ବିଦ୍ୟାଳୟ ଶ୍ରେଣୀଗୃହରୁ ଖସିଲା ଓରା

ଗୋପ,୧୮।୪(ଡି.ଏନ୍‌.ଏ.): ପୁରୀ ଜିଲାର ସର୍ବପୁରାତନ ବିଦ୍ୟାଳୟ ମଧ୍ୟରେ ରହିଛି ଗୋପର ନିଗମାନନ୍ଦ ସ୍ମାର୍ଟ ସ୍କୁଲ। ଏହି ପୁରାତନ ବିଦ୍ୟାଳୟରେ ସପ୍ତାହ ତଳେ ଏକ ଶ୍ରେଣୀଗୃହର ଆଜବେଷ୍ଟସରେ ଲାଗି…

ଟାଟୁରେ ଭର୍ତ୍ତି ଶିକ୍ଷକଙ୍କ ଶରୀର

ପ୍ୟାରିସ: ଆମେ ଶିକ୍ଷକଙ୍କୁ ସବୁବେଳେ ସରଳ ମଣିଷ ଭାବେ ଦେଖିବାକୁ ପାଇଥାଉ। ତାଙ୍କ ଆସନ ସର୍ବଦା ବହୁ ଊର୍ଦ୍ଧ୍ୱରେ ରହିଥାଏ। ସେମାନେ ନିଜ ଚାଲିଚଳନ, ବେଶଭୂଷାକୁ ସାଧାରଣ…

ଆମେରିକାରେ ଚାଲୁଥିଲା ଚାଇନାର ସିକ୍ରେଟ ପୋଲିସ ଷ୍ଟେଶନ, ୨ ଜଣ ଗିରଫ

ଓ୍ବାଶିଂଟନ,୧୮।୪: ଆମେରିକାର ଅଧିକାରୀମାନେ ନ୍ୟୁୟର୍କ ସହରରେ ୨ ଜଣ ଚାଇନା ମୂଳବାସିନ୍ଦ ଆମେରିକା ନାଗରିକଙ୍କୁ ଗିରଫ କରିଛନ୍ତି। ଆମେରିକାରେ ସିକ୍ରେଟ ପୋଲିସ ଷ୍ଟେଶନ ମାଧ୍ୟମରେ ଏମାନେ ଆମେରିକାରେ…

ଚନ୍ଦ୍ରଭାଗାରେ ପାନୀୟଜଳ ଟ୍ୟାପ୍‌ ଅଚଳ

କୋଣାର୍କ,୧୮।୪(ଡି.ଏନ୍‌.ଏ.): ଚନ୍ଦ୍ରଭାଗାଠାରେ ପର୍ଯ୍ୟଟକ, ପଥଚାରୀ ଓ ଜନସାଧାରଣଙ୍କ ନିମନ୍ତେ ଓ୍ବାଟ୍‌କୋ ପକ୍ଷରୁ ନିର୍ମିତ ପାନୀୟଜଳ ଟ୍ୟାପ୍‌ ଅଚଳାବସ୍ଥାରେ ପଡ଼ିଛି। ଏଥିଯୋଗୁ ଏଠାକୁ ଆସୁଥିବା ଲୋକେ ପାନୀୟଜଳ ନ…

ତୃତୀୟ ଦିନରେ ସୁଦାନ ବିଦ୍ରୋହ: ୯୭ ନାଗରିକ ମୃତ

ଖାର୍ଟୋମ, ୧୮।୪: ସୁଦାନ ରାଜଧାନୀ ଖାର୍ଟୋମ୍‌ରେ ସେନା ଓ ଶକ୍ତିଶାଳୀ ବିଦ୍ରୋହୀ ସଙ୍ଗଠନ ମଧ୍ୟରେ ସଂଘର୍ଷ ସୋମବାର ତୃତୀୟ ଦିନରେ ପହଞ୍ଚିଛି। ଏଥିରେ ଅନୂ୍ୟନ ୯୭ ସାଧାରଣ…

ମିଳିଳାନି ଟିକେଟ୍‌, ଅସନ୍ତୋଷ ପ୍ରକାଶ କଲେ ରାମଦାସ

ବେଙ୍ଗାଲୁରୁ,୧୮।୪: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ତିନୋଟି ତାଲିକାରେ ଭାଜପା ୨୨୨ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଦଳରେ ଅସନ୍ତୋଷ ଓ ବିଦ୍ରୋହ ମଧ୍ୟରେ ତିନିଜଣ ବରିଷ୍ଠ…

ଅଦାଲତ ଅବମାନନା ମାମଲା ବନ୍ଦ ହେବନି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮।୪: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ଦାବିରେ ଧର୍ମଘଟ ଓ ପିକେଟିଂରେ ସାମିଲ ହୋଇଥିବା ଓକିଲମାନଙ୍କ ବିରୋଧରେ ଅଦାଲତ ଅବମାନନା ବିଚାର ପ୍ରକ୍ରିୟା ବନ୍ଦ କରିବାକୁ…

ଜୟଆଲୁକ୍କାସର କ୍ୟାଶବ୍ୟାକ ସେଲିବ୍ରେଶନ

ନୂଆଦିଲ୍ଲୀ,୧୮।୪: ଅନ୍ତଃରାଷ୍ଟ୍ରୀୟ ଅଳଙ୍କାର ପ୍ରତିଷ୍ଠାନ ଜୟଆଲୁକ୍କାସ ପକ୍ଷରୁ ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ଆକର୍ଷଣୀୟ କ୍ୟାଶବ୍ୟାକ ସେଲିବ୍ରେଶନ କ୍ୟାମ୍ପେନିଙ୍ଗର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି…

ଟିଏମ୍‌ସି ନେତା ମୁକୁଲ ରୟ ନିଖୋଜ, ଅଭିଯୋଗ ଆଣିଲେ ପୁଅ

କୋଲକାତା,୧୮।୪: ପୂର୍ବତନ ରେଳମନ୍ତ୍ରୀ ତଥା ବରିଷ୍ଠ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ନେତା ମୁକୁଲ ରୟ ନିଖୋଜ ହୋଇଯାଇଛନ୍ତି। ଏଭଳି ଅଭିଯୋଗ ଆଣିଛନ୍ତି ମୁକୁଲଙ୍କ ପୁଅ ଶୁଭ୍ରାଂଶୁ ରାୟ। ସେ…

ରାଉରକେଲାରେ କଲ୍ୟାଣ ଜୁଏଲର୍ସ

ଭୁବନେଶ୍ୱର,୧୮।୪: କଲ୍ୟାଣ ଜୁଏଲର୍ସର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ମଙ୍ଗଳବାର ଷ୍ଟିଲ୍‌ ସିଟି ରାଉଲକେଲାଠାରେ ଖୋଲିବାକୁ ଯାଉଛି। ବିଶେଷ କରି ରାଉରକେଲା ସହରରେ…