ଖୋଲିଲା ଏଜୁକେଶନାଲ ଇ-ଷ୍ଟୁଡିଓ

ବାରିପଦା, ୨୪ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ରାଜ୍ୟର ପ୍ରଥମ ଏଜୁକେଶନାଲ ଇ-ଷ୍ଟୁଡିଓର ଶୁଭାରାମ୍ଭ ହୋଇଛି। ମୁଖ୍ୟଅତିଥି…

ଆପଣାର ମଣିଷ ଡା. ଜଗନ୍ନାଥ ମହାପାତ୍ର

ସମସ୍ତଙ୍କୁ ଶ୍ରଦ୍ଧା କରିବା, ସମସ୍ତଙ୍କୁ ଆପଣାପଣର ଡୋରିରେ ବାନ୍ଧି ରଖିବାରେ ସେ ଟିକେ ବି ଊଣା କରନ୍ତି ନାହିଁ। ଜଣେ ଜ୍ଞାନୀ, ଗୁଣୀ ବ୍ୟକ୍ତି ହେଲେ ବି…

ଯୁଗଳ କିଶୋର ଷଡ଼ଙ୍ଗୀ ପାଇବେ ‘ବାଲ୍‌ ସାହିତ୍ୟ ପୁରସ୍କାର’

ଭୁବନେଶ୍ୱର,୨୪।୬(ଶର୍ମିଷ୍ଠା ପାଣିଗ୍ରାହୀ): କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଶୁକ୍ରବାର ବାଲ୍‌ ସାହିତ୍ୟ ପୁରସ୍କାର ଓ ଯୁବ ପୁରସ୍କାର ୨୦୨୩ ଘୋଷଣା କରାଯାଇଛି। ୨୦ଜଣ ଯୁବ ଓ ୨୨ଜଣ…

ବିଶ୍ୱସ୍ତରୀୟ ହେବ ନନ୍ଦନକାନନ

ଭୁବନେଶ୍ୱର,୨୪ା୬(ଅନିଲ ଦାସ): ନନ୍ଦନକାନନର ନବକଳେବର ହେବ। ୫-ଟି ଉପକ୍ରମରେ ଏହାକୁ ଏକ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ ଭାବେ ରୂପାନ୍ତର କରାଯିବ। ନୂଆ ଜୀବଜନ୍ତୁ ଆଣିବା, ଜଙ୍ଗଲ ଅଞ୍ଚଳର…

ଏକାଠି ଲଢ଼ିବେ ୧୭ ଦଳ

ପାଟନା/ନୂଆଦିଲ୍ଲୀ/ଜମ୍ମୁ,୨୪ା୬(ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): କେନ୍ଦ୍ରରେ ଭାଜପାକୁ ହରାଇବା ପାଇଁ ସବୁ ଦଳକୁ ଏକାଠି ହେବାକୁ ପଡ଼ିବ। ଏଥିଲାଗି ଆବଶ୍ୟକ ହେଲେ ବ୍ୟକ୍ତିଗତ ମତଭେଦ, ମହତ୍ତ୍ୱାକାଂକ୍ଷା ଓ ଦଳୀୟ…

ଟାଇଟାନ୍‌ରେ ଯାତ୍ରା ପାଇଁ କେତେ ଟଙ୍କା ଆବଶ୍ୟକ

ଓସେନ୍‌ଗେଟ୍‌ର ଟାଇଟାନ୍‌ ବୁଡ଼ାଜାହାଜରେ ଯାତ୍ରା କରିବା ଲାଗି ଜଣେ ବ୍ୟକ୍ତିଙ୍କୁ ୨୫୦,୦୦୦ ଡଲାର (୨,୦୫,୦୬,୯୩୭ ଟଙ୍କା)ର ଆବଶ୍ୟକତା ପଡ଼ିଥାଏ। ପାଖାପାଖି ୪୦୦ ମାଇଲ୍‌ ଯାତ୍ରା କରୁଥିବା ଏହି…

ଟାଇଟାନିକ୍‌ ଦେଖିବାକୁ କମ୍‌ ଲୋକ ଆଗ୍ରହୀ

ସମୁଦ୍ର ରାଣୀ ଭାବେ ଜଣାଯାଉଥିବା ଟାଇଟାନିକ୍‌ ଜାହାଜ ୧୯୧୨ ଏପ୍ରିଲ ୧୪ରେ ବୁଡ଼ିଯାଇଥିଲା। ୧୯୮୫ରେ ରୋବର୍ଟ ବାଲାର୍ଡ ଟାଇଟାନିକର ଭଗ୍ନାବଶେଷକୁ ସମୁଦ୍ରର ଗଭୀର ଜଳ ମଧ୍ୟରେ ଠାବ…

ସାମ୍ବାଦିକଙ୍କୁ ମାଡ ମାରିଲେ ପାକିସ୍ତାନ ଅର୍ଥମନ୍ତ୍ରୀ ଇଶାକ, ଭିଡିଓ ଭାଇରାଲ

ଇସଲାମବାଦ,୨୩।୬:ପାକିସ୍ତାନର ଅର୍ଥମନ୍ତ୍ରୀ ଇଶାକ ଦାର୍‌ ଜଣେ ସାମ୍ବାଦିକଙ୍କୁ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି। ସାମ୍ବାଦିକ ଅଭିଯୋଗ କରିଛନ୍ତି ଯେ ଯେତେବେଳେ ସେ ଦାର୍‌ଙ୍କୁ ପ୍ରଶ୍ନ କରିଥିଲେ ସେତେବେଳେ…

ଓଡ଼ିଶାରେ ‘ଆଦିପୁରୁଷ’ ଚଳଚ୍ଚିତ୍ରକୁ ବ୍ୟାନ୍‌ କରାଯାଉ

ପୁରୀ,୨୩ା୬(ଅଜିତ୍‌ ମହାନ୍ତି):‘ଆଦିପୁରୁଷ’ ଚଳଚ୍ଚିତ୍ରରେ ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ର, ମହାବୀର ହନୁମାନ ଏବଂ ରାବଣଙ୍କ ଚରିତ୍ରକୁ କଦର୍ଥ ଭାବେ ଚିତ୍ରଣ କରାଯାଇ ଅପମାନିତ କରାଯାଇଛି ବୋଲି ଶ୍ରୀଜଗନ୍ନାଥ…

ଏହି ଅଭିନେତାଙ୍କ ଝିଅ କିଣିଲେ ୨ କୋଟି ୯୧ ଲକ୍ଷ ଟଙ୍କାର ଜମି

ମୁମ୍ବାଇ: ବଲିଉଡ୍‌ ବାଦ୍‌ଶାହ ଶାହାରୁଖ୍‌ ଖାନ୍‌ଙ୍କ ଝିଅ ସୁହାନା ଖାନ୍‌ ଜୋୟା ଅଖତରଙ୍କ ସହ ଫିଲ୍ମ ‘ଦି ଆର୍ଚିଜ୍‌’ ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହା…