ଆଳି ତଟବନ୍ଧ ଡିଭିଜନରେ ତଟାଞ୍ଚଳ ଅସୁରକ୍ଷିତ

କେନ୍ଦ୍ରାପଡ଼ା ଅଫିସ, ୭ା୬: ବନ୍ୟା, ବାତ୍ୟା, ସୁନାମି ପରି ପ୍ରାକୃତିକ ବିପର୍ଯ୍ୟୟରୁ ସୁରକ୍ଷା ପାଇଁ କେନ୍ଦ୍ରାପଡ଼ା ଜିଲାର ଆଳିଠାରେ ତଟବନ୍ଧ ଡିଭିଜନ ପ୍ରତିଷ୍ଠା ହୋଇଛି। ଆଳି ସମେତ…

ଉପଭୋକ୍ତାଙ୍କୁ ଶୋଷଣ କରାଯାଉଛି: କଂଗ୍ରେସ

ଭୁବନେଶ୍ବର, ୭ା୬(ବ୍ୟୁରୋ): ଓଡ଼ିଶାର ବିଦ୍ୟୁତ୍‌ ବିତରଣ ଦାୟିତ୍ୱରେ ଥିବା ଟାଟା ପାୱାର ଦୀର୍ଘବର୍ଷ ଧରି ରାଜ୍ୟର ଉପଭୋକ୍ତମାନଙ୍କୁ ଶୋଷଣ କରିଚାଲିଛି। ଏକଥା ରାଜ୍ୟ ସରକାରଙ୍କ ଶକ୍ତିମନ୍ତ୍ରୀ, ଶକ୍ତି…

ନିର୍ବାଚନ ପାଇଁ ହାତ ପତାଇବୁ ନାହିଁ: ଓମାର

ଶ୍ରୀନଗର, ୭ା୬(ଆଇଏଏନ୍‌ଏସ୍‌): ନିର୍ବାଚନ ଜନସାଧାରଣଙ୍କ ଅଧିକାର। ଜମ୍ମୁ-କଶ୍ମୀରରେ ନିର୍ବାଚନ କରାଇବା ପାଇଁ କାହା ପାଖରେ ହାତ ପତାଇବୁ ନାହିଁ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍‌ଫରେନ୍ସର…

ପ୍ରଧାନମନ୍ତ୍ରୀ ହେବାକୁ ଆଶା ବାନ୍ଧିଛନ୍ତି ନୀତୀଶ: ପ୍ରଶାନ୍ତ କିଶୋର

ପାଟନା,୭।୬; ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର (ପିକେ) ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ନୀତୀଶଙ୍କ ବିରୋଧୀ ଏକତାର ପଦକ୍ଷେପକୁ ନାପସନ୍ଦ କରିବା ସହ…

ନିର୍ବାଚନ ପୂର୍ବରୁ ନୂଆ ଦଳ ଗଢ଼ିପାରନ୍ତି ପାଇଲଟ୍‌

ଜୟପୁର, ୭ା୬: ରାଜସ୍ଥାନ କଂଗ୍ରେସରେ ଏକତା ରକ୍ଷା ପାଇଁ ଦଳୀୟ ନେତୃତ୍ୱ ଉଦ୍ୟମ ଚଳାଇଥିବାବେଳେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ନେତା ସଚିନ ପାଇଲଟ୍‌ ବାରମ୍ବାର ଏହାକୁ…

ସମ୍ମାନ ହାସଲ କରିଛି ଭାରତ: କୋହଲି

ଲଣ୍ଡନ, ୭ା୬ (ପି.ଟି.): ସମୟ ସହିତ ଭାରତୀୟ କ୍ରିକେଟ ଦଳ ଅଷ୍ଟ୍ରେଲିଆରେ ସମ୍ମାନ ହାସଲ କରିଛି ବୋଲି କହିଛନ୍ତି ଭାରତୀୟ ବ୍ୟାଟର ବିରାଟ କୋହଲି। ପୂର୍ବରୁ ଅଷ୍ଟ୍ରେଲିଆ…

ସେମିରେ ସାବାଲେଙ୍କା, ମୁଚୋଭା

କାକାମିଘରା, ୭ା୬ (ପି.ଟି.): ମହିଳା ଏସିଆ କପ୍‌ ଜୁନିୟର ହକିରେ ଭାରତୀୟ ଦଳ କୋରିଆ ସହିତ ପଏଣ୍ଟ ବାଣ୍ଟିଛି। ୨-୦ରେ ପଛୁଆ ରହିଥିବା ବେଳେ ଦଳ ଦୃଢ…

ଭାରତ ସାମ୍ନାରେ ଅଷ୍ଟ୍ରେଲିଆ ଚ୍ୟାଲେଞ୍ଜ

ଲଣ୍ଡନ, ୭ା୬ (ପି.ଟି.): ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଦଳ ନିର୍ଦ୍ଧାରଣ ପାଇଁ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ। ଇଂଲଣ୍ଡର ଓଭାଲରେ…

ଓଡ଼ିଶା ବାଳିକା ଦଳକୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୭।୬(କ୍ରୀଡ଼ା ପ୍ରତିନିଧି): ଇଣ୍ଡିଆନ ରଗ୍‌ବୀ ଫୁଟବଲ ୟୁନିୟନ ଓ ରଗ୍‌ବୀ ଆସୋସିଏଶନ ଅଫ୍‌ ମହାରାଷ୍ଟ୍ର ଆନୁକୂଲ୍ୟରେ ପୁଣେଠାରେ ଅନୁଷ୍ଠିତ ଜୁନିୟର ରଗ୍‌ବୀ ସେଭେନ୍ସ ପ୍ରତିଯୋଗିତାରେ ଓଡ଼ିଶା…