ପୁଟିନଙ୍କ ଭଳି ମୋଦିଙ୍କୁ ମଧ୍ୟ କ୍ଷମତାରୁ ଯିବାକୁ ପଡ଼ିବ, ହେବ ବିଦ୍ରୋହ : ସାମନାରେ ଲେଖା ପ୍ରକାଶିତ…

ମୁମ୍ବାଇ,୨୬।୬ : ଉଦ୍ଧବ ଠାକରେଙ୍କ ମୁଖପାତ୍ର ସାମନାର ସମ୍ପାଦକୀୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପାକୁ କଡ଼ା ସମାଲୋଚନା କରାଯାଇଛି। ସମ୍ପାଦକୀୟରେ ଏହା ଲେଖାଯାଇଛି ରୁଷିଆ ରାଷ୍ଟ୍ରପତି…

ନିଜ ଅସ୍ତିତ୍ୱ ବଞ୍ଚାଇବା ପାଇଁ ରାହୁଲଙ୍କ ଶରଣରେ ନୀତୀଶ-ଲାଲୁ: ବାବୁଲାଲ ମରାଣ୍ଡି…

ରାଞ୍ଚି,୨୬।୬ : ଜରୁରୀକାଳୀନ ପରିସ୍ଥିତି ନେଇ ମନ୍ତବ୍ୟ ଦେବା ଅବସରରେ ପୂର୍ବତନ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ତଥା ବିଧାନସଭାର ଭାଜପାର ନେତା ବାବୁଲାଲ ମରାଣ୍ଡି ବିରୋଧୀ ଏକତାକୁ ଟାର୍ଗେଟ…

ବଢୁଛି ବେଆଇନ ବ୍ଲାଷ୍ଟିଂ

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ)/ବେଗୁନିଆ, ୨୬ା୬(ହରପ୍ରସନ୍ନ ପଣ୍ଡା): ଖୋର୍ଦ୍ଧା ଜିଲାରେ ଥିବା ଶ୍ରୀଜଗନ୍ନାଥଙ୍କ ଜମି ଓ ଖଣିରୁ ମାଙ୍କଡ଼ା ପଥର, ମୋରମ ଚୋରାଚାଲାଣ ବଢ଼ିଚାଲିଛି। ଏକାଧିକ ଖଣିକୁ ଶ୍ରୀମନ୍ଦିର ପ୍ରଶାସନର…

ଫୁଲର ମହକ: ରୋଗ ନିବାରକ

ପ୍ରକୃତିର ଅନ୍ୟତମ ସୁନ୍ଦରତମ ସୃଷ୍ଟି ହେଲା ‘ଫୁଲ’। ତା’ର ସୁନ୍ଦରତା ଯେ କେବଳ ଆମକୁ ବିମୋହିତ କରେ ତାହା ନୁହେଁ, ମହକ ମଧ୍ୟ ଆମ ମନକୁ ସ୍ପର୍ଶ…

ମୌସୁମୀ ବର୍ଷା, ଧାନ ବିହନ ବୁଣିଲେ ଚାଷୀ

ପଦ୍ମପୁର,୨୬।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଶନିବାର ରାତିରୁ ବର୍ଷା ହୋଇଛି। ଫଳରେ ଜମି ପ୍ରସ୍ତୁତ କରି ବିହନ ବୁଣିବାକୁ ଅପେକ୍ଷା କରିଥିବା ଚାଷୀଙ୍କ ହସ…

ମାଣ୍ଡିଆ ଚାଷୀଙ୍କ ପ୍ରୋତ୍ସାହନ ରାଶି ମିଳିନି

ନୂଆପଡ଼ା,୨୬।୬(ମକାରୁ ବେମାଲ): ନୂଆପଡା ଜିଲାରେ ଚାଷୀମାନେ ମାଣ୍ଡିଆ ଚାଷକରି ଆସୁଥିଲେ। ତାହା ଏକ ନିର୍ଦ୍ଦିଷ୍ଟ ସୀମା ମଧ୍ୟରେ ସିମିତ ହୋଇ ରହିଥିଲା। କିନ୍ତୁ ରାଜ୍ୟ ସରକାରଙ୍କ ମିଲେଟ…

ବର୍ଷାରେ ଧୋଇଗଲା ଡାଇଭର୍ସନ

କୁଚିଣ୍ଡା,୨୬ା୬(ବିରଞ୍ଚତ୍ ଦର୍କା): ଲଘୁଚାପ ଜନିତ ପ୍ରବଳ ବର୍ଷାରେ କୁଚିଣ୍ଡା-ଫାସିମାଲ ରାସ୍ତା ସର୍ଦ୍ଧାପାଲିଠାରେ ନିର୍ମାଣାଧୀନ ସେତୁ ଡାଇଭର୍ସନ ଧୋଇ ହୋଇଯାଇଛି। ଫଳରେ ଏହା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି।…

ବର୍ଷାରେ ସମ୍ବଲପୁରର ରାସ୍ତା, ତଳି ଅଞ୍ଚଳ ଜଳମଗ୍ନ

ସମ୍ବଲପୁର, ୨୬ା୬ (ଶୁଭାଶିଷ ପାଢୀ): ସମ୍ବଲପୁର ଜିଲାକୁ ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଭାବେ ସୂଚିତ କରାଯାଇଛି। ରବିବାର ଓ ସୋମବାର ଦୁଇଦିନ ଧରି…

ଉପଜିଲାପାଳଙ୍କ ନିର୍ଦ୍ଦେଶକୁ ବେଖାତିର

ରାଉରକେଲା,୨୬।୬(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ଟିସିଆଇ-ଆଇଡିସି ବାଇପାସ ରାସ୍ତାରେ ଗ୍ୟାସ ପାଇପ୍‌ ବିଛା କାମ ଚାଲିଛି। ସମ୍ପୃକ୍ତ ଠିକାସଂସ୍ଥା ପାଇପ୍‌ ବିଛାଇବା ନାଁରେ ରାସ୍ତାରେ ବଡ ବଡ…

ବଢିବ ବିଜୁଳି ବିଲ୍‌: ଡିଇଆରସିର ନିଷ୍ପତ୍ତି ପରେ ବୟାନ ଜାରି କଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୬।୬: ଦିଲ୍ଲୀ ବଦ୍ୟୁତ ନିୟାମକ ଆୟୋଗ (ଡିଇଆରସି) ଦ୍ୱାରା ବିଦ୍ୟୁତ ହାର ବୃଦ୍ଧି ନେଇ ଦିଲ୍ଲୀ ସରକାରଙ୍କ ବିବୃତ୍ତି ସାମ୍ନାକୁ ଆସିଛି। ସରକାରଙ୍କ ଅନୁଯାୟୀ ଏହି ବୃଦ୍ଧି…