ସିଏମ୍‌ସି ମେୟର, କମିଶନରଙ୍କୁ ଘେରାଉ

କଟକ ଅଫିସ,୧।୬: କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ ଗମାଣ୍ଡିଆ ଅଞ୍ଚଳରେ ହ୍ୟୁମ୍‌ ପାଇପ୍‌ ତଳେ ଚାପି ହୋଇ ଛାତ୍ରୀ ଏନ୍‌. ମୋହିନିଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା…

ମଡେଲଙ୍କୁ ବଳାତ୍କାର

ମୁମ୍ବାଇ,୧ା୬: ଜଣେ ମଡେଲଙ୍କୁ ବଳାତ୍କାର କରିବା ଅଭିଯୋଗରେ ମୁମ୍ବାଇ ପୋଲିସ ଜଣେ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରିଛି। ମୁମ୍ବାଇରେ ରହୁଥିବା ୨୩ ବର୍ଷୀୟା ମଡେଲଙ୍କୁ ଅଭିଯୁକ୍ତ…

କମିଲା ଯୁକ୍ତ୨ ପାସ୍‌ ହାର

ଭୁବନେଶ୍ୱର,୧।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ ପାଇଛି। ବୁଧବାର ପୂର୍ବାହ୍ନ ୧୦ଟା ୩୦ରେ ବିଦ୍ୟାଳୟ ଓ ଗଣଶିକ୍ଷା…

ଭାରତର ଜିଡିପି ଅଭିବୃଦ୍ଧି ୭.୨କୁ ହ୍ରାସ

ନୂଆଦିଲ୍ଲୀ,୧ା୬: ଭାରତର ମୋଟ ଘରୋଇ ଉତ୍ପାଦ (ଜିଡିପି) ଅଭିବୃଦ୍ଧି ହାର ୨୦୨୨-୨୩ ବର୍ଷରେ ୭.୨%କୁ ହ୍ରାସ ପାଇଛି। ପୂର୍ବବର୍ଷ ଅର୍ଥାତ୍‌ ୨୦୨୧-୨୨ରେ ଜିଡିପି ଅଭିବୃଦ୍ଧି ୯.୧% ଥିଲା।…

ଦିଲ୍ଲୀ ପୋଲିସର ବର୍ବରତାକୁ ବିଶ୍ୱ କୁସ୍ତିଯୋଦ୍ଧା ସଂଘର ନିନ୍ଦା

ନୂଆଦିଲ୍ଲୀ,୧ା୬: ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ମୁଖ୍ୟ ବ୍ରିଜ୍‌ ଭୂଷଣ ଶରଣ ସିଂଙ୍କ ବିରୋଧରେ ମହିଳା କୁସ୍ତିଯୋଦ୍ଧାମାନେ ଆଣିଥିବା ଯୌନ ନିର୍ଯାତନା ଅଭିଯୋଗ ପ୍ରସଙ୍ଗରେ ଏବେ ବିଶ୍ୱ…

କବିତା ଲେଖୁଛି ରୋବୋ

ଲଣ୍ଡନ୍‌,୧ା୬: ଆମେକା ରୋବୋ ଫରାସୀ ଓ ଚାଇନିଜ୍‌ ସମେତ ଅନ୍ୟ ଅନେକ ଭାଷା କହିପାରେ, ନିର୍ଦ୍ୱନ୍ଦ୍ୱରେ କବିତା ଲେଖିପାରେ। ଏପରି କି ତାକୁ ଅନୁରୋଧ କଲେ ବିରାଡ଼ିର…

ଜ୍ଞାନବାପି ମାମଲା: ମସ୍‌ଜିଦ କମିଟିର ଆବେଦନ ଖାରଜ

ବାରାଣସୀ,୩୧ା୫: ଉତ୍ତରପ୍ରଦେଶ ବାରାଣସୀର ଜ୍ଞାନବାପି ମସ୍‌ଜିଦ୍‌ ମାମଲାରେ ଅଞ୍ଜୁମନ୍‌ ଇନ୍ତେଜାମିଆ ମସ୍‌ଜିଦ କମିଟିକୁ ଝଟ୍‌କା ଲାଗିଛି। ଆଲ୍ଲାହାବାଦ ହାଇକୋର୍ଟ ବୁଧବାର କମିଟିର ଆବେଦନକୁ ଖାରଜ କରିଦେଇଛନ୍ତି। ସ୍ଥାନୀୟ…

ୟୁକ୍ରେନ୍‌ର ଶେଷ ଯୁଦ୍ଧଜାହାଜ ଧ୍ୱସ୍ତ କରିଥିବା ଦାବି କଲା ରୁଷିଆ

ମସ୍କୋ,୩୧ା୫: ୟୁକ୍ରେନ୍‌ ନୌସେନାର ଶେଷ ଯୁଦ୍ଧଜାହାଜ ୟୁରି ଓଲେଫାୟାରେଙ୍କୋକୁ ରୁଷିଆ ଧ୍ୱସ୍ତ କରିଦେଇଥିବା ଦାବି କରିଛି। ଗତ ୨୯ରେ ଓଡେସାର ଦକ୍ଷିଣ ଭାଗରେ ଏହି ଯୁଦ୍ଧଜାହାଜ ଥିବାବେଳେ…

ନଦୀପଠାରୁ ମିଳିଲା ଯୁବତୀଙ୍କ ମୃତଦେହ

ରାଇଘର,୩୧।୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ଥାନା ଅଧୀନ ଦେବଗାଁ ପଞ୍ଚାୟତର କୁରବେଲା ଗ୍ରାମ ନିକଟସ୍ଥ ନଦୀ ପଠାରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ନଦୀକୁ ଗାଧେଇବାକୁ ଯାଇଥିବା…

କାମରେ ଆସୁନି ଏକ୍ସ-ରେ ମେଶିନ

କୋକସରା,୩୧ା୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାମରେ ଆସୁନି ଏକ୍ସ-ରେ ମେଶିନ। ଫଳରେ ରୋଗୀଙ୍କୁ ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା ଉପରେ ନିର୍ଭର କରିବାକୁ ପଡୁଛି।…