ବିଧାନ ପରିଷଦର ୩ ଆସନ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ ଆୟୋଗ

ବେଙ୍ଗାଲୁରୁ, ୭।୬: କର୍ନାଟକ ବିଧାନ ପରିଷଦର ୩ଟି ଆସନ ପାଇଁ ନିର୍ବାଚନ ଆୟୋଗ ମଙ୍ଗଳବାର ତାରିଖ ଘୋଷଣା କରିଛନ୍ତି। ଏହି ଆସନଗୁଡିକ ପାଇଁ ଜୁନ ୩୦ରେ ମତଦାନ…

ଓଡ଼ିଶା ଟ୍ରେନ ଦୁର୍ଘଟଣାକୁ ନେଇ ରାଜନୈତିକ ଫାଇଦା ଉଠାଇବାକୁ ଚେଷ୍ଟା କରୁଛନ୍ତି ବିରୋଧୀ: ହରଦୀପ ସିଂ

ନୂଆଦିଲ୍ଲୀ,୭।୬: ଓଡ଼ିଶା ଟ୍ରେନ ଦୁର୍ଘଟଣାକୁ ନେଇ ବିରୋଧୀ ଦଳ ରାଜନୈତିକ ଫାଇଦା ଉଠାଇବାକୁ ଚେଷ୍ଟା କରୁଥିବା ଅଭିଯୋଗ ଆଣିଛନ୍ତି କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂ ପୁରୀ। ସେ…

ଆଲୋଚନା ପାଇଁ ପୁନର୍ବାର କୁସ୍ତିଯୋଦ୍ଧାମାନଙ୍କୁ ନିମନ୍ତ୍ରଣ କରିଛନ୍ତି ସରକାର: ଅନୁରାଗ ଠାକୁର

ନୂଆଦିଲ୍ଲୀ, ୭।୬: ସରକାର ପୁନର୍ବାର କୁସ୍ତିଯୋଦ୍ଧାମାନଙ୍କୁ ଆଲୋଚନା ପାଇଁ ଆମନ୍ତ୍ରଣ କରିଛନ୍ତି। କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ଏହି ସୂଚନା ଦେଇଛନ୍ତି। କ୍ରୀଡ଼ା ମନ୍ତ୍ରୀ ଟୁଇଟ…

ବଜ୍ରପାତରେ ୩ ପରିବାରର ୧୦ ବଖରା ଜଳିଗଲା

ରାଜନଗର,୭ା୬(ଡି.ଏନ.ଏ.): ରାଜନଗରରେ ବର୍ଷା ପବନ ସାଙ୍ଗକୁ ବଜ୍ରପାତ ମଙ୍ଗଳବାର ଅପରାହ୍ନରେ ଆତଙ୍କ ସୃଷ୍ଟି କରିଥିଲା। ବାରମ୍ବାର ବଜ୍ରପାତ ଯୋଗୁ ଲୋକେ ଘରୁ ବାହାରି ପାରି ନ ଥିଲେ।…

ପଟ୍ଟାମୁଣ୍ଡାଇ ସହର ବାଇପାସ୍‌ ବସ୍‌ଷ୍ଟାଣ୍ଡ ପାଲଟିଛି

ପଟ୍ଟାମୁଣ୍ଡାଇ, ୭ା୬(ସ୍ବ.ପ୍ର.): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ ସବୁଠି ବିକାଶ ଲାଗି ବିଭିନ୍ନ ଯୋଜନାରେ ଅର୍ଥ ବ୍ୟୟ କରିଚାଲିଛନ୍ତି। ହେଲେ କେନ୍ଦ୍ରାପଡ଼ା ଜିଲା…

ବାଂଲାଦେଶୀ କବାଡ଼ିଆ ସଂଖ୍ୟା ବଢୁଛି

ଯାଜପୁରରୋଡ୍‌,୭ା୬(ଡି.ଏନ.ଏ.): କଳିଙ୍ଗନଗରର ମୁଖଶାଳା ଭାବେ ପରିଚିତ କ୍ରମବର୍ଦ୍ଧିଷ୍ଣୁ ଯାଜପୁର ରୋଡ୍‌ ବା ବ୍ୟାସନଗର ସହରରେ ବଢୁଛି ବାଂଲାଦେଶୀଙ୍କ ସଂଖ୍ୟା। ଫଳରେ ସହରରେ ଦିନକୁ ଦିନ ଚୋରି, ଡକାୟତି…

ବେଆଇନ ବାଲିଘାଟରେ ୧୪୪ ଧାରା ଜାରି

ଚଣ୍ଡିଖୋଲ,୭ା୬(ଡି.ଏନ.ଏ.): ଦର୍ପଣ ତହସିଲ ଅଧୀନରେ ବେଆଇନ ବାଲିଘାଟ ଚାଲିବା ନେଇ ଧରିତ୍ରୀରେ ଖବର ପ୍ରକାଶ ପରେ ମଙ୍ଗଳବାର ଭାରପ୍ରାପ୍ତ ତହସିଲଦାର ନିରଞ୍ଜନ ଗୁରୁ କେଲୁଅ ନଦୀର ବଡ଼…

ଆଳି ତଟବନ୍ଧ ଡିଭିଜନରେ ତଟାଞ୍ଚଳ ଅସୁରକ୍ଷିତ

କେନ୍ଦ୍ରାପଡ଼ା ଅଫିସ, ୭ା୬: ବନ୍ୟା, ବାତ୍ୟା, ସୁନାମି ପରି ପ୍ରାକୃତିକ ବିପର୍ଯ୍ୟୟରୁ ସୁରକ୍ଷା ପାଇଁ କେନ୍ଦ୍ରାପଡ଼ା ଜିଲାର ଆଳିଠାରେ ତଟବନ୍ଧ ଡିଭିଜନ ପ୍ରତିଷ୍ଠା ହୋଇଛି। ଆଳି ସମେତ…

ଉପଭୋକ୍ତାଙ୍କୁ ଶୋଷଣ କରାଯାଉଛି: କଂଗ୍ରେସ

ଭୁବନେଶ୍ବର, ୭ା୬(ବ୍ୟୁରୋ): ଓଡ଼ିଶାର ବିଦ୍ୟୁତ୍‌ ବିତରଣ ଦାୟିତ୍ୱରେ ଥିବା ଟାଟା ପାୱାର ଦୀର୍ଘବର୍ଷ ଧରି ରାଜ୍ୟର ଉପଭୋକ୍ତମାନଙ୍କୁ ଶୋଷଣ କରିଚାଲିଛି। ଏକଥା ରାଜ୍ୟ ସରକାରଙ୍କ ଶକ୍ତିମନ୍ତ୍ରୀ, ଶକ୍ତି…

ନିର୍ବାଚନ ପାଇଁ ହାତ ପତାଇବୁ ନାହିଁ: ଓମାର

ଶ୍ରୀନଗର, ୭ା୬(ଆଇଏଏନ୍‌ଏସ୍‌): ନିର୍ବାଚନ ଜନସାଧାରଣଙ୍କ ଅଧିକାର। ଜମ୍ମୁ-କଶ୍ମୀରରେ ନିର୍ବାଚନ କରାଇବା ପାଇଁ କାହା ପାଖରେ ହାତ ପତାଇବୁ ନାହିଁ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍‌ଫରେନ୍ସର…