ଟୁଇଟର ଆକାଉଣ୍ଟରୁ ଦଳୀୟ ଚିହ୍ନ ହଟାଇଲେ ଅଜିତ ପାୱାର

ମୁମ୍ବାଇ: ଏନସିପି ନେତା ଅଜିତ ପାୱାର ଭାଜପାରେ ଯୋଗ ଦେବା ନେଇ ରାଜନୀତି ମହଲରେ ଜୋରଦାର ଚର୍ଚ୍ଚା କରାଯାଉଛି। ଏହି ସମୟରେ ଅଜିତ ପାୱାର ତାଙ୍କ ଟୁଇଟର…

ସମଲିଙ୍ଗୀ ବିବାହ ମାମଲା ଶୁଣାଣି ଆରମ୍ଭ: ସମାଜରେ ସ୍ବୀକୃତି ମିଳିଛି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮।୪: ସମଲିଙ୍ଗୀ ବିବାହର ଆଇନଗତ ସ୍ବୀକୃତି ଦାବିର ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ମୁଖ୍ୟ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡଙ୍କ ଅଧ୍ୟକ୍ଷତାରେ ଏହି ବେଞ୍ଚ…

ନିଖୋଜ ହେବାର ଅଭିଯୋଗ ପରେ ମୁକୁଲ ରୟଙ୍କ ଆସିଲା ପ୍ରତିକ୍ରିୟା, କହିଲେ ମୁଁ ଦିଲ୍ଲୀରେ ଅଛି…

ନୂଆଦିଲ୍ଲୀ,୧୮।୪: ବରିଷ୍ଠ ଟିଏମ୍‌ସି ନେତା ମୁକୁଲ ରୟଙ୍କ ନିଖୋଜ ହେବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ମୁକୁଲ ରୟଙ୍କ ପୁଅ ଶୁଭ୍ରାଂଶୁ ମଧ୍ୟ ସେ ନିଖୋଜ…

ଏଣିକି ମାଫିଆ କାହାକୁ ଭୟଭୀତ କରାଇପାରିବେ ନାହିଁ: ଯୋଗୀ

ଲକ୍ଷ୍ନୌ,୧୮।୪: ଅତିିକ୍‌ ଅହମ୍ମଦଙ୍କ ହତ୍ୟା ପରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଙ୍ଗଳବାର ପ୍ରଥମ ଥର ପାଇଁ ଏକ ପ୍ରାୟାଗରାଜର ସାଧାରଣ କାର୍ଯ୍ୟକ୍ରମରେ ନଜର ଆସିଛନ୍ତି। ଏହି…

ପଦା ହେଉଛି ସୁଲିଆ ସଂରକ୍ଷିତ ଜଙ୍ଗଲ

ଭବାନୀପାଟଣା,୧୮।୪(ସ୍ବ.ପ୍ର): ପରିବେଶ ସୁରକ୍ଷାରେ ଜଙ୍ଗଲର ଭୂମିକା ଅତୁଳନୀୟ। ଜଙ୍ଗଲ ଆର୍ଥିକ, ସାମାଜିକ, ଔଦ୍ୟୋଗିକ ବିକାଶରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। କିନ୍ତୁ ଦିନକୁ ଦିନ କ୍ଷୟ…

୧୯ରେ ବରଗଡ଼ ଜିଲା ବନ୍ଦ

ବରଗଡ଼ ଅଫିସ୍‌,୧୮।୪: ହନୁମାନ ଜୟନ୍ତୀ ପାଳନ ଶୋଭାଯାତ୍ରା ସମୟରେ ସମ୍ବଲପୁରରେ ହୋଇଥିବା ହିଂସାକୁ ନେଇ ବିଶ୍ୱ ହିନ୍ଦୁ ପରିଷଦ ଆସନ୍ତା ୧୯ତାରିଖରେ ବରଗଡ଼ ଜିଲା ବନ୍ଦ ଡାକରା…

ଭୁବନେଶ୍ୱରରେ ତାପମାତ୍ରା ୪୦ ଡିଗ୍ରୀ ପାର୍‌

ଭୁବନେଶ୍ୱର,୧୮।୪: ଜାରି ରହିଛି ଗ୍ରୀଷ୍ମ ପ୍ରଭାବ। ରାଜ୍ୟରେ ସକାଳ ୯ଟାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ମଙ୍ଗଳବାର ପୂର୍ବାହ୍ନ ୧୧.୩୦ ସୁଦ୍ଧା ଭୁବନେଶ୍ୱରରେ ୪୦ ଡିଗ୍ରୀ…

୩ ମହିଳାଙ୍କ ଜଣେ ସ୍ବାମୀ

ଭବାନୀପାଟଣା,୧୮।୪(ସ୍ବ.ପ୍ର): ସ୍ବାମୀ ଜଣେ, ସ୍ତ୍ରୀ ତିନୋଟି। ଫିଲ୍ମ ଷ୍ଟାଇଲରେ ପ୍ରେମ। କଥାଟି ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ଏପରି ଏକ ଘଟଣା ସାମ୍ନାକୁ ଆସିଛି କଳାହାଣ୍ଡି ଜିଲା…

ଡରାଇଲାଣି କରୋନା: ଦିଲ୍ଲୀରେ ପ୍ରତି ୧୦୦ଟେଷ୍ଟରେ ୩୨ସଂକ୍ରମିତ

ନୂଆଦିଲ୍ଲୀ,୧୮।୪: ଦେଶରେ କରୋନା ସଂକ୍ରମଣ ପୁଣି ବଢ଼ିବାରେ ଲାଗିଛି। ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ ଅନୁଯାୟୀ ଗତ ୨୪ ଘଣ୍ଟାରେ ସାରା ଦେଶରେ ୭,୬୩୩ ନୂଆ…

ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ ଜେଲଦଣ୍ଡ

ଭୁବନେଶ୍ୱର,୧୮।୪ (ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ଥାନା ଅନ୍ତର୍ଗତ ଦେଉଳିଧରପୁର ପଞ୍ଚାୟତ ଅଭୟମୁଖୀ କଣ୍ଟାସାହିରେ ସ୍ତ୍ରୀଙ୍କୁ କଟୁରିରେ ହାଣି ହତ୍ୟା ଓ ଝିଅଙ୍କୁ ଗୁରୁତର କରିବା ମାମଲାରେ…