ପ୍ଲାଷ୍ଟୋର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୨।୬: ଦେଶର ପ୍ରମୁଖ ପ୍ଲାଷ୍ଟିକ ସାମଗ୍ରୀ ଉତ୍ପାନକାରୀ ବ୍ରାଣ୍ଡ୍‌ ପ୍ଲାଷ୍ଟୋର ନୂତନ ଉତ୍ପାଦ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଦେଶର ପ୍ରଥମ ଉତ୍ପାଦନକାରୀ ବ୍ରାଣ୍ଡ୍‌ ଭାବେ ପ୍ଲାଷ୍ଟୋ…

ବାସୁଦେବପୁର ସହରରୁ ଜବରଦଖଲ ଉଚ୍ଛେଦ

ବାସୁଦେବପୁର,୨।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ସହର ମଧ୍ୟରେ ମୁଖ୍ୟରାସ୍ତାର ଦୁଇପାର୍ଶ୍ୱରେ ଜବରଦଖଲ ନେଇ ଅସନ୍ତୋଷ ବୃଦ୍ଧି ପାଉଥିବା ବେଳେ ଏହା ପ୍ରଶାସନର ମୁଣ୍ଡବ୍ୟଥାର କାରଣ ହୋଇଥିଲା। ଦିନକୁ…

ଆର୍‌ବିଆଇ ପକ୍ଷରୁ ବ୍ଲକସ୍ତରୀୟ କୁଇଜ ପ୍ରତିଯୋଗିତା

ଭୁବନେଶ୍ୱର,୨।୬: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ବାଲେଶ୍ୱର ଜିଲାରେ ବ୍ଲକ ସ୍ତରୀୟ ସର୍ବଭାରତୀୟ ଆର୍ଥିକ ସାକ୍ଷରତା କୁଇଜ ପ୍ରତିଯୋଗିତା ନିକଟରେ ଖଇରା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ…

ବୁଲୁଛି ଗୋଠଛଡ଼ା ଦନ୍ତା, ଲୋକେ ଆତଙ୍କିତ

ପାଟଣା,୨।୬ (ସ୍ବ.ପ୍ର.)-: କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ୍‌ରୁ ଏକ ଗୋଠଛଡ଼ା ଦନ୍ତା ପାଟଣା ରେଞ୍ଜ୍‌କୁ ଆସି ଆତଙ୍କ ଖେଳାଇଛି। ଏହି ଦନ୍ତା ହାତୀ ପାଟଣା ରେଞ୍ଜ୍‌ର ବାରିଗାଁ,…

ଖସିଲା କମର୍ସିଆଲ ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୨।୬: ଗତ କିଛି ମାସ ହେବ କ୍ରମାଗତ ଭାବେ କମର୍ସିଆଲ ଗ୍ୟାସ୍‌ ଦର ହ୍ରାସ ପାଉଥିବାବେଳେ ଘରୋଇ ଗ୍ୟାସ୍‌ ମୂଲ୍ୟ ସ୍ଥିର ରହିଛି। ଏପରିକି ୨୦୨୩-୨୪ ଆର୍ଥିକ…

ରେକର୍ଡ ପରିମାଣରେ ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୬: ଚଳିତ ଆର୍ଥିକ ବର୍ଷର ୨ୟ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ହୋଇଛି ବୋଲି ଗୁରୁବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ…

ରାସ୍ତା ନିର୍ମାଣ ପାଇଁ ୨ ବିଭାଗ ଟଣାଓଟରା

ଖଇରା,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଓ ସିମୁଳିଆ ୨ ବ୍ଲକକୁ ସଂଯୋଗ କରୁଥିବା ଓଝାପୋଖରୀ-ଅଡା ଭାୟା ସାରଡାଙ୍ଗ ରାସ୍ତା ନିର୍ମାଣକୁ ନେଇ ସରକାରଙ୍କ ୨ବିଭାଗ ମଧ୍ୟରେ ଟଣାଓଟରା…

ଶିଶୁଙ୍କ ଖାଦ୍ୟ ବର୍ଦ୍ଧିତ ଛତୁଆରେ ପ୍ରସ୍ତୁତି ତାରିଖ ନାହିଁ

ମହାକାଳପଡ଼ା,୨ା୬ (ଡି.ଏନ୍‌.ଏ.): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳଗୁଡ଼ିକରେ ଶିଶୁ ମୃତ୍ୟୁହାର ହ୍ରାସ କରିବା ପାଇଁ ବିଭିନ୍ନ ଯୋଜନାରେ ଅର୍ଥ ବ୍ୟୟ କରୁଛନ୍ତି। ଯେପରି ଶିଶୁଟିଏ…

ମହିଳା ବେଶରେ ଏସ୍‌ସିବିରୁ କଏଦୀ ଚମ୍ପଟ

କଟକ ଅଫିସ,୨ା୬: କଟକ ଏସ୍‌ସିବି ମେଡିକାଲରୁ ଗୁରୁବାର ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଛନ୍ତି। ସେ ହେଲେ ଜଗତ୍‌ସିଂହପୁର ଜିଲା ନାଉଗାଁ ଅଞ୍ଚଳର ସାଜନ ଦାସ। ଏ…

ମଞ୍ଚରେ ପଡ଼ିଗଲେ ବାଇଡେନ

ଓ୍ବାଶିଂଟନ,୨ା୬: ଆମେରିକାର ବାୟୁସେନା ଏକାଡେମୀରେ ଏକ କାର୍ଯ୍ୟକ୍ରମ ଚାଲିଥିବା ସମୟରେ ରାଷ୍ଟ୍ରପତି ଜୋ ବାଇଡେନ ମଞ୍ଚରେ ପଡ଼ିଗଲେ। ତେବେ ପଡ଼ିବାର କିଛି ସମୟ ପରେ ତାଙ୍କୁ ସୁରକ୍ଷା…