ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ବନ କର୍ମଚାରୀ

ଭୁବନେଶ୍ୱର,୧୯।୬(ଅଭିଜିତ ଦାସ): ଜଙ୍ଗଲ ସୁରକ୍ଷା ଦାୟିତ୍ୱରେ ଥିବା ବନ କର୍ମଚାରୀମାନେ ଦିନକୁ ଦିନ ଅସୁରକ୍ଷିତ ହୋଇପଡୁଛନ୍ତି। କେତେବେଳେ ଶିକାରୀ ତ ଆଉ କେତେବେଳେ କାଠ ଚୋରଙ୍କ ଆକ୍ରମଣ…

ନିଯୁକ୍ତି ପାଇବେ ୧୬୦ ଓଡ଼ିଶା ଶିକ୍ଷା ସେବା ଅଧିକାରୀ

ଭୁବନେଶ୍ୱର,୧୯ା୬(ଅନୁରାଧା ମହାରଣା): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୧୬୦ଜଣ ଓଡ଼ିଶା ଶିକ୍ଷା ସେବା ଅଧିକାରୀ ନିଯୁକ୍ତି ପାଇବେ। ରବିବାର ଭୁବନେଶ୍ୱରସ୍ଥିତ କୃଷିଭବନ ସମ୍ମିଳନୀ କକ୍ଷରେ ଏମାନଙ୍କ…

ଆଜି ନବଯୌବନ ଦର୍ଶନ

ପୁରୀ,୧୯ା୬(ଅଜିତ ମହାନ୍ତି): ଅନବସର ଗୁପ୍ତ ନୀତି ସରିବା ପରେ ସୋମବାର ନେତ୍ର ଉତ୍ସବରେ ଦୁର୍ଲଭ ନବଯୌବନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ…

ଭାରତ ଚାମ୍ପିୟନ

ଭୁବନେଶ୍ୱର, ୧୯।୬(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଇଣ୍ଟର କଣ୍ଟିନେଣ୍ଟାଲ କପ୍‌ ଚତୁଃରାଷ୍ଟ୍ରୀୟ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଭାରତ ୨-୦…

ଅଂଶୁଘାତ ନେଲାଣି ୧୦୦ରୁ ଊର୍ଦ୍ଧ୍ୱ ଜୀବନ

ଲକ୍ଷ୍ନୌ/ପାଟନା/ଭୁବନେଶ୍ୱର(ଅନୁରାଧା ମହାରଣା),୧୯ା୬: ମୌସୁମୀ ଆଗମନରେ ବିଳମ୍ବ ହେତୁ ଦେଶର ବିଭିନ୍ନ ଭାଗରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାର ପ୍ରଭାବରେ ଉତ୍ତର ପ୍ରଦେଶ, ବିହାର, ତାମିଲନାଡୁ, ମଧ୍ୟପ୍ରଦେଶ,…

ଚୋରି କରି ବନ୍ଧା ହେଲେ

ରେଢାଖୋଲ ୧୮।୬(ଅଚ୍ୟୁତାନନ୍ଦ ପୁରୋହିତ): ରେଢାଖୋଲ ପୋଲିସ ୩ ବାଇକ୍‌ ଲୁଟେରାଙ୍କୁ ଗିରଫ କରିଛି। ଲୁଟେରାମାନେ ରେଢାଖୋଲ ଥାନା ଅଧୀନ ହିନ୍ତରାଇ ଛକରୁ ସୁନିଲ ତିର୍କୀ ନାମକ ଜଣେ…

ନୋଟ ଛପା କାରଖାନାରୁ ୮୮ ହଜାର କୋଟି ନୋଟର ପତ୍ତା ମିଳୁନି, ଆମ ସରକାରଙ୍କୁ କ୍ଷମତାଚ୍ୟୁତ ପାଇଁ ବ୍ୟବହାର ହୋଇଛି କି: ସଞ୍ଜୟ ରାଉତଙ୍କ ପ୍ରଶ୍ନ…

ମୁମ୍ବାଇ,୧୮।୬ : ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ରବିବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ, କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି…

ଓଡ଼ିଶା: ଆଜିର ଫଟୋ ( ଜୁନ୍ ୧୮, ୨୦୨୩ )

ଭାରତ, ହିରୋ ଇଣ୍ଟରକଣ୍ଟିନେଣ୍ଟାଲ୍ କପ୍ -୨୦୨୩ ଚାମ୍ପିଅନ୍     ଭୁବନେଶ୍ୱର ସୂଚନା ଭବନରେ କସ୍ତୁରୀ ପକ୍ଷରୁ ଆଲୋଚନା ଚକ୍ରରେ ପିଲାମାନେ ଚିତ୍ର କରୁଛନ୍ତି    …

ମାନ୍‌ ମୁଖ୍ୟମନ୍ତ୍ରୀ ନା କେଜରିଓ୍ବାଲଙ୍କ ପାଇଲଟ, ଶାହାଙ୍କ ପ୍ରଶ୍ନ…

ଗୁରୁଦାସପୁର,୧୮।୬ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ରବିବାର ପଞ୍ଜାବର ଆମ ଆଦମୀ ପାର୍ଟି (ଏଏପି) ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ…

ଗୋମୂତ୍ରରେ ଫସି ରହିଛି ଭାଜପାର ହିନ୍ଦୁତ୍ୱ: ଉଦ୍ଧବ ଠାକରେ…

ମୁମ୍ବାଇ,୧୮।୬ : ମୁମ୍ବାଇରେ ଶିବସେନା ଉଦ୍ଧବ ବାଲାସାହେବ ଠାକରେ ପାର୍ଟିର ରାଜ୍ୟବ୍ୟାପୀ କାର୍ଯ୍ୟାଳୟ ଧାରକ ଶିବିର ଆୟୋଜିତ ହୋଇଛି। ଏହି ଅବସରରେ ଉଦ୍ଧବ ଠାକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…