ବେଙ୍ଗାଲୁରୁ,୧୯।୪ : କର୍ନାଟକରେ ଶାସକ ଭାରତୀୟ ଜନତା ପାର୍ଟି କଂଗ୍ରେସକୁ ଟାର୍ଗେଟ କରିଛି। ରାଜ୍ୟରେ ରାଜନୈତିକ ପ୍ରଭାବଶାଳୀ ଲିଙ୍ଗାୟତ ସମ୍ପ୍ରଦାୟର ଭୋଟରଙ୍କ ପ୍ରତି କଂଗ୍ରେସ ଅବହେଳା କରିଛି…
ଯାଜପୁର ରୋଡ,୧୯।୪(ଡି.ଏନ.ଏ.): ମାଟି ଅପେକ୍ଷା ପାର୍ଟିକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ବ୍ୟାସନଗର ସହରର ସର୍ବାଙ୍ଗୀନ ଉନ୍ନତି ପାଇଁ ଅଣ୍ଟା ଭିଡିଥିବା ମିଳିତ କ୍ରିୟାନୁଷ୍ଠାନ କମିଟିକୁ ସହରବାସୀଙ୍କ ସ୍ବତଃପ୍ରବୃତ…
ବଇଣ୍ଡା,୧୯।୪(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକରେ ହେଉଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଦୁର୍ନୀତି ହେଉଛି। ବ୍ଲକ ପ୍ରଶାସନ ସବୁବେଳେ ସମିତିସଭ୍ୟମାନଙ୍କୁ ଅଣଦେଖା କରି କୁଜି ନେତାଙ୍କ ଜରିଆରେ…
କୁଜଙ୍ଗ,୧୯।୪(ଡି.ଏନ.ଏ.): ନ୍ୟାୟାଳୟରେ ମାମଲା ବିଚାରାଧୀନ ଥିବାବେଳେ, ଇଡ୍କୋ ଜମି ଅଧିଗ୍ରହଣ ନିମନ୍ତେ ପଦକ୍ଷେପ ନେବାରୁ ଚାଷୀମାନେ ବିରୋଧ କରିଛନ୍ତି। ଏଥିଯୋଗୁ ଜମି ଅଧିଗ୍ରହଣ କରି ନ ପାରି…
ଢେଙ୍କାନାଳ ଅଫିସ,୧୯।୪: ଢେଙ୍କାନାଳ ସହରରେ ସ୍କୁଲ ବସ୍ ଧକ୍କାରେ ସୋମବାର ପୌରପାଳିକାର ଜଣେ କର୍ମଚାରୀଙ୍କ ମୃତ୍ୟୁ ପରେ ଛାତ୍ରୀଛାତ୍ରଙ୍କୁ ପରିବହନ କରୁଥିବା ଏପରି ଯାନବାହାନ ଯାଞ୍ଚକୁ କଡ଼ାକଡ଼ି…
ଢେଙ୍କାନାଳ ଅଫିସ,୧୯।୪: ଢେଙ୍କାନାଳ ସହରର ତାପମାତ୍ରା ଦିନକୁ ଦିନ ବଢ଼ିବାରେ ଲାଗିଛି। ସକାଳୁ ଟାଣ ଖରା ସାଙ୍ଗକୁ ମଧ୍ୟାହ୍ନରେ ତତଲା ପବନ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ…
କେନ୍ଦୁଝର,୧୯।୪(ସ୍ବ.ପ୍ର.) କେନ୍ଦୁଝର ପୌରାଞ୍ଚଳରେ ଗତ କିଛି ଦିନ ଧରି ପୌରପ୍ରଶାସନ ପକ୍ଷରୁ ସରକାରୀ ଜମି ଜବରଦଖଲ ଚିହ୍ନଟ ନେଇ ନିଆଯାଇଥିବା ପଦକ୍ଷେପ ପରେ ମଙ୍ଗଳବାର ଜବରଦଖଲକାରୀଙ୍କୁ ନୋଟିସ…
ଫୁଲବାଣୀ ଅଫିସ,୧୯।୪: କନ୍ଧମାଳ ଜିଲାରେ ଦଣ୍ଡ ପରମ୍ପରାର ଏକ ସ୍ବତନ୍ତ୍ର ପରିଚୟ ରହିଛି ା ଚଳିତ ବର୍ଷ ଦଣ୍ଡ ପାଳନ ବେଳେ ଅନେକ ସ୍ଥାନରେ ଅଶ୍ଳୀଳ ଗୀତ,…
ଭୁବନେଶ୍ୱର,୧୯।୪(ବ୍ୟୁରୋ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗୀ ଅଞ୍ଚଳରେ ଜେଲଫେରନ୍ତା ସରୋଜ ତ୍ରିପାଠୀଙ୍କୁ ଗୋଡ଼ାଇ ହାଣିବା ଘଟଣାରେ ଫେରାର ମୁଖ୍ୟ ଅଭିଯୁକ୍ତ ତଥା ଦୁଇଭାଇ ମଙ୍ଗଳବାର କୋର୍ଟରେ ଆତ୍ମସମର୍ପଣ କରିଛନ୍ତି।…
ଛତ୍ରପୁର,୧୯।୪(ଡି.ଏନ.ଏ) ଗଞ୍ଜାମ ଜିଲାର ଭାତ ହାଣ୍ଡି ରୂପେ ଋଷିକୁଲ୍ୟା ନଦୀ ପରିଚିତ। ଏଣୁ ଋଷିକୁଲ୍ୟା ବଞ୍ଚତ୍ଲେ ହିଁ ଜିଲାର ସମସ୍ତ କେନାଲ ଓ ନାଳ ବଞ୍ଚତ୍ପାରିବ। ଋଷିକୁଲ୍ୟା…