ମାଷ୍ଟରମାଇଣ୍ଡ ଯୁବତୀଙ୍କ ସମେତ ୩ ଗିରଫ

ବ୍ରହ୍ମପୁର ଅଫିସ,୫ା୪: ବ୍ରହ୍ମପୁର ବଡବଜାର ଥାନା ଶ୍ରୀକ୍ଷେତ୍ରବିହାର ରାସ୍ତାରେ ଗତ ୨୭ ତାରିଖରେ ପି.ରାଜେଶ ରାଓଙ୍କୁ ସଂଘବଦ୍ଧ ଭାବେ ହତ୍ୟା ଉଦ୍ୟମ ହୋଇଥିଲା। ବଡବଜାର ପୋଲିସ ତଦନ୍ତ…

କଂଗ୍ରେସ ନେତାଙ୍କ ପରଲୋକ

ବାଲିଗୁଡ଼ା,୫ା୪:(ଡି.ଏନ.ଏ): ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋଟଗଡ଼ ବ୍ଲକ ପିସିସି ସଭ୍ୟ ତଥା ବରିଷ୍ଠ କଂଗ୍ରେସ ନେତା ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ(୭୭)ଙ୍କ ପରଲୋକ ହୋଇଛି। ସେ ଦୀର୍ଘ…

ଖେଳବେଳେ ଅଘଟଣ, କୂଅରେ ପଡ଼ି ଦୁଇ ଭଉଣୀ ମୃତ

ଅମରପାଲି,୫।୪(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରରେ ମଙ୍ଗଳବାର ଖେଳୁଥିବା ବେଳେ କୂଅରେ ପଡି ଦୁଇ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦେଢବର୍ଷର ସିଦ୍ଧିଶ୍ରୀ ଶତପଥୀ ଏବଂ ତିନିବର୍ଷର…

୫ ସହରରେ ପାରଦ ୩୮ ଡିଗ୍ରୀ ପାର୍‌

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜ୍ୟରେ ଝଡ଼ବର୍ଷା କମିଥିବାବେଳେ ତାପମାତ୍ରା ବଢ଼ିବା ଆରମ୍ଭ କରିଛି। ମଙ୍ଗଳବାର ୨୨ ସହରରେ ପାରଦ ସ୍ବାଭାବିକଠାରୁ ଅଧିକ ରେକର୍ଡ କରାଯାଇଥିବାବେଳେ ୫ ସହରରେ ୩୮ ଡିଗ୍ରୀ ପାର…

ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ

ପାରଳାଖେମୁଣ୍ଡି,୫ା୪(ଡି.ଏନ୍‌.ଏ.): ଗଜପତି ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲାସ୍ତରୀୟ ସଡ଼କ ସୁରକ୍ଷା…

ଜଳ ସମ୍ପଦ ବିଭାଗରେ ଯୋଗଦେଲେ ୩୬ ଭୂବିଜ୍ଞାନୀ

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ୩୬ ଜଣ ଭୂବିଜ୍ଞାନୀଙ୍କୁ ଗୀତଗୋବିନ୍ଦ ସଦନରେ ଆୟୋଜିତ ବୈଠକରେ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ସମସ୍ତେ ଜଳ ସମ୍ପଦ ବିଭାଗ ଅଧୀନ ଭୂତଳ…

ନକଲି ସାର୍ଟିଫିକେଟ ଦେଇ ଶିକ୍ଷକ ଚାକିରି

ନୀଳଗିରି, ୫ା୪(ସ୍ବ.ପ୍ର.): ରାଜ୍ୟରେ ବିଭିନ୍ନ ସ୍ଥାନରେ ଏବେ ନକଲି ସାର୍ଟିଫିକେଟ ଧର ପଗଡ଼ ଚାଲିଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରିରେ ନକଲି ସାର୍ଟିଫିକେଟ ଦେଇ ୩ଜଣ ଶିକ୍ଷୟତ୍ରୀଶିକ୍ଷକ…

ତାତିଲେ ମହିଳା, ନିଆଁରେ ମଦ ଢାଳିଲେ

ଭଦ୍ରକ ଅଫିସ, ୫ା୪: ଗାଁରେ ବେଆଇନ ମଦ ବିକ୍ରିକୁ ନେଇ ତାତିଲେ ମହିଳା। ବିକ୍ରେତାଙ୍କ କ୍ୟାବିନ ଭଙ୍ଗାରୁଜା କରିବା ସହ ଟାୟାର ଜାଳି ନିଆଁରେ ମଦ ଢାଳି…

ବୁଲେଟପ୍ରୁଫ ହେଲମେଟ ପିନ୍ଧି କୋର୍ଟରେ ପହଞ୍ଚିଲେ ଇମ୍ରାନ ଖାନ, ଭାଜପା ନେତା କଲେ ମଜାଳିଆ ଟୁଇଟ…

ନୂଆଦିଲ୍ଲୀ,୫।୪ : ପାକିସ୍ତାନ ଏକ ଗୁରୁତର ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏହା ସହିତ ରାଜନୈତିକ ଅସ୍ଥିରତା ମଧ୍ୟ ସେଠାରେ ଗୁରୁତର ହେବାରେ ଲାଗିଛି। ସମ୍ପ୍ରତି…

ଘରବାରି କିସମ ଜମିରେ ପୋଖରୀ ଖନନକୁ ବିରୋଧ

ଭଦ୍ରକ ଅଫିସ, ୫ା୪: ଘରବାରି କିସମ ଜମିରେ ବେଆଇନ ପୋଖରୀ ଖନନ ଯୋଗୁ ଘର ଭୁଶୁଡ଼ିବା ଆଶଙ୍କାରେ ପ୍ରତିବାଦ କରି ଏକ ପରିବାର ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ…