ଓଡ଼ିଶା: ଆଜିର ଫଟୋ ( ଜୁନ୍ ୧୪, ୨୦୨୩ )

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ, 'ମଶାଲ' ଦ୍ଵାରା ରାଜ୍ୟସ୍ତରୀୟ ରଜ ମହୋତ୍ସବ ପାଳନ     କଟକ ବିକାଶ ଭବନରେ ରଜ ତଥା ଲୋକକଳା ଉତ୍ସବ ପାଳନ ଅବସରରେ…

ବୋଟ୍‌ ବୁଡ଼ି ଚାଲିଗଲା ୫୯ ପ୍ରବାସୀଙ୍କ ଜୀବନ

ଆଥେନ୍ସ(ଗ୍ରୀସ୍‌),୧୪।୬: ଗ୍ରୀସ୍‌ ପେଲୋପୋନେନ୍ସର ଲୋନିଆନ୍‌ ସମୁଦ୍ରରେ ଏକ ବୋଟ୍‌ ବୁଡ଼ି ୫୯ ପ୍ରବାସୀଙ୍କ ମୃତ୍ୟୁ ଘଟିଛି। ରେସ୍କ୍ୟୁ ଟିମ୍‌ ୧୦୦ଜଣଙ୍କୁ ଉଦ୍ଧାର କରିଛନ୍ତି। ଅଧିକ ଲୋକ ବୋଟ୍‌ରେ…

ଚାଇନା ସୀମାରେ ଖୁବ୍‌ ଶୀଘ୍ର ଭାରତ ନିର୍ମାଣ କରିବ ବୃହତ ଜଳ ବିଦ୍ୟୁତ୍‌ ପ୍ରକଳ୍ପ

ନୂଆଦିଲ୍ଲୀ, ୧୪।୬: ଚାଇନା ସୀମାରେ ଭାରତ ଖୁବ୍‌ ଶୀଘ୍ର ବୃହତ ଜଳ ବିଦ୍ୟୁତ୍‌ ପ୍ରକଳ୍ପ କାର୍ଯ୍ୟ ନିର୍ମାଣ କରିବ। ରାଜ୍ୟ ଜଳବିଦ୍ୟୁତ୍‌ କମ୍ପାନୀ ଏନ୍‌ଏଚ୍‌ପିସି ଏଲ୍‌ଟିଡି ଏହି…

କୋଲକାତା ବିମାନବନ୍ଦରରେ ଭୟଙ୍କର ଅଗ୍ନିକାଣ୍ଡ

କୋଲକତା,୧୪।୬: କୋଲକାତା ବିମାନବନ୍ଦରର ବୁଧବାର ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିିଛି। ବିମାନବନ୍ଦରର ସୁରକ୍ଷା ଯାଞ୍ଚ ଅଞ୍ଚଳରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ବିମାନବନ୍ଦର ଧୂଆଁମୟ ହୋଇଯିବାରୁ…

ଏକକାଳୀନ ୪ ଭୂକମ୍ପ ଝଟକା

ଜମ୍ମୁ,୧୪।୬: ଜମ୍ମୁରେ ବୁଧବାର ଏକକାଳୀନ ୪ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଅନ୍ୟପକ୍ଷେ ସୁରକ୍ଷାକୁ ଦୃଷ୍ଟିରେ ରଖି…

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୫୦ଲକ୍ଷ ଟଙ୍କାର ସହାୟତା ପ୍ରଦାନ କଲା ସତ୍‌ସଙ୍ଗ

ଭୁବନେଶ୍ୱର,୧୪।୬: ଓଡ଼ିଶାର ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣାରେ ଶତାଧିକ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ବହୁ ଲୋକଙ୍କ ପରିବାର ଉଜୁଡି ଯାଇଛି। କେତେକ ଶିଶୁ…

ପାଣି ଆଣିବାକୁ ଯାଇଥିବା ବେଳେ ଟାଣିନେଲା କୁମ୍ଭୀର

ପାଟନା,୧୩।୬: ବିହାର ବୈଶାଳୀ ଜିଲାରେ ଏକ କୁମ୍ଭୀରକୁ ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ,ବୈଶାଳୀ ଜିଲା ଅଧୀନ ଗୋକୁଲପୁରର ବାସିନ୍ଦା ଧର୍ମେନ୍ଦ୍ର ଦାସ ପରିବାର…

ଶାଳ ମଞ୍ଜି ନେଇ ଯାଉଥିବା ବେଳେ ଓଲଟିଲା ଟ୍ରକ

ବାଲିଗୁଡ଼ା,୧୪।୬:(ଡି.ଏନ୍‌.ଏ.): ଭାରସାମ୍ୟ ହରାଇ ଓଲଟିଲା ଶାଳମଞ୍ଜି ବୋଝେଇ ଟ୍ରକ। ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର। ଏଭଳି ଏକ ଘଟଣା ଘଟିଛି, କନ୍ଧମାଳ ଜିଲା ବାଲିଗୁଡ଼ା ଥାନା…

ପାଣି ପାଇଁ ଗୁହାରି 

ରାୟଗଡ଼ା,୧୪।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ କୋଣ୍ଡିଗୁଡ଼ା ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ପାନୀୟ ଜଳ ସଙ୍କଟର ସମାଧାନ ପାଇଁ…

ଓଭରବ୍ରିଜ୍‌ ନିର୍ମାଣରେ ବିଳମ୍ବ, ବଢୁଛି ଜନଅସନ୍ତୋଷ

ଗଞ୍ଜାମ,୧୪ା୬(ବିଦ୍ୟାଧର ସାହୁ): ଦିନକୁ ଦିନ ଚିନ୍ତା ବଢ଼ାଉଛି ଜାତୀୟ ରାଜପଥ ହୁମ୍ମା ଓଭରବ୍ରିଜ୍‌।ଏନ.ଏଚ୍‌ -୧୬ ହୁମ୍ମା ଛକଠାରେ ନିର୍ମାଣାଧୀନ ଓଭର ବ୍ରିଜ କାମ ଆରମ୍ଭ ହେବାର ଅଦ୍ୟାବଧି…