ପୋଲିସ ହାତରେ ଅଭିଯୁକ୍ତ

ଅନୁଗୋଳ ଅଫିସ,୨୪।୪: ଅନୁଗୋଳ ସହର ହୁଲୁରୁସିଂହା ଖେଳପଡ଼ିଆରେ ଶୁକ୍ରବାର ସଂଘଟିତ ପ୍ରକାଶ ବେହେରା (୩୮) ହତ୍ୟାକାଣ୍ଡର ଦୁଇଦିନ ପରେ ଘାସିସାହିର ଜଣେ ଯୁବକଙ୍କୁ ପୋଲିସ ଉଠାଇ ଆଣିଛି।…

ଜିଲା ଚିକିତ୍ସାଳୟରେ ସୁରକ୍ଷାକର୍ମୀଙ୍କ ଆତଙ୍କ

ଅନୁଗୋଳ ଅଫିସ, ୨୪।୪: କ୍ରମିକ ସଂଖ୍ୟା ଅନୁଯାୟୀ ଧାଡ଼ିରେ ଛିଡ଼ା ହୋଇଥିବା ରୋଗୀ ଓ ସମ୍ପର୍କୀୟଙ୍କୁ ଅଣଦେଖା କଲେ। ପଛରେ ଆସିଥିବା ଲୋକଙ୍କୁ ଆଗୁଆ ଡାକ୍ତରଙ୍କ ପରାମର୍ଶ…

ବ୍ରିଟିଶ ସଂଗ୍ରହାଳୟରୁ ଭାରତ ଫେରିବ ୨୧୩ ନାଗାଙ୍କ ଅବଶେଷ…

ନୂଆଦିଲ୍ଲୀ,୨୪।୪ : ବ୍ରିଟିଶମାନେ ୨୧୩ ନାଗାଙ୍କର ଅବଶେଷ ନେଇ ଯାଇଥିଲେ। ଏହା ଏବେ ବ୍ରିଟିଶ ସଂଗ୍ରହାଳୟରେ ରହିଛି। ଏସବୁକୁ ବ୍ରିଟିଶ ସଂଗ୍ରହାଳୟରୁ ଭାରତ ଆଣିବା ପାଇଁ ପ୍ରସ୍ତୁତି…

ବାର୍‌ହା ଆକ୍ରମଣରେ ୫ ଗୁରୁତର

ସମ୍ବଲପୁର,୨୪।୪(ବ୍ୟୁରୋ): ସମ୍ବଲପୁର ଜିଲା ଯୁଜୁମରା ଥାନା ଅଞ୍ଚଳରେ ସୋମବାର ବାର୍‌ହା ଆକ୍ରମଣରେ ୫ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ କାୟାକୁଦା ପଞ୍ଚାୟତ ଆମିଲିପାଣି ଗ୍ରାମର ମା’ଶଖା…

ପଚାପାଣିରେ ସାଲୁବାଲୁ ପୋକ

ଢେଙ୍କାନାଳ ଅଫିସ,୨୪।୪: ଆବର୍ଜନାରେ ଭର୍ତ୍ତିହୋଇଛି ଡ୍ରେନ୍‌। ଜଳ ନିଷ୍କାସନ ପଥକୁ ଜାମ୍‌ କରି ରଖିଛି ପଲିଥିନ, ଥର୍ମୋକୁଲ ଭଳି ବିପଜ୍ଜନକ ବର୍ଜ୍ୟ। ଜମି ରହିଥିବା ପାଣି ପଚିଗଲାଣି।…

ଦେବୋତ୍ତର ସମ୍ପତ୍ତି ଆକଳନ କରିବ ଏସ୍‌ଆଇଟି

ବାରିପଦା ଅଫିସ,୨୪ା୪: ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ବିଜେଙ୍କ ସମ୍ପତ୍ତିର ପୁନରୁଦ୍ଧାର ନିମନ୍ତେ ଉଚ୍ଚ ନ୍ୟାୟାଳଙ୍କ ଆଦେଶକୁ ନେଇ ଦେବୋତ୍ତର କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।…

‘ଭାରତୀୟ ପାରମ୍ପରିକ କ୍ରୀଡ଼ା ମହୋତ୍ସବ’କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

କୋରାପୁଟ,୨୪।୪(ସ୍ବ.ପ୍ର.): କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଭାରତୀୟ ପାରମ୍ପରିକ କ୍ରୀଡ଼ା ମହୋତ୍ସବକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍‌ କରିଛନ୍ତି। ଭାରତବର୍ଷର ସମୃଦ୍ଧ…

ପାକିସ୍ତାନରେ ପୁଣି ସାମରିକ ଶାସନ ହେବା ନେଇ ଚର୍ଚ୍ଚା…

ଇସଲାମାବାଦ,୨୪।୪ : ପାକିସ୍ତାନ ପୁଣିଥରେ ସାମରିକ ଶାସନ ପଥରେ ଅଛି କି? ପୂର୍ବତନ ପ୍ରଧାନମନ୍ତ୍ରୀ ସହିଦ ଖକାନ ଅବ୍ବାସିଙ୍କ ଶେଷ ବିବୃତ୍ତିକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ…

ଜାତୀୟ ପଞ୍ଚାୟତିରାଜ ଦିବସ

ଭାରତର ଗ୍ରାମାଞ୍ଚଳରେ ସ୍ବାୟତ୍ତ ଶାସନ ସହ ପଞ୍ଚାୟତ ଏବଂ ଗ୍ରାମ ସଭା ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ଏପ୍ରିଲ ୨୪ରେ ଜାତୀୟ ପଞ୍ଚାୟତିରାଜ ଦିବସ…

ଯୁବତୀଙ୍କୁ ଘରୁ ଉଠାଇନେଲେ ଦୁର୍ବୃତ୍ତ

ଭେଡ଼େନ,୨୪।୪(ଡି.ଏନ.ଏ.): ବରଗଡ଼ ଜିଲା ଭେଡ଼େନ ଥାନା ତାଲମେଣ୍ଡା ପଞ୍ଚାୟତ ଅନ୍ତର୍ଗତ ଦେହେରୀପାଲି ଗ୍ରାମର ଜଣେ ଯୁବତୀଙ୍କୁ ମାରଣାସ୍ତ୍ର ଦେଖାଇ ଘରରୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଯୁବତୀଙ୍କ…