ପ୍ରଭୁ ନାରାୟଣ ଗୋସାଇଁଙ୍କ ସ୍ଥଳାଦେଶ ଯାତ୍ରା ଆରମ୍ଭ

ରସୁଲପୁର,୧୫।୪(ଡି.ଏନ.ଏ.):ରସୁଲପୁର ବ୍ଲକ ଅଞ୍ଚଳର ଐତିହାସିକ ସିଂହାପୁର ଯାତ୍ରା ଅବସରରେ ପ୍ରଭୁ ନାରାୟଣ ଗୋସାଇଁଙ୍କ ୩ ଦିନିଆ ସ୍ଥଳାଦେଶ ଯାତ୍ରା ମହାବିଷୁବ ସଂକ୍ରାନ୍ତି ତିଥି ଶୁକ୍ରବାରଠାରୁ ଆରମ୍ଭ ହୋଇଛି।…

ଆସନ୍ତାବର୍ଷ ବଡ଼ ଆକାରରେ ହେବ ଡବ୍ଲ୍ୟୁପିଏ୍‌ଲ

ମୁମ୍ବାଇ, ୧୫ା୪:ଆସନ୍ତାବର୍ଷ ହୋମ୍‌-ଆଓ୍ବେ ଫର୍ମାଟ ସହ ବଡ଼ ଆକାରରେ ହେବ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)। ସମ୍ଭବତଃ ଏହା ଫେବୃୟାରୀରେ ଖେଳାଯିବ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

କରୋନ: ଗୋଟିଏ ଦିନରେ ୨୭ ମୃତ, ୧୦ ହଜାରରୁ ଅଧିକ ସଂକ୍ରମିତ, ଆକ୍ଟିଭ କେଶ ୫୩ ହଜାର ଟପିଲା

ନୂଆଦିଲ୍ଲୀ,୧୫।୪: କରୋନା ସଂକ୍ରମଣ ଏବେ ବଢିବାରେ ଲାଗିଛି। ଏହାକୁ ନେଇ ଏବେ କେନ୍ଦ୍ର ଓ ରାଜ୍ୟ ସରକାର ଚିନ୍ତାରେ ପଡି ଗଲେଣି। ଗତ ୨୪ ଘଣ୍ଟାରେ ୧୦…

ସକାଳ ହେଲେ ସଙ୍କଟ

ବଇଣ୍ଡା, ୧୫ା୪ (ଡି.ଏନ.ଏ.) ରାତି ପାହିବାଠାରୁ ରାତି ହେବା ଯାଏ ପାଣି ବିନା ଜୀବନଚର୍ଯ୍ୟା ଅଚଳ। ହେଲେ ଏହି ବାସ୍ତବତାକୁ ବୁଝିପାରୁନି କିଶୋରନଗର ବ୍ଲକ ପ୍ରଶାସନ। କାରଣ…

କେନ୍ଦ୍ରୀୟ ଯୋଜନା ବୁଝାଇଲେ ଗିରିରାଜ

ଆଠମଲ୍ଲିକ, ୧୫।୪ (ଡି.ଏନ.ଏ.): କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହ ଶୁକ୍ରବାର ଅନୁଗୋଳ ଜିଲା ଆଠମଲ୍ଲିକ ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।…

ଆଉ ୪୮ ଘଣ୍ଟା ୧୪୪ ବଳବତ୍ତର

ଭଦ୍ରକ ଅଫିସ,୧୫।୪:  ଭଦ୍ରକ ରାନ୍ଦିଆସ୍ଥିତ ଫେକର କମ୍ପାନୀରେ ଗତ ମଙ୍ଗଳବାର ଫର୍ନେସ ଚାର୍ଜିଂ ବେଳେ ନିଅଁା ଲାଗି ୨ ଅପରେଟର ଗୁରୁତର ହେବା ଘଟଣାକୁ ନେଇ ସ୍ଥାନୀୟ…

କାନ୍ଥ ପଡ଼ି ଶ୍ରମିକ ମୃତ

ଛେଣ୍ଡିପଦା,୧୫।୪(ସ୍ବ.ପ୍ର.): ଅନୁଗୋଳ ଜିଲା ବାଗଡିଆ ଥାନା ଟାଙ୍ଗିରି ପଞ୍ଚାୟତର ନୂଆପଡା ଗ୍ରାମରେ ଘର କାନ୍ଥ ପଡି ଶୁକ୍ରବାର ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ନୂଆପଡା…

ଶିଂଜୋ ଆବେଙ୍କ ପରେ ଏବେ ଟାର୍ଗେଟରେ ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦା! ଭାଷଣ ଦେବା ସମୟରେ ଫିଙ୍ଗାଗଲା ପାଇପ ବମ

ଟୋକିଓ,୧୫।୪: ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କ ସଭାରେ ୧୫ ଏପ୍ରିଲ ଅର୍ଥାତ୍‌ ଶନିବାର ଏକ ବଡ ଧରଣର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ ଓ୍ବାକାୟାମା ସହରରେ ପ୍ରଧାନମନ୍ତ୍ରୀ…

ଆଜିଠୁ ରସୁଲଗଡ଼ ପ୍ରିମିୟର ଲିଗ୍‌

ଭୁବନେଶ୍ୱର, ୧୫।୪ (କ୍ରୀଡ଼ା ପ୍ରତିନିଧି): ରସୁଲଗଡ଼ ୟୁଥ୍‌ କ୍ଲବ ଆନୁକୂଲ୍ୟରେ ରସୁଲଗଡ଼ ପ୍ରିମିୟର ଲିଗ୍‌ର ୮ମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବ। ଜିଜିପି ପଡ଼ିଆରେ ପ୍ରତିଯୋଗିତା ୨୩…

ବ୍ରାହ୍ମଣୀ ନଦୀଜଳ ପ୍ରଦୂଷଣ ଅପରିବର୍ତ୍ତିତ

ଯାଜପୁର ଅଫିସ,୧୫।୪: ଶିଳ୍ପ ଯୋଗୁ ଅର୍ଥନୀତି ବିକାଶ ହୋଇପାରେ। ହେଲେ ଶିଳ୍ପରୁ ନିର୍ଗତ ଦୂଷିତ ପାଣି ଯୋଗୁ ନଦୀ ଓ ନାଳ ଜଳ ବିଷାକ୍ତ ହେବାରେ ଲାଗିଛି। ଓଡ଼ିଶାର…