ନେତାଙ୍କ ଟଙ୍କା, ମୁହଁ ଖୋଲିବାକୁ ଭୟ

ସମ୍ବଲପୁର,୧୦ା୪(ବ୍ୟୁରୋ): ଦେବଗଡ ଜିଲାରେ ଘଟିଥିବା ଏକ ମାମଲାରେ ଅଭିଯୁକ୍ତଙ୍କୁ ଧରିବା ପାଇଁ ସମ୍ବଲପୁର ଜିଲା ରେଙ୍ଗାଲି ଥାନା ପଣ୍ଡଲୋଇ ଗ୍ରାମରେ ପୋଲିସ ଟିମ୍‌ ଗତ ୬ ତାରିଖ…

ସୁଇପର ଭରସାରେ ଚାଲିଛି ରୋଗୀ ସେବା

ନୂଆପଡ଼ା ଅଫିସ,୧୦।୪: ରାଜ୍ୟ ସରକାର ଉନ୍ନତ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ବିଭିନ୍ନ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଉପାନ୍ତ…

ଖୁଣ୍ଟୁଣୀ ବନାଞ୍ଚଳରେ ଚନ୍ଦକାର ୨୪ ହାତୀଙ୍କ ଉତ୍ପାତ

ଖୁଣ୍ଟୁଣୀ,୧୦ା୪(ଡି.ଏନ୍‌.ଏ.): ଚନ୍ଦକା ଜଙ୍ଗଲରୁ ଆସିଥିବା ୨୪ ଟିକିଆ ହାତୀପଲ କିଛିଦିନ ହେବ ଖୁଣ୍ଟୁଣୀ ବନାଞ୍ଚଳରେ ପ୍ରବେଶ କରିଛିି। ଏହାକୁ ନେଇ ଧାନ ଓ ପରିବା ଫସଲ କରିଥିବା…

ଖାଲଖମା ଭର୍ତ୍ତି କରୁଛନ୍ତି ଲୋକେ, ପ୍ରଶାସନ ନୀରବ

ପାରଳାଖେମୁଣ୍ଡି,୧୦ା୪(ଡି.ଏନ୍‌.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ରାସ୍ତାଘାଟ ଅବସ୍ଥା କଦର୍ଯ୍ୟ ହୋଇପଡିଥିବା ବେଳେ ଖାଲଖମା ସୃଷ୍ଟି ହେଉଛି। ହେଲେ ପ୍ରଶାସନ ତଥା ବିଭାଗୀୟ କର୍ତ୍ତୃପକ୍ଷ…

ନିମ୍ନମାନର ରାସ୍ତା କାମ ଅଭିଯୋଗ

ଖଡ଼ିଆଳ,୧୦।୪(ଡି.ଏନ.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ବିରିଘାଟ ଗ୍ରାମ ପଞ୍ଚାୟତ କୁଶମାଲ ଗ୍ରାମ ମାଲିମୁଢ଼ିଆ ପଡାକୁ ହେଉଥିବା ରାସ୍ତା କାର୍ଯ୍ୟ ବିନା ସୂଚନା ଫଳକରେ ନିମ୍ନମାନର…

ଅବ୍ୟବସ୍ଥାରେ କେରେଡାଙ୍ଗ ଉଚ୍ଚ ବିଦ୍ୟାଳୟ

ନୂଆଗଡ଼,୧୦ା୪: ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ସହ ଛାତ୍ରୀଛାତ୍ରମାନଙ୍କୁ ଉନ୍ନତ ମାନର ପାଠପଢା ସହିତ ଅନ୍ୟାନ୍ୟ ଜ୍ଞାନକୌଶଳର ଅଭିବୃଦ୍ଧି ପାଇଁ ବିଦ୍ୟାଳୟଗୁଡିକର ରୂପାନ୍ତରଣ କାର୍ଯ୍ୟ…

ନକଲି ସ୍କୁଲ ଲିଭିଂ ସାର୍ଟିଫିକେଟ ଦେଇ ଅଙ୍ଗନଓ୍ବାଡି ଚାକିରି

ଭବାନୀପାଟଣା,୧୦।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଦେପୁର ସେକ୍ଟର ଅଧୀନ ଉପକାଭଟ୍ଟାର ଅଙ୍ଗନଓ୍ବାଡ଼ି କର୍ମୀ ଝୁନୁପମା ଶତପଥୀ ନକଲି ସ୍କୁଲ ଲିଭିଂ ସାର୍ଟିଫିକେଟ ଦେଇ ଚାକିରି କରିଥିବା…

୨୫୦ରୁ ଊର୍ଦ୍ଧ୍ୱ ବେଆଇନ ପାଥୋଲାଜି

ନୟାଗଡ଼ ଅଫିସ,୧୦।୪: ନୟାଗଡ଼ ଜିଲାରେ ଛତୁ ଫୁଟିଲା ଭଳି ବେଆଇନ ପାଥୋଲୋଜି ଚାଲିଛି। ଜିଲାରେ ମାତ୍ର ୧୫ଟି ପାଥୋଲୋଜିକୁ ଲାଇସେନ୍ସ ମିଳିଛି। ହେଲେ ୨୫୦ରୁ ଊର୍ଦ୍ଧ୍ୱ ବେଆଇନ…

କଳାହାଣ୍ଡିରେ ବଲାଙ୍ଗୀର ନକଲି ସାର୍ଟିଫିକେଟ ଲିଙ୍କ୍‌

ଭବାନୀପାଟଣା,୧୦।୪(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ବଲାଙ୍ଗୀର ନକଲି ସାର୍ଟିଫିକେଟ ଲିଙ୍କ୍‌ ଥିବା ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି। ବଲାଙ୍ଗୀର ଘଟଣାର ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ରଙ୍କ ସହିତ…

ସହାୟତା ଅପେକ୍ଷାରେ ପକ୍ଷାଘାତ ପୀଡ଼ିତ ଦମ୍ପତି

ପୋଲସରା,୧୦ା୪: ଗରିବ ଅସହାୟ ଲୋକଙ୍କ ପାଇଁ ବିଭିନ୍ନ ଯୋଜନା କରି ବାଃ ବାଃ ନେଉଛନ୍ତି ରାଜ୍ୟ ସରକାର। ହେଲେ ସ୍ବାସ୍ଥ୍ୟ ସେବାରୁ ବଞ୍ଚିତ ହୋଉଛନ୍ତି ମଦନଙ୍କ ପରିବାର।…