ଆସାମ ବନ୍ୟା: ୫ ଲକ୍ଷ ଲୋକ ପ୍ରଭାବିତ, ୧୪,୦୦୦ ବାସହୀନ, ଜଣେ ମୃତ

ଗୁଆହାଟୀ,୨୩।୬: ଆସାମରେ ବନ୍ୟା ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ରାଜ୍ୟରେ ଲଗାତାର ବର୍ଷା ହେତୁ ଅନେକ ଅଞ୍ଚଳ ସମ୍ପୂର୍ଣ୍ଣ ଜଳବନ୍ଦୀ ହୋଇରହିଛି। ଏହି କାରଣରୁ ପ୍ରାୟ ୫ଲକ୍ଷ…

୫-ଟିରେ ସାମିଲ ହେଲା ନୀଳକଣ୍ଠେଶ୍ୱର ଉଚ୍ଚ ବିଦ୍ୟାଳୟ

ଖଣ୍ଡପଡ଼ା,୨୩ା୬(ଅଜୟ କୁମାର ମହାରଣା): ରାଜ୍ୟରେ ଥିବା ହାଇସ୍କୁଲଗୁଡ଼ିକର ଭିତ୍ତିଭୂମି ବିକାଶ ନିମନ୍ତେ ରାଜ୍ୟ ସରକାର ୫-ଟି ରୂପାନ୍ତରଣ ଯୋଜନାରେ ଲକ୍ଷାଧିକ ଟଙ୍କା ବ୍ୟୟ କରୁଛନ୍ତି। ଏହି କ୍ରମରେ…

‘ଆଦିପୁରୁଷ’ ଉପରେ ଲଗାଇଥିବା ବ୍ୟାନ ହଟାଇଲା ନେପାଳ, ହେଲେ କାଠମାଣ୍ଡୁ ମେୟର ଜିଦ୍‌ରେ ଅଟଳ କହିଲେ…

କାଠମାଣ୍ଡୁ,୨୩।୬: ବିବାଦ ମଧ୍ୟରେ ଫିଲ୍ମ ‘ଆଦିପୁରୁଷ’ର ନିର୍ମାତାମାନଙ୍କ ପାଇଁ ଏକ ଖୁସି ଖବର ଅଛି। ବାସ୍ତବରେ ନେପାଳରେ କିଛି ଦିନ ପାଇଁ ଫିଲ୍ମ ଉପରେ ପ୍ରତିବନ୍ଧକ ଲଗାଯାଇଥିଲା,…

ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ପଡ଼ୋଶୀଙ୍କ ଛାତରୁ ମିଳିଲା ବିଡ଼ାବିଡ଼ା ଟଙ୍କା

ଭୁବନେଶ୍ୱର/ଭଦ୍ରକ,୨୩ା୬(ସତ୍ୟଜିତ ରାଉତ/ସନାତନ ରାଉତ): ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସର ଏକ ଟିମ୍‌ ଚଢ଼ାଉ କରିଛି। ଭୁବନେଶ୍ୱର, ନବରଙ୍ଗପୁର ସମେତ ଭଦ୍ରକର…

ବାଇଡେନଙ୍କ କଥା ଶୁଣି ହସି ହସି ବେଦମ ହେଲେ ମୋଦି

ଓ୍ବାଶିଂଟନ,୨୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ହ୍ବାଇଟ ହାଉସରେ ଆୟୋଜିତ ଷ୍ଟେଟ ଡିନରରେ ସାମିଲ ହୋଇଛନ୍ତି, ଯାହାକୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ଫାଷ୍ଟ ଲେଡି…

ମଣିଖମ୍ବ ନିର୍ମାଣ ଆରମ୍ଭ

ଖଣ୍ଡପଡ଼ା,୨୩ା୬(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ କଣ୍ଟିଲୋର ଶ୍ରୀନୀଳମାଧବ କ୍ଷେତ୍ର ସର୍ବଜନବିଦିତ। ଏ ପୀଠର ବିକାଶ ନିମନ୍ତେ ରାଜ୍ୟ ସରକାର ୧୦୦ କୋଟି ଟଙ୍କାର…

ମୁକେଶ ଅମ୍ବାନୀଙ୍କ ଠାରୁ ସୁନ୍ଦର ପିଚାଇଙ୍କ ପର୍ଯ୍ୟନ୍ତ ମୋଦି-ବାଇଡେନଙ୍କ ଡିନରରେ ହୋଇଥିଲେ ସାମିଲ

ଓ୍ବାଶିଂଟନ,୨୩।୬: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପ୍ରଥମ ଲେଡି ଜିଲ ବାଇଡେନଙ୍କ ନିମନ୍ତ୍ରଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ‘ଷ୍ଟେଟ ଡିନର’ରେ ସାମିଲ ହୋଇଥିଲେ।…

ରାହୁଲଙ୍କୁ ‘ଦେବଦାସ’ ସହ ତୁଳନା କଲା ଭାଜପା

ନୂଆଦିଲ୍ଲୀ,୨୩।୬: ବିହାରରେ ବିରୋଧି ଦଳର ଏକତା ବୈଠକକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଲଗାତାର ପୋଷ୍ଟର ମାଧ୍ୟମରେ ବିରୋଧୀ ନେତାଙ୍କୁ ଟାର୍ଗେଟ କରି ଚାଲିଛି। ଏବେ ଭାଜପା…

ବିରୋଧୀଙ୍କ ଗୁପ୍ତ ଏଜେଣ୍ଡା ସମ୍ପର୍କରେ କହିଲା ଭାଜପା

ପାଟନା,୨୩।୬: ବିରୋଧୀ ଏକତା ସମ୍ପର୍କରେ ଆଜି ବିହାରର ରାଜଧାନୀ ପାଟନାରେ ବିରୋଧୀଙ୍କ ଏକ ବୈଠକ ଅନୁଷ୍ଠିତ ହେବ। ବିରୋଧୀ ଦଳର ଏହି ବିଶାଳ ସମାବେଶରେ ଝାଖଣ୍ଡର ଭାଜପା…

ନୀତୀଶଙ୍କ ବରଯାତ୍ରୀର ବର କିଏ? ବିରୋଧୀ ଦଳ ବୈଠକ ପୂର୍ବରୁ ଭାଜପାର କଟାକ୍ଷ

ନୂଆଦିଲ୍ଲୀ, ୨୩।୬: ଆସନ୍ତା ବର୍ଷ ଅର୍ଥାତ୍‌ ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରତ୍ୟେକ ଥର ଭଳି ବିରୋଧୀ ମଧ୍ୟ…