ଆଜି ପ୍ରଚାରିତ ହେବ ମୋଦିଙ୍କ ମନ କି ବାତ କାର୍ଯ୍ୟକ୍ରମ, ବିଶେଷ କାରଣ ପାଇଁ ଗୋଟିଏ ସପ୍ତାହ ପୂର୍ବରୁ ହେବ ପ୍ରଚାରିତ

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅର୍ଥାତ୍‌ ୧୮ ଜୁନରେ ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ଜରିଆରେ ଜୁନ ୧୮ରେ ଦେଶବାସୀଙ୍କୁ ସମ୍ବୋଧିତ…

ପ୍ରଧାନମନ୍ତ୍ରୀଙ୍କ ନୀରବତାକୁ ନେଇ ପ୍ରଶ୍ନ ଉଠାଇଲେ ୧୦ ବିରୋଧୀ ଦଳ

ନୂଆଦିଲ୍ଲୀ, ୧୮।୬: ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ଦୀର୍ଘଦିନ ହେଲା ହିଂସାକାଣ୍ଡ ଲାଗି ରହିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପ୍ରସଙ୍ଗରେ ଆଦୌ ମୁହଁ ଖୋଲୁନାହାନ୍ତି। ମୋଦିଙ୍କ ନୀରବତାକୁ…

୩୮ ପିଲାଙ୍କୁ ଜାଳିଦେଲେ

କାମ୍ପାଲା,୧୮।୬: ଆଇଏସ୍‌ ସଂଗଠନ ସହ ଜଡ଼ିତ ଆତଙ୍କବାଦୀମାନେ ଉଗାଣ୍ଡାର କାସେସେସ୍ଥିତ ଏକ ଘରୋଇ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ଜିଅନ୍ତା ଜାଳି ହତ୍ୟା କରିଛନ୍ତି। ଏଥିରେ ୪୧ ଜଣଙ୍କ…

ଭାରତ ବୁଲିବାକୁ ଆସିଥିଲେ ପାକିସ୍ତାନ ୟୁଟ୍ୟୁବର, ରାସ୍ତାରେ ସରିଗଲା ତେଲ, ଆଉ ତା’ ପରେ…

ପାକିସ୍ତାନ ୟୁଟ୍ୟୁବର୍‌ ତଥା ମୋଟରସାଇକେଲ ଚାଳକ ଅବରାର ହାସନ ଏକ ମାସ ଧରି ଭାରତ ଗସ୍ତରେ ଆସିଥିଲେ। ଏହି ଗସ୍ତ ସମୟରେ ସେ ପଞ୍ଜାବ, ଦିଲ୍ଲୀ, ହରିୟାଣା,…

ବିଞ୍ଝାରପୁର ବ୍ଲକରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ପ୍ରୀତିପୁର, ୧୮ା୬(ସୁଶାନ୍ତ ବେହୁରିଆ) ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏଥିଯୋଗୁ ଅଞ୍ଚଳବାସୀ ଆନ୍ଦୋଳନ ପାଇଁ ସଜବାଜ ହେଉଥିବା ଜଣାପଡିଛି। ଏହି ବ୍ଲକର…

ଆନୁଷଙ୍ଗିକ ଶିଳ୍ପକୁ ବଡ଼ ଶିଳ୍ପର ଅଣଦେଖା

ଯାଜପୁର, ୧୮ା୬(ହର୍ଷବର୍ଦ୍ଧନ ବେହେରା)ଅଞ୍ଚଳବାସୀଙ୍କ ଆର୍ଥିକ ଅଭିବୃଦ୍ଧି ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ଜିଲାରେ ବିଫଳ ହୋଇଥିବା ପରିଲକ୍ଷିତ ହୋଇଛି। ଗତ ୫ବର୍ଷ ମଧ୍ୟରେ ଯାଜପୁର ଜିଲାରେ…

୮୩ ବର୍ଷ ଧରି ପାଲାକୁ ବଞ୍ଚାଇ ରଖିଛନ୍ତି ଗ୍ରାମବାସୀ

ଚଣ୍ଡିଖୋଲ, ୧୮ା୬’(ପ୍ରଦୀପ୍ତ କୁମାର ପୃଷ୍ଟି):ଆଧୁନିକତାର ସାମାଜିକ ବ୍ୟବସ୍ଥା ଧୀରେଧୀରେ ଆମ ପୁରୁଣା ସଂସ୍କୃତି ଓ ଐତିହ୍ୟ ହଜାଇ ଦେଉଥିବାବେଳେ ଏବେବି କେତେକ ସ୍ଥାନରେ ଆମର ପୁରୁଣା ପାଲା…

କିଙ୍ଗ୍‌ ଚାଲର୍‌ସ ଜନ୍ମଦିନ ହନର୍ସ ସୂଚୀରେ ଭାରତୀୟ ବଂଶୋଦ୍ଭବ

ଲଣ୍ଡନ,୧୮।୬: ବ୍ରିଟେନ ସରକାରଙ୍କ ପକ୍ଷରୁ କିଙ୍ଗ୍‌ ଚାଲର୍‌ସ ୩ୟଙ୍କ ପ୍ରଥମ ଜନ୍ମଦିନରେ ସମ୍ମାନିତ ହେବାକୁ ଥିବା ବ୍ୟକ୍ତିଙ୍କ ତାଲିକା ପ୍ରକାଶ ପାଇଛି। ଏହି ସୂଚୀରେ ପାଖାପାଖି ୪୦…

ଭିତରକନିକାରେ କୁମ୍ଭୀର ବଂଶ ବୃଦ୍ଧି ରୋକିବାକୁ ଗୁରୁତ୍ୱ

କେନ୍ଦ୍ରାପଡ଼ା, ୧୮ା୬(ଜଗନ୍ନାଥ ଧଳ) କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ନିମପୁର ଗ୍ରାମର ଅଶୋକ କୁମାର ଆଚାର୍ଯ୍ୟଙ୍କ ଏକମାତ୍ର ପୁଅ ଆଶୁତୋଷ(୧୦)ଙ୍କୁ ବ୍ରାହ୍ମଣୀ ନଦୀ ଘାଟରେ ଗତ ୧୪…

ମହିଳା କର୍ମଚାରୀଙ୍କୁ ମିଳିବ କ୍ରେଚ୍‌ ସୁବିଧା

ଜଗତ୍‌ସିଂହପୁର, ୧୮ା୬(ପ୍ରମୋଦ କୁମାର ନାୟକ) ଜଗତ୍‌ସିଂହପୁର ଜିଲା ମୁଖ୍ୟାଳୟରେ କାର୍ଯ୍ୟରତ ସରକାରୀ ମହିଳା କର୍ମଚାରୀଙ୍କ ପାଇଁ ଖୁବ୍‌ଶୀଘ୍ର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କ୍ରେଚ୍‌ (ଦିନବେଳା ଶିଶୁମାନଙ୍କ ଦେଖାଶୁଣା…