ୟୁପି ପୋଲିସକୁ ବଡ ସଫଳତା, ଏନକାଉଣ୍ଟରରେ ଅତିକଙ୍କ ପୁଅ ଅସଦ ମୃତ

ଲକ୍ଷ୍ନୌ,୧୩।୪: ଉମେଶ ପାଲ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଅତିକ ଅହମଦଙ୍କ ପୁଅ ଅସଦ ଅହମ୍ମଦ ଉତ୍ତର ପ୍ରଦେଶ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ଏହାସହ ତାଙ୍କ ସହଯୋଗୀ…

ଛାତ୍ରୀଙ୍କୁ ଅପହରଣ ସହ ବଳାତ୍କାର ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୩ା୪: ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ପ୍ରଭାତ କୁମାର ରାଜଗୁରୁ ଜନୈକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ପ୍ରମାଣ ଅଭାବରୁ…

ଏନଡିଏରେ ସାମିଲ ହେବାର ପ୍ରଶ୍ନ ଉଠୁନାହିଁ: ଶାହାଙ୍କୁ ଭେଟିବା ପରେ କହିଲେ ମାଝିଂ…

ନୂଆଦିଲ୍ଲୀ,୧୩।୪ : ବିହାର ରାଜନୀତିରେ ଉତ୍ତେଜନା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବିହାରର ପୂର୍ବତନ ସିଏମ ଜିତନ ରାମ ମାଝିିଂ ଗୁରୁବାର କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ…

ଗଣ୍ଡା ସଂଖ୍ୟା ବଢ଼ାଇ ଦର୍ଶାଯାଇଥିବା ଅଭିଯୋଗ…

ଗୁଆହାଟୀ,୧୩।୪ : ଆସାମ ବନ ବିଭାଗ କେନ୍ଦ୍ର ସରକାରଙ୍କୁ ଏକ ଚିଠି ଲେଖିଛି। ଚିଠିରେ ବନ ବିଭାଗ ଜଣେ ଆରଟିଆଇ କାର୍ଯ୍ୟକର୍ତ୍ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି।…

ଭାରତୀୟ ରାଜନୀତିର ନଟଓ୍ବରଲାଲ ଲାଲୁ-ରାହୁଲଙ୍କୁ ଅନୁସରଣ କରୁଛନ୍ତି: କେଜରିଓ୍ବାଲଙ୍କୁ ନେଇ ଭାଜପାର କଟାକ୍ଷ…

ନୂଆଦିଲ୍ଲୀ,୧୩।୪ : ଭାରତୀୟ ରାଜନୀତିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ନଟଓ୍ବରଲାଲ ସାଜିଛନ୍ତି। ସେ ଲାଲୁ ପ୍ରସାଦ ଯାଦବ ଏବଂ ରାହୁଲ ଗାନ୍ଧୀଙ୍କୁ ଅନୁସରଣ କରୁଥିବା ନେଇ…

ସୁପ୍ରିମ୍‌କୋର୍ଟରେ କର୍ନାଟକ ମୁସଲମାନଙ୍କ ପାଇଁ ୪ ପ୍ରତିଶତ ଓବିସି ସଂରକ୍ଷଣ ରଦ୍ଦ କରିବା ମାମଲା…

ନୂଆଦିଲ୍ଲୀ,୧୩।୪ : କର୍ନାଟକ ସରକାରଙ୍କ ଦ୍ୱାରା ମୁସଲମାନମାନଙ୍କ ପାଇଁ ୪ ପ୍ରତିଶତ ଓବିସି ସଂରକ୍ଷଣକୁ ରଦ୍ଦ କରିବା ପ୍ରସଙ୍ଗ ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଏକ ମୁସଲମାନ ସଂଗଠନ…

ବିବିସି ବିରୋଧରେ ଫେମା ମାମଲା ରୁଜୁ କଲା ଇଡି…

ନୂଆଦିଲ୍ଲୀ,୧୩।୪ : ଖବର ପ୍ରସାରଣକାରୀ ବିବିସି ଇଣ୍ଡିଆର ଅସୁବିଧା ବଢ଼ିବାରେ ଲାଗିଛି। ବିଦେଶୀ ପାଣ୍ଠି ମାମଲାରେ ବିବିସି ଇଣ୍ଡିଆ ବିରୋଧରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ପ୍ରଥମ ଥର ପରଦାରେ ରୋମାନ୍ସ କରିବେ ବିକି-ସାରା

  ମୁମ୍ବାଇ: ବଲିଉଡ ଅଭିନେତା ବିକି କୌଶଲ ଏବଂ ସାରା ଅଲି ଖାନ ପ୍ରଥମ ଥର ଅନସ୍କ୍ରିନରେ ରୋମାନ୍ସ କରୁଥିବା ନଜର ଆସିବେ। ଶେଷରେ ତାଙ୍କ ଫିଲ୍ମର…

କେଣ୍ଟୁକି ବ୍ୟାଙ୍କ ଫାୟରିଂ ସମୟରେ ୯୧୧କୁ କଲ କରି ଲୋକେ ବଖାଣିଥିଲେ ଭୟ, ଗୁଳିକାଣ୍ଡରେ ୫ ମୃତ

ଲୁଇସଭିଲେ,୧୩।୪: ଆମେରିକାର ଟେକ୍ସାସ ଅଞ୍ଚଳରେ ଲୁଇସଭିଲେ ସହରରେ ଥିବା ଏକ ବ୍ୟାଙ୍କ ବିଲଡିଂରେ ମଙ୍ଗଳବାର ହୋଇଥିବା ଗୁଳିକାଣ୍ଡରେ କେତେଜଣ ହତାହତ ହୋଇଛନ୍ତି। ହଠାତ୍‌ କେତେଜଣ ଆକ୍ରମଣକାରୀ ବ୍ୟାଙ୍କ…

ବେଆଇନ କୋଇଲା ଖନନ ରୋକିବା ପାଇଁ ୧୦ କମ୍ପାନୀ ସିଆଇଏସଏଫ ମୁତୟନ କରନ୍ତୁ କେନ୍ଦ୍ର ସରକାର: ହାଇକୋର୍ଟ…

ଶିଲଂ,୧୩।୪ : ବେଆଇନ ଖଣି ଖନନ ଏବଂ କୋଇଲା ପରିବହନକୁ ନେଇ ମେଘାଳୟ ହାଇକୋର୍ଟ ଚିନ୍ତା ପ୍ରକଟ କରିଛନ୍ତି। ବେଆଇନ ଖଣି ଖନନ ଏବଂ କୋଇଲା ପରିବହନ…