ଝାରସୁଗୁଡ଼ା ଉପନିର୍ବାଚନ: ତରୁଣ ପାଣ୍ଡେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ତରୁଣ ପାଣ୍ଡେଙ୍କୁ ପ୍ରାର୍ଥୀ କରିଛି। ଏନେଇ ସୋମବାର ଏଆଇସିସି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନ୍ୟପକ୍ଷେ ବିଜେଡି ଦୀପାଳି…

ଅମ୍ରିତପାଲଙ୍କ ଘନିଷ୍ଠ ସହଯୋଗୀ ପପଲପ୍ରୀତ ଗିରଫ

ଚଣ୍ଡିଗଡ,୧୦।୪: ପଞ୍ଜାବ ପୋଲିସକୁ ଏକ ବଡ ସଫଳତା ମିଳିଛି। ଖାଲିସ୍ତାନୀ ସମର୍ଥକ ଅମ୍ରିତପାଲ ସିଂଙ୍କ ଘନିଷ୍ଠ ସହଯୋଗୀ ପପଲପ୍ରୀତ ସିଂଙ୍କୁ ସୋମବାର ଗିରଫ କରାଯାଇଛି। ଅନ୍ୟପଟେ, ମାର୍ଚ୍ଚ…

ଆପତ୍ତିଜନକ ଟୁଇଟ୍‌ ମାମଲା: କୋର୍ଟରେ ବିନା ସର୍ତ୍ତରେ କ୍ଷମା ମାଗିଲେ ନିର୍ମାତା

ମୁମ୍ବାଇ: ‘ଦ କଶ୍ମୀର ଫାଇଲ୍ସ’ ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ତାଙ୍କ ଆପତ୍ତିଜନକ ଟୁଇଟ୍‌ ପାଇଁ ଦିଲ୍ଲୀ ହାଇକୋର୍ଟରେ ସୋମବାର ବିନା ସର୍ତ୍ତରେ କ୍ଷମା ମାଗିଛନ୍ତି। ଏହା ପରେ…

ଆଫଗାନିସ୍ତାନରେ ୪.୧ ତୀବ୍ରତାର ଭୂକମ୍ପ

କାବୁଲ,୧୦।୪: ଆଫଗାନିସ୍ତାନର ଫୌଜାବାଦରେ ସୋମବାର ସକାଳ ପ୍ରାୟ ୮ଟା୨୩ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରେକର୍ଡ କରାଯାଇଛି। ଫୌଜାବାଦର ୮୬ କିଲୋମିଟର…

ଆଇନା ଦେଖାଇଲା ଚାଇନା: ମଣିଷଙ୍କଠାରୁ ଉତ୍ପତ୍ତି ହୋଇଛି କରୋନା

ବେଜିଂ,୧୦।୪ : କରୋନା ମହାମାରୀ ଭୂତାଣୁର ଉତ୍ପତ୍ତି ନେଇ ବିଭିନ୍ନ ଚର୍ଚ୍ଚା ହେଉଥିବାବେଳେ ଚାଇନାର ଜଣେ ବୈଜ୍ଞାନିକ ନୂଆ ଦାବି କରିଛନ୍ତି। ପୂର୍ବରୁ ଚାଇନାର ଉହାନ ଲ୍ୟାବରୁ…

ସ୍କୁଲ ଛାତ୍ରୀଙ୍କୁ ମାଗଣା ସାନିଟାରୀ  ପ୍ୟାଡ ପ୍ରଦାନ ପାଇଁ ୪ ସପ୍ତାହରେ ନୀତି ନିର୍ଣ୍ଣୟ ଲାଗି କେନ୍ଦ୍ରକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୦।୪ : ସୋମବାର ସୁପ୍ରିମକୋର୍ଟରେ ଦେଶର ବିଭିନ୍ନ ବିଦ୍ୟାଳୟରେ ୬ ରୁ ୧୨ ଶ୍ରେଣୀରେ ପଢୁiଥିବା ଛାତ୍ରୀମାନଙ୍କୁ ମାଗଣା ସାନିଟାରୀ ପ୍ୟାଡ ଯୋଗାଇଦେବା ପାଇଁ ଏକ ଆବେଦନ…

ସଲମାନଙ୍କ ସହ ରବୀନାଙ୍କର ରହିଛି ଖାସ୍‌ ସମ୍ପର୍କ, କାରଣ କହିଲେ ଅଭିନେତ୍ରୀ

ମୁମ୍ବାଇ: ଆଜିକାଲି ସଲମାନ ଖାନ୍‌ ତାଙ୍କ ଫିଲ୍ମ ‘କିସି କା ଭାଇ କିସି କି ଜାନ’କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଫିଲ୍ମର ଟାଇଟଲ ପରି ସେ ମଧ୍ୟ…

କ୍ଷମା ମାଗିଲେ ଦଲାଇ ଲାମା…

କୋଲକାତା,୧୦।୪ : ଏକ ସାର୍ବଜନୀକ ମଞ୍ଚରେ ଏକ ଛୋଟ ପିଲାକୁ ଚୁମ୍ବନ ଦେଇ ବିବାଦରେ ରହିଥିବା ବୌଦ୍ଧ ଧର୍ବଗୁରୁ ଦଲାଇ ଲାମା କ୍ଷମା ମାଗିଛନ୍ତି। ବାସ୍ତବରେ, ନିକଟରେ…

ବିମଳ କୁମାର ପଣ୍ଡା ଗଞ୍ଜାମ ଜିଲା ଯୁବ ବିଜେଡି ସାଧାରଣ ସମ୍ପାଦକ

ଛତ୍ରପୁର,୧୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଯୁବ ବିଜେଡିର ସାଧାରଣ ସମ୍ପାଦକ ହୋଇଛନ୍ତି ବିମଳ କୁମାର ପଣ୍ଡା । ସେ ପୂର୍ବରୁ ଛାତ୍ର ବିଜେଡିର ରାଜ୍ୟ ସମ୍ପାଦକ ଭାବେ ଦାୟିତ୍ୱ…

ଅଗ୍ନିପଥ ଯୋଜନାର ବୈଧତାକୁ ଚ୍ୟାଲେଞ୍ଜ କରୁଥିବା ପିଟିଶନ ଖାରଜ: ହାଇକୋର୍ଟଙ୍କ ରାୟକୁ କାଏମ ରଖିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୦।୪ : ଭାରତର ସଶସ୍ତ୍ର ବାହିନୀରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନାର ବୈଧତାକୁ ଚ୍ୟାଲେଞ୍ଜ କରି ଦାଖଳ କରାଯାଇଥିବା ଦୁଇଟି ପିଟିଶନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ଅଗ୍ନିପଥର…