): ଚଳିତ ଜୁନ୍‌ ୨୯ ତାରିଖ(ଗୁରୁବାର) ‘ଇଦ୍‌-ଉଲ୍‌-ଜୁହା’ ପର୍ବ ପଡ଼ୁଥିବାରୁ ରାଜ୍ୟ ସରକାର ଏହି ଦିନଟିକୁ ଛୁଟି ଘୋଷଣା କରିଛନ୍ତି। ପୂର୍ବରୁ ରାଜ୍ୟ ସରକାରଙ୍କ…

ଚାଇନା ପରେ ବର୍ତ୍ତମାନ ଇଟାଲୀ ମୁସଲମାନମାନଙ୍କ ଉପରେ କଡା ଆଭିମୁଖ୍ୟ: ଧର୍ମ ପରିବର୍ତ୍ତନ, ମସଜିଦ ବାହାରେ ନମାଜ ପଢିବା ଉପରେ ଲଗାଯିବ ବ୍ୟାନ

ରୋମ,୨୮।୬: ଇଟାଲୀରେ ସରକାର ମସଜିଦ ବାହାରେ ମୁସଲମାନ ପ୍ରାର୍ଥନା ସ୍ଥଳ ଉପରେ ବ୍ୟାନ ଲଗାଇବା ପାଇଁ ଆଇନର ଏକ ଡ୍ରାଫ୍ଟ ପ୍ରସ୍ତୁତ କରିଛନ୍ତି ଯାହା ଏକ ବିବାଦ…

‘ନିର୍ବାଚନମଣ୍ଡଳୀ ସମସ୍ୟା ସମାଧାନରେ ଅପରାଜିତା ବିଫଳ’

ଭୁବନେଶ୍ୱର,୨୮ା୬(ଅନିଲ ଦାସ): ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ବିଜେଡି ପୁଣି ଟାର୍ଗେଟ କରିଛି। ଗତ ୪ ବର୍ଷ ମଧ୍ୟରେ ଏମ୍‌ପି ଅପରାଜିତା ଭୁବନେଶ୍ୱର ଲୋକ ସଭା ନିର୍ବାଚନମଣ୍ଡଳୀରେ…

ଓଡ଼ିଶାରେ ଦୁର୍ନୀତି ନୀତି ହୋଇଛି: ଧର୍ମେନ୍ଦ୍ର

ଢେଙ୍କାନାଳ, ୨୮।୬(ରତନ ନାୟାର): ରାଜ୍ୟ ଆଜି ଓଡ଼ିଆଙ୍କ ଅସ୍ମିତା ଓ ଭାବାବେଗକୁ ବୁଝୁ ନ ଥିବା ଦୁର୍ନୀତିଖୋରଙ୍କ ହାବୁଡ଼ରେ ପଡ଼ିଛି। ଏଠି ବାବୁମାନେ ପ୍ରତିନିଧି। ବାବୁଙ୍କ ଚୌକି…