ଦେଶରେ ଥମୁନାହିଁ କରୋନା ସଂକ୍ରମଣ, ନୂଆ ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ପାର

ନୂଆଦିଲ୍ଲୀ,୧୪।୪: ପୁଣି ଡରାଇ ଚାଲିଛି କରୋନା ସଂକ୍ରମଣ। ସରକାରଙ୍କଠାରୁ ଆରମ୍ଭ କରି ସାଧାରଣ ଜନତାଙ୍କ ପର୍ଯ୍ୟନ୍ତ କରୋନା ସଂକ୍ରମଣକୁ ନେଇ ଚିନ୍ତାରେ ପଡିଗଲେଣି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ଏନକାଉଣ୍ଟରରେ ଅସଦଙ୍କୁ ଲାଗିଥିଲା ୨ଟି ଗୁଳି, ଗୋଟିଏ ଛାତିରେ ଗୋଟିଏ ପିଠିରେ

ଲକ୍ଷ୍ନୌ,୧୪।୪: ଅସଦ ଏନକାଉଣ୍ଟର ମାମଲାରେ ମେଡିକାଲ ରିପୋର୍ଟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ସୂତ୍ରର ରିପୋର୍ଟ ଅନୁଯାୟୀ, ଅସଦଙ୍କୁ ୨ଟି ଗୁଳି ଲାଗିଛି। ପ୍ରଥମ ଗୁଳିଟି…

ମୋଦିଙ୍କୁ ଟାର୍ଗେଟ୍‌ କଲେ ସୋନିଆ

ନୂଆଦିଲ୍ଲୀ,୧୪।୪: କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧୀ ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ଜନ୍ମ ବାର୍ଷିକୀରେ ପୁଣି ଥରେ ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି,…

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି

  ନୂଆଦିଲ୍ଲୀ,୧୪।୪: ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ। ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,…

ଆଜି ମହାବିଷୁବ ସଂକ୍ରାନ୍ତି: ବାବା ଆଖଣ୍ଡଳମଣିଙ୍କ ପୀଠ ଉତ୍ସବ ମୁଖର

ଆରଡ଼ି,୧୪ା୪(ଡି.ଏନ୍‌.ଏ.): ଆଜି ମହାବିଷୁବ ସଂକ୍ରାନ୍ତି। ଏହି ଉପଲକ୍ଷେ ଭଦ୍ରକ ଜିଲାର ଶୈବପୀଠ ଆରଡ଼ି ଉତ୍ସବ ମୁଖର ହୋଇଉଠିଛି। ବାବା ଆଖଣ୍ଡଳମଣି ମନ୍ଦିରରେ ଏଥିଲାଗି ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି।…

ଦୁନିଆର ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ରହିଛି ଏସ୍‌.ରାଜାମୌଲୀ ଏବଂ ଶାହାରୁଖଙ୍କ ନାଁ

ନ୍ୟୁୟର୍କ,୧୪ା୪: ଫିଲ୍ମ ନିର୍ଦ୍ଦେଶକ ଏସ୍‌ ରାଜାମୌଲୀ ଏବଂ ଅଭିନେତା ଶାହାରୁଖ ଖାନ୍‌ ଦୁନିଆର ୧୦୦ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ଅଛନ୍ତି। ଟାଇମ୍‌ ମାଗାଜିନ୨୦୨୩ ପାଇଁ ଉଭୟଙ୍କ ନାମକୁ…

ରାଜ୍ୟରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ କରୋନାରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କ ଗୁରୁବାର ମୃତ୍ୟୁ ଘଟିଛି। ସେ କରୋନା ପଜିଟିଭ ଚିହ୍ନଟ ହେବା ପରେ ବୁଧବାର କ୍ୟାପିଟାଲ ହସ୍ପିଟାଲରୁ କଟକ…

ଆଜି ପଶ୍ଚିମବଙ୍ଗ ଯିବେ ଅମିତ ଶାହା

ନୂଆଦିଲ୍ଲୀ,୧୪।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଠାରୁ ତିନି ଦିନ ପାଇଁ ୪ଟି ରାଜ୍ୟ ଗସ୍ତ କରିବେ। ଭାରତୀୟ ଜନତା ପାର୍ଟି (ଭାଜପା) ର…

ଆଜି ଇଡେନ ଗାର୍ଡେନ୍ସରେ ମୁହଁମୁହିଁ ହେବେ ନାଇଟ୍‌ ରାଇଡର୍ସ-ସନ୍‌ରାଇଜର୍ସ

କୋଲକାତା,୧୪।୪: ଆଇପିଏଲ ସିରିଜ ୧୬ର ୧୯ତମ ମ୍ୟାଚରେ ଶୁକ୍ରବାର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) କୋଲକାତାର ଇଡେନ ଗାର୍ଡେନ୍ସରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ ଭେଟିବ। କେକେଆର୍‌: ଜେସନ ରୟ,…

୬ଦିନ ହେଲା ବିଏସ୍‌ଏନ୍‌ଏଲ୍‌ ନେଟୱର୍କ ନାହିଁ

ଲାଞ୍ଜିଗଡ,୧୪।୪(ଡି.ଏନ.ଏ.): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଏକ ଶିଳ୍ପାଞ୍ଚଳ ହୋଇଥିବା ବେଳେ ଅନେକ ଲୋକ ବିଭିନ୍ନ ପ୍ରକାର ସିମ ବ୍ୟବହାର କରିଥାନ୍ତି। ସେ ମଧ୍ୟରୁ ବିଏସ୍‌ଏନ୍‌ଏଲ୍‌ (ଭାରତ ସଞ୍ଚାର…