୧୦ ବର୍ଷ ପୂର୍ବେ ଆଜିର ଦିନରେ ଶେଷ ଆଇସିସି ଟାଇଟଲ ଜିତିଥିଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୩।୬: ଆଜିର ଦିନ ଅର୍ଥାତ୍‌ ୨୩ ଜୁନ ଭାରତୀୟ କ୍ରିକେଟ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଟିମ ଇଣ୍ଡିଆ ଏହାର ଶେଷ ଆଇସିସି ଟାଇଟଲ ଜିତିଥିଲା।…

ବିବାହ ନେଇ ଗୁଜବ

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ନାୟିକା ରଶ୍ମିକା ମନ୍ଦାନାଙ୍କୁ ନେଇ ଏବେ ପୁଣି ଚର୍ଚ୍ଚା ଜୋର ଧରିଛି। ତେବେ ଏହି ଚର୍ଚ୍ଚା ରଶ୍ମିକାଙ୍କ କ୍ୟାରିୟର୍‌କୁ…

ମୁଖ୍ୟ ରାସ୍ତା ଚକାଚକ୍‌, ବସ୍ତିରେ ଆବଡ଼ାଖାବଡା

ରାଉରକେଲା,୨୩।୬(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ମହାନଗର ନିଗମ ଅଧୀନ ବିଭିନ୍ନ ବସ୍ତି ଅଞ୍ଚଳ ରାସ୍ତା ଶୋଚନୀୟ ହୋଇପଡିଛି। ସହରର ମୁଖ୍ୟ ରାସ୍ତାଗୁଡିକ ଚକାଚକ୍‌ ହୋଇଥିବା ବେଳେ ଗଳିକନ୍ଦି…

ଲିଙ୍ଗ ବଦଳାଇବେ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ଝିଅ

କୋଲକାତା: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ଝିଅ ସୁଚେତନା ଭଟ୍ଟାଚାର୍ଯ୍ୟ ଲିଙ୍ଗ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏ ନେଇ କରାଯିବାକୁ ଥିବା ପ୍ରାଥମିକ ପ୍ରକ୍ରିୟା ସୁଚେତନା…

ଏକ୍ସପ୍ରେସ ଟ୍ରେନ୍‌ ବିଳମ୍ବ, ଯାତ୍ରୀ ହଇରାଣ

ରାଉରକେଲା,୨୩।୬(ସଙ୍ଗୀତା ଜେନା): ରାଉରକେଲା ଦେଇ ଚଳାଚଳ କରୁଥିବା ଅଧିକାଂଶ ଏକ୍ସପ୍ରେସ ଟ୍ରେନ୍‌ ଘଣ୍ଟା ଘଣ୍ଟା ଧରି ବିଳମ୍ବରେ ଚାଲୁଥିବାରୁ ଯାତ୍ରୀ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରାୟ ୬…

ସବୁଠୁ ବାସୋପଯୋଗୀ ସହର ସୂଚୀରେ ଭାରତରୁ ୫

ହାଇଦ୍ରାବାଦ: ବିଶ୍ୱରେ ଏମିତି ଅନେକ ସହର ରହିଛି, ଯେଉଁଠାରେ ଲୋକ ରହିବାକୁ ପସନ୍ଦ କରନ୍ତି। ନିକଟରେ ଇକୋନୋମିଷ୍ଟ ଇଣ୍ଟେଲିଜେନ୍ସ ୟୁନିଟି (ଇଆଇୟୁ) ପକ୍ଷରୁ ବିଶ୍ୱର ସବୁଠୁ ବାସୋପଯୋଗୀ…

ପୋଖରୀ ଖୋଳାରେ ଦୁର୍ନୀତି ଅଭିଯୋଗ

ବଇଣ୍ଡା,୨୩।୬ (ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଟାପଢୋଲ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ବ୍ୟାପକ ଦୁର୍ନୀତି କରାଯାଉଥିବା…

ଜଟିଳ ମାଂସପେଶୀ ରୋଗର ଚିକିତ୍ସା ପାଇଁ ୩୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୬(ଅସମାପିକା ସାହୁ): ବାଲେଶ୍ୱର ଜିଲାର ୩ଜଣ ରୋଗୀ ଯଥା ଖନ୍ତାପଡ଼ାର କିରଣ କୁମାର ମଲ୍ଲିକ, ଖନ୍ତାପଡ଼ାର ସୁରଜ କୁମାର ମଲ୍ଲିକ ଏବଂ ସିମୁଳିଆର ଦିବ୍ୟାଂଶୁ ଦୀକ୍ଷିତ, ଜଟିଳ…

ପାଣି ପାଇଁ ଡହଳବିକଳ ଆତରସିଂବାସୀ

ଆର.ଉଦୟଗିରି,୨୩ା୬(ମନୋଜ କୁମାର ପାଢ଼ୀ): ଗଜପତି ଜିଲାର ଅନେକ ଅଞ୍ଚଳରେ ପିଇବା ପାଣିର ଘୋର ଅଭାବ ପରିଲକ୍ଷିତ ହେଉଛି। ଆର.ଉଦୟଗିରି ଥାନା ଆତରସିଂ ଗ୍ରାମରେ ଉତ୍କଟ ଜଳାଭାବ ଦେଖାଦେଇଛି।…

ପଞ୍ଜୁରିରେ ମୋଷ୍ଟ ଓ୍ବାଣ୍ଟେଡ୍‌ ମାଙ୍କଡ଼

ଭୋପାଳ: ଧରାପଡ଼ିଲା ମୋଷ୍ଟ ଓ୍ବାଣ୍ଟେଡ୍‌ ମାଙ୍କଡ଼। ମଧ୍ୟପ୍ରଦେଶ ରାଜଗଡ଼ରୁ ଏହି ମାଙ୍କଡ଼କୁ ପ୍ରାଣୀ ଉଦ୍ଧାରକରୀ ଦଳ ଧରିବାରେ ସକ୍ଷମ ହୋଇଛି। କିଛିଦିନ ହେବ ରାଜଗଡ଼ରେ ଉତ୍ପାତ ଆରମ୍ଭ…