ରାଷ୍ଟ୍ରପତିଙ୍କ ଗ୍ରାମରେ ମିଶନ ‘ସୌରାୟଣ’ର ଶୁଭାରମ୍ଭ

ବାରିପଦା ଅଫିସ,୧୪।୪: ମୟୂରଭଞ୍ଜ ଜିଲା କୁସୁମୀ ବ୍ଲକ୍‌ ବାଦାମପାହାଡ଼ସ୍ଥିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ସମୃଦ୍ଧ ଏସ୍‌ଏଲ୍‌ଏସ୍‌ ସ୍ମାରକୀ ଆବାସିକ ବିଦ୍ୟାଳୟରେ ଅଭିଳାଷପୂର୍ଣ୍ଣ ମିଶନ ‘ସୌରାୟଣ’ର ଶୁଭାରମ୍ଭ…

ମନ୍ତ୍ରୀଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ଭୁବନେଶ୍ୱର,୧୪ା୪ (ବ୍ୟୁରୋ): ଶାସକ ଦଳର ଜଣେ ମନ୍ତ୍ରୀଙ୍କ ନାଁରେ ବଳାତ୍କାର ଅଭିଯୋଗ ଆସିଛି। ଭୁବନେଶ୍ୱର ମହିଳା ଥାନାରେ ନିଜ ଦଳର ଜଣେ ନେତ୍ରୀ ଗୁରୁବାର ମନ୍ତ୍ରୀଙ୍କ ବିରୋଧରେ…

ଦୀର୍ଘବର୍ଷ ଧରି ଏମିତି ପ୍ରଣାଳୀରେ ସତେଜ ରହୁଥିଲା ଅଙ୍ଗୁର, ଭିଡିଓ ଦେଖିଲେ…

ଆଜିର ସମୟରେ ଲୋକମାନେ ଭାବନ୍ତି ସେମାନେ ମହାନ ଉଦ୍ଭାବନ କରି ବଡ଼ ସଫଳତା ହାସଲ କରିଛନ୍ତି। କିନ୍ତୁ ଏକଥା ସତ ଯେ, ପ୍ରାଚୀନ କାଳର ଲୋକମାନେ ଆଜିର…

ଭତ୍ତା ଟଙ୍କା ହଡ଼ପ ଅଭିଯୋଗ

କୋକସରା,୧୩।୪(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଷ୍ଟେଟବ୍ୟାଙ୍କ ମୁଖ୍ୟ ଶାଖା ସହ ଅନୁବନ୍ଧିତ ବ୍ଲକର ଡାଲଗୁମାଠାରେ ଥିବା ସିଏସପି ଶାଖାରେ ବୃଦ୍ଧା ସତିଦେଈ ଚନ୍ଦନ (୮୦) ହିତାଧିକାରୀଙ୍କ ବାର୍ଦ୍ଧକ୍ୟ…

ଶେଷ ଓଭରରେ ଜିତିଲା ଗୁଜରାଟ

ମୋହାଲି,୧୩।୪: ମୋହାଲି ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇ.ଏସ୍‌. ବିନ୍ଦ୍ରା ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ର ୧୮ତମ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ୬ ଉଇକେଟରେ ବିଜୟୀ ହୋଇଛି। ପଞ୍ଜାବ…

ନିର୍ଦ୍ଦେଶକୁ ବେଖାତିର: ଛୁଟିରେ ବାଳିକା ଉଚ୍ଚବିଦ୍ୟାଳୟର ବାର୍ଷିକୋତ୍ସବ

ବରପାଲି,୧୩।୪(ଡି.ଏନ.ଏ.): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସ୍କୁଲଗୁଡିକୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ସରକାରଙ୍କ…

ଜାଳେଣି କାଠ ଆଣିବାକୁ ଯାଇ ଫେରି ନ ଥିଲେ

ନୂଆପଡ଼ା ଅଫିସ,୧୩।୪: ଗତ କିଛିଦିନ ହେବ ଓଡ଼ିଶାରେ ପାରଦ ଉପରମୁହାଁ ରହିଛି। ପ୍ରଚଣ୍ଡ ଖରାରେ ଦେହମୁଣ୍ଡ ଜଳିପୋଡ଼ି ଯାଉଛି। ଏଭଳି ସ୍ଥିତିରେ ନୂଆପଡ଼ା ଜିଲା ସଦର ବ୍ଲକ…

ଗୁଜରାଟ ଆଗରେ ୧୫୪ ରନ୍‌ର ଟାର୍ଗେଟ୍‌

ମୋହାଲି,୧୩।୪: ମୋହାଲି ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇ.ଏସ୍‌. ବିନ୍ଦ୍ରା ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍‌ର ୧୮ତମ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି…

ନିଆଁ ଲାଗି ଜଳିଗଲା ଘର

ବାଲିଗୁଡ଼ା,୧୩।୪(ଡି.ଏନ୍‌.ଏ.): ଘରେ ନିଆଁ ଲାଗି ପିଲାଙ୍କ ସାର୍ଟିଫିକେଟ, ଆସବାବପତ୍ର, ସୁନା, ରୁପା, ନଗଦ ଦୁଇ ଲକ୍ଷ ଟଙ୍କା ଜଳିପୋଡ଼ି ପାଉଁଶ ହୋଇଯାଇଛି। ଏଭଳି ଏକ ଘଟଣା ଘଟିଛି…

ବଢ଼ିଲା ହରିଶ୍ଚନ୍ଦ୍ର ସହାୟତା ରାଶି

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟ ସରକାର ହରିଶ୍ଚନ୍ଦ୍ର ସହାୟତା ରାଶି ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି ସହାୟତା ଗ୍ରାମାଞ୍ଚଳ ପାଇଁ ୨ ହଜାରରୁ ୩ ହଜାର…