ଅପହୃତା ନାବାଳିକା ବୋରିଗୁମ୍ମାରୁ ଉଦ୍ଧାର

ଜୟପୁର, ୨୧।୬ (ପବନ ପାଣିଗ୍ରାହୀ) :ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଟାଉନଥାନାରେ ଅଭିଯୋଗ ହେବା ପରେ ପୋଲିସ ବିଭିନ୍ନ ସ୍ଥାନରେ ଛନଭିିନ୍‌ କରି ତାଙ୍କୁ…

୨ଜଣଙ୍କ ଜୀବନ ନେଲା ହାତୀ

ଅନୁଗୋଳ, ୨୧।୬ (ଅମିତ କୁମାର ସାମଲ): ଅନୁଗୋଳ ବନଖଣ୍ଡ ବନ୍ତଳା ବନାଞ୍ଚଳରେ ମଙ୍ଗଳବାର ୨ ଜଣଙ୍କ ଜୀବନ ନେଇଛି ହାତୀ। ମୃତକ ହେଲେ ସାନକନ୍ତକୁଳ ଗ୍ରାମର ଶ୍ରୀନିବାସ…

ବାରୁଦ କାରଖାନାରେ ବିସ୍ଫୋରଣ: ୪ ମୃତ, ୧୨ ଆହତ…

ମସ୍କୋ,୨୧।୬ : ରୁଷିଆର ବାରୁଦ କାରଖାନାରେ ବିସ୍ଫୋରଣରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଲୋକ ଆହତ ହୋଇଛନ୍ତି। ଅଧିକାରୀମାନେ ଏହି ସୂଚନା ପ୍ରଦାନ କରିଛନ୍ତି।…

ଆଇଏନଏସ୍‌ ବିକ୍ରାନ୍ତରେ ଯୋଗ କଲେ ରାଜନାଥ ସିଂ

ନୂଆଦିଲ୍ଲୀ,୨୧।୬: ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ଭାରତ ସମେତ ସମଗ୍ର ବିଶ୍ୱରେ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତରେ…

ରଥଗଡ଼ାରେ ଟଳିପଡ଼ିଲେ ବୃଦ୍ଧ

ଢେଙ୍କାନାଳ ଅଫିସ, ୨୧।।୬(ରତନ ନାୟାର): ରଥାରୂଢ଼ ମହାପ୍ରଭୁଙ୍କ ଦର୍ଶନ ପାଇଁ ଧାଇଁ ଆସିଥିଲେ ଗଁାରୁ ସହରକୁ। ଚକାନୟନକୁ ଦେଖୁ ଦେଖୁ ଉଡ଼ିଗଲା ଜୀବନ। ପବିତ୍ର ଘୋଷଯାତ୍ରାରେ ଏଭଳି…

୧୧ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧।୬ (ଅନିଲ ଦାସ): ପ୍ରଚଣ୍ଡ ଗରମ ସାଙ୍ଗକୁ ଗୁଳୁଗୁଳି ସମଗ୍ର ରାଜ୍ୟକୁ କଲବଲ କରୁଛି। ନିଦାଘ ଗ୍ରୀଷ୍ମରୁ ମୁକ୍ତି ପାଇଁ ସମସ୍ତେ ମୌସୁମୀ ବର୍ଷାକୁ ଚାହିଁ ରହିଛନ୍ତି।…

ସବୁ ଜିଲାରେ ସକାଳୁଆ ସ୍କୁଲ ପାଇଁ ଦାବି

ଭୁବନେଶ୍ୱର,୨୧।୬(ଅନୁରାଧା ମହାରଣା): ରାଜ୍ୟର କିଛି ଜିଲାକୁ ବାଦ୍‌ଦେଇ ପ୍ରାୟ ସମସ୍ତ ଜିଲାର ସ୍କୁଲ ବୁଧବାରଠାରୁ ଖୋଲୁଛି। ନିୟମିତ କାର୍ଯ୍ୟସୂଚୀ ଅନୁସାରେ, ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ…

ଖରାଛୁଟି ପରେ ଆଜିଠୁ ଖୋଲିଲା ସ୍କୁଲ

ଭୁବନେଶ୍ୱର,୨୧।୬: ଖରାଛୁଟି ପରେ ଆଜିଠୁ ଖୋଲିଲା ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସ୍କୁଲ। ହେଲେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସମ୍ବଲପୁର ,ଝାରସୁଗୁଡା ଓ ବଲାଙ୍ଗିର ଜିଲାରେ ଗୁରୁବାର…

ବୈଶ୍ୱିକ ଆନ୍ଦୋଳନରେ ପରିଣତ ହୋଇଛି ଯୋଗ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାରୁ ଭାରତବାସୀଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି , ମୁଁ ଭିଡିଓ ବାର୍ତ୍ତା ମାଧ୍ୟମରେ…

ନୀଳାଚଳ କୋଇଲା କାରଖାନା ଯୋଗୁ ବଢୁଛି ପ୍ରଦୂଷଣ

ଜେନାପୁର,୨୧ା୬(ଅଶୋକ ଦାସ): ଯାଜପୁର ଜିଲା ଧର୍ମଶାଳା ତହସିଲ ସହାଣୀଡିହ ପଞ୍ଚାୟତ ଅଧୀନ ବାରମାଣ ମୁଣ୍ଡାସାହି ଗ୍ରାମ ନିକଟରେ ଦୀର୍ଘବର୍ଷ ହେବ ନୀଳଚଳ କୋଇଲା କାରଖାନା ବେଆଇନ ଭାବେ…