ଆଜି ୯୧ ଏଫ୍‌ଏମ୍‌ ଟ୍ରାନ୍ସମିଟର ଉଦ୍‌ଘାଟନ କରିବେ ମୋଦି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୪ (ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଯୋଗେ ଓଡ଼ିଶା ସମେତ ୧୮ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୮୪ଟି ଜିଲାରେ ୯୧…

ଆନନ୍ଦ ମୋହନ ଜେଲରୁ ମୁକୁଳିବା ଘଟଣା: ପାଟନା ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଖଲ

ପାଟନା,୨୮।୪: ଜଣେ ଆଇଏଏସ ଅଧିକାରୀଙ୍କୁ ହତ୍ୟା କରି ଆଜୀବନ କାରାଦଣ୍ଡ ଭୋଗୁଥିବା ପୂର୍ବତନ ଏମ୍‌ପି ଆନନ୍ଦ ମୋହନ ସିଂଙ୍କୁ ଗୁରୁବାର ବିହାରର ସହର୍ଷ ଜେଲରୁ ମୁକ୍ତ କରାଯାଇଛି।…

ଇଣ୍ଡୋନେସିଆ ଡଙ୍ଗାବୁଡ଼ି ଘଟଣା: ୧୧ ମୃତଦେହ ଉଦ୍ଧାର, ଏବେ ବି ୯ ନିଖୋଜ

ଜାକର୍ତ୍ତା,୨୮ା୪: ପଶ୍ଚିମ ଇଣ୍ଡୋନେସିଆରେ ୭୮ ଜଣଙ୍କୁ ନେଇ ଏକ ସ୍ପିଡବୋଟ୍‌ ଯାଇଥିବା ବେଳେ କୌଣସି କାରଣ ବଶତଃ ବୁଡ଼ି ଯାଇଥିଲା। ଏହି ଘଟଣା ପରେ ଉଦ୍ଧାର କର୍ମଚାରୀମାନେ…

ଜନ୍ମମାଟିରେ ୩ ଦିନ ରହିବେ ରାଷ୍ଟ୍ରପତି

ବାରିପଦା ଅଫିସ,୨୮ା୪: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର ଓ…

ଖରାଛୁଟିରେ ପିଲାଙ୍କୁ ମିଳିବ ଆଇଏଫ୍‌ଏ ବଟିକା

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଖରାଛୁଟିରେ ଛାତ୍ରୀଛାତ୍ରଙ୍କୁ ଆଇରନ ଓ ଫଲିକ୍‌ ଏସିଡ୍‌(ଆଇଏଫ୍‌ଏ) ଟାବ୍‌ଲେଟ ବା ବଟିକା ମିଳିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟ ନୋଡାଲ ଅଫିସର…

ଡ୍ରେନ୍‌ ସଫେଇରେ ଦୁର୍ନୀତି ଅଭିଯୋଗ

ବିଞ୍ଝାରପୁର,୨୮ା୪(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅଧୀନ ସୟଦପୁର ପଞ୍ଚାୟତର ବିଭିନ୍ନ ଗାଁରେ ଡ୍ରେନ୍‌ ସଫେଇରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ବ୍ଲକ୍‌ କାର୍ଯ୍ୟାଳୟରୁ ମିଳିଥିବା ତଥ୍ୟ ଅନୁଯାୟୀ,…

ବଜ୍ରପାତରେ ଚାଲିଗଲା ୧୪ ଜଣଙ୍କ ଜୀବନ

କୋଲକାତା,୨୮।୪: ପଶ୍ଚିମବଙ୍ଗର ୫ଟି ଜିଲାରେ ବଜ୍ରପାତରେ ଗୁରୁବାର ଅତି କମରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି। ବିପର୍ଯ୍ୟୟ ପରିଚାଳନା ବିଭାଗର ଜଣେ ଅଧିକାରୀ ଏହି ସୂଚନା ଦେଇଛନ୍ତି।…

୨ ଘଣ୍ଟାରେ ଦୁଇଥର ଭୂକମ୍ପ

କାଠମାଣ୍ଡୁ,୨୮ା୪: ନେପାଳର ବାଜୁରା, ଦାହାକୋଟରେ ଗୁରୁବାର ରାତିରେ ଦୁଇଥର ଭୂକମ୍ପ ଅନୁଭୂତ ହୋଇଥିଲା। ନ୍ୟାଶନାଲ ସେଣ୍ଟର ଫର୍‌ ସେସମୋଲୋଜି କହିଛି ଯେ, ଦୁଇ ଘଣ୍ଟା ମଧ୍ୟରେ ଦୁଇଥର…

ଚାରିଧାମ ତୀର୍ଥଯାତ୍ରୀଙ୍କ ପାଇଁ ୭ଟି ଭାଷାରେ ନିର୍ଦ୍ଦେଶାବଳୀ ଜାରି କଲେ ସରକାର

ଡେରାଡୁନ,୨୮।୪: ଉତ୍ତରାଖଣ୍ଡ ସରକାର ଚାରିଧାମ ଯାତ୍ରା କରୁଥିବା ତୀର୍ଥଯାତ୍ରୀଙ୍କ ପାଇଁ ହିନ୍ଦୀ ଏବଂ ଇଂରାଜୀ ବ୍ୟତୀତ ଅନ୍ୟ ସାତୋଟି ଭାରତୀୟ ଭାଷାରେ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ନିର୍ଦ୍ଦେଶାବଳୀ ଜାରି…

ଦୁଇ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୪ ନିଖୋଜ

ଓ୍ବାଶିଂଟନ,୨୮ା୪: ଟ୍ରେନିଂରୁ ଫେରୁଥିବା ଆମେରିକାର ଦୁଇଟି ସାମରିକ ହେଲିକପ୍ଟର ଗୁରୁବାର ଆଲାସ୍କାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଚଳିତ ବର୍ଷ ରାଜ୍ୟରେ ସାମରିକ ହେଲିକପ୍ଟର ସହ ଜଡିତ ଏହା ହେଉଛି…