ପର୍ଯ୍ୟାପ୍ତ ନୁହେଁ ପଦକ୍ଷେପ

ବଇଣ୍ଡା, ୩୦ା୫ (ଡି.ଏନ.ଏ.): ସମ୍ପ୍ରସାରଣ ହେଉଛି ଜାତୀୟ ରାଜପଥ। ଗମନାଗମନର ଅଧିକ ସୁବିଧା ଦେଉଛି ରେଳପଥ। ବ୍ୟବସାୟର ବଡ଼ ପେଣ୍ଠସ୍ଥଳୀ ହୋଇଥିବାରୁ ବଇଣ୍ଡା ଛକ ସାଜିଛି ଆଠମଲ୍ଲିକ…

ଦିଲ୍ଲୀ ହାଇକୋର୍ଟରୁ ଜାମିନ ଖାରଜ ପରେ ସୁପ୍ରିମକୋର୍ଟ ଯିବେ ସିସୋଡିଆ

ନୂଆଦିଲ୍ଲୀ,୩୦।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ଆମ ଆଦମୀ ପାର୍ଟି (ଏଏପି)ନେତା ମନୀଷ ସିସୋଡିଆଙ୍କ ଜାମିନ ଆବେଦନକୁ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି।…

‘ମହିମାପୀଠର ସବୁ ଆବଶ୍ୟକତା ପୂରଣ କରାଯିବ’

ଢେଙ୍କାନାଳ ଅଫିସ,୩୦।୫: ମହିମା ଧର୍ମ ଓଡ଼ିଶାରୁ ସୃଷ୍ଟି ହୋଇଛି। ସରଳ ଜୀବନଯାପନ, ସମାନତା, ବିଶ୍ୱ କଲ୍ୟାଣ, ନିଷ୍ଠାର ସହ ସେବା କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ। ଓଡ଼ିଶା…

ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ, ମଧ୍ୟସ୍ଥ

ବରଗଡ଼ ଅଫିସ/ପଦ୍ମପୁର,୩୦।୫: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅଧୀନ ଦହିତା ରାଜସ୍ବ ନିରୀକ୍ଷକ ଦାମୋଦର ସୁନା ଏବଂ ତାଙ୍କ ସହଯୋଗୀ ତଥା ମଧ୍ୟସ୍ଥ ସୋମଦେବ ବନଛୋର ମଙ୍ଗଳବାର…

ଅଲିମ୍ପିକ ମେଡାଲକୁ ଗଙ୍ଗାରେ କରିବେ ବିସର୍ଜନ, ଆମରଣ ଅନଶନରେ ବସିବେ କୁସ୍ତିଯୋଦ୍ଧା

ନୂଆଦିଲ୍ଲୀ,୩୦।୫: ରେସଲିଂ ଫେଡେରେଶନ ମୁଖ୍ୟ ବ୍ରଜ୍‌ ଭୂଷଣ ଶରଣ ସିଂଙ୍କ ଗିରଫ ପ୍ରତିବାଦରେ କୁସ୍ତିଯୋଦ୍ଧାଙ୍କ ଆନ୍ଦୋଳନ ଜାରି ରହିଛି। ଏହି ସମୟରେ ମଙ୍ଗଳବାର କୁସ୍ତିଯୋଦ୍ଧାମାନେ ଅଲିମ୍ପିକ ମେଡାଲଙ୍କୁ…

୨ କନିଷ୍ଠ ଯନ୍ତ୍ରୀ, ସୁପରଭାଇଜର ଗିରଫ

ବ୍ରହ୍ମପୁର ଅଫିସ,୩୦ା୫: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକରେ ଏକ ବନ୍ଧକାମ ଟେଣ୍ଡର ଫାଇଲ୍‌ ପ୍ରୋସେସିଂ ଏବଂ ବନ୍ଧ ନିର୍ମାଣ କାର୍ଯ୍ୟ ଆରମ୍ଭ ପାଇଁ ଏଗ୍ରିମେଣ୍ଟ କରିବାକୁ ୧୦ହଜାର…

ମଣିପୁର ହିଂସା ମାମଲା: ଖାର୍ଗେଙ୍କ ନେତୃତ୍ୱରେ ରାଷ୍ଟ୍ରପତିଙ୍କୁ ଭେଟିଲେ କଂଗ୍ରେସ ପ୍ରତିନିଧି ଦଳ

ନୂଆଦିଲ୍ଲୀ,୩୦।୫: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ନେତୃତ୍ୱରେ କଂଗ୍ରେସ ନେତାଙ୍କ ଏକ ପ୍ରତିନିଧୀ ଦଳ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଏହି ସାକ୍ଷାତରେ ପ୍ରତିନିଧୀ ଦଳ…

ଗିରଫ ହେଲେ କରଞ୍ଜିଆ ତହସିଲଦାର

ବାରିପଦା ଅଫିସ,୩୦।୫: ମୟୂରଭଞ୍ଜ ଜିଲା କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କୁ ଭିଜିଲାନ୍ସ ଗିରଫ କରିଛି। ଏକ ଲାଞ୍ଚ କାରବାର ମାମଲାରେ ଭିଜିଲାନ୍ସ ତାଙ୍କ ବିରୋଧରେ ପ୍ରମାଣ ପାଇବା…

ଶାଶୁଘର ଚାଲିଯିବେ ପଞ୍ଚଠାକୁରାଣୀ

ପୁରୁଷୋତ୍ତମପୁର,୩୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଦ୍ୱିବାର୍ଷିକ ଠାକୁରାଣୀ ଯାତ୍ରା ମଙ୍ଗଳବାର ଶେଷ ହେଉଛି। ଏହି ଯାତ୍ରା ଗତ ୩ ତାରିଖଠାରୁ ଆରମ୍ଭ ହୋଇଥିଲା। ମା ପଞ୍ଚଠାକୁରାଣୀ ନିଜ…

ମୋଦିଙ୍କ ନେତୃତ୍ୱରେ ଦେଶ ସୁରକ୍ଷିତ: ଶାହା

ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଚଳିତ ବର୍ଷ ୯ବର୍ଷର ଶାସନ କାଳ ପୂରଣ କରିଛନ୍ତି। ଏହି ଅବସରରେ ଭାଜପା ୯ବର୍ଷର କାର୍ଯ୍ୟକାଳକୁ ସାରା…