କେନାଲକୁ ଖସିଲା କାର୍‌, ଜଣେ ମୃତ

କଟକ ଅଫିସ,୨୯ା୫: କଟକ ତାଳଦଣ୍ଡା କେନାଲକୁ ସୋମବାର ଏକ କାର୍‌ ଭାରସାମ୍ୟ ହରାଇ ଖସିପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। କଲ୍ୟାଣନଗର ପାର୍ଶ୍ୱସ୍ଥ ତାଳଦଣ୍ଡା କେନାଲ ଭିତରକୁ କାର୍‌ଟି…

ଓମାନକୁ ୧୭-୦ରେ ହରାଇ ସେମିଫାଇନାଲ୍‌ରେ ଭାରତ

ସାଲାଲା(ଓମାନ),୨୯।୫: ଜୁନିୟର ଏସିଆ କପ ପୁରୁଷ ହକିରେ ରବିବାର ଭାରତ ୧୭-୦ରେ ଓମାନକୁ ପରାସ୍ତ କରି ସେମିଫାଇନାଲ୍‌ରେ ପ୍ରବେଶ କରିଛି। ଗ୍ରୁପ ପର୍ଯ୍ୟାୟରେ ଭାରତ ନିଜର ସମସ୍ତ…

ମେୟରଙ୍କ ଘର ନିକଟରେ ଅଳିଆଗଦା

ଭୁବନେଶ୍ୱର,୨୯।୫ (ବ୍ୟୁରୋ): ସହରକୁ ସ୍ବଚ୍ଛ ଓ ସୁନ୍ଦର କରି ଗଢି ତୋଳିବା ପାଇଁ ଅଣ୍ଟା ଭିଡୁଛି ବିଏମ୍‌ସି। ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ସହିତ ସ୍ଲୋଗାନ ଏବଂ ଡୋର-ଟୁ-ଡୋର…

ଭୁବନେଶ୍ୱରରେ ପଛୁଆବର୍ଗ ସର୍ବେକ୍ଷଣ ନୈରାଶ୍ୟଜନକ

ଭୁବନେଶ୍ୱର,୨୯।୫ (ବ୍ୟୁରୋ): ରାଜ୍ୟରେ ପଛୁଆବର୍ଗ ଲୋକଙ୍କ ସର୍ବେକ୍ଷଣ ଜାରି ରହିଛି। ଏହିକ୍ରମରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ବସବାସ କରୁଥିବା ପଛୁଆ ବର୍ଗ ଲୋକଙ୍କ ସାମାଜିକ…

‘ଟେରର ଫଣ୍ଡିଂ ମାମଲାରେ ହେଉ ଫାଶୀ’, ଏନଆଇଏର ଦାବିକୁ ନେଇ ୟାସିନ ମଲିକଙ୍କୁ ନୋଟିସ ଜାରି କଲେ ହାଇକୋର୍ଟ

ନୂଆଦିଲ୍ଲୀ,୨୯।୫: ଦିଲ୍ଲୀ ହାଇକୋର୍ଟ ସୋମବାର ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକଙ୍କୁ ନୋଟିସ ଜାରି କରିଛନ୍ତି। ଆତଙ୍କବାଦୀ ସଙ୍ଗଠନ ଜେକେଏଲଏଫର ନେତା ୟାସିନ ମଲିକଙ୍କୁ ଟେରର ପଣ୍ଡିଂ ମାମଲାରେ…

ଲୋଇସିଂହା ବାଳିକା ଉଚ୍ଚ ବିଦ୍ୟାଳୟ ପାଚେରି ନିର୍ମାଣ ପ୍ରସଙ୍ଗ, ଚର୍ଚ୍ଚାରେ ବେନାମୀ ଚିଠି

ଲୋଇସିଂହା,୨୯।୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବାଳିକା ଉଚ୍ଚ ବିଦ୍ୟାଳୟ ପାଚେରି ନିର୍ମାଣକୁ ନେଇ ବ୍ୟବସାୟୀ ଓ ପ୍ରଶାସନ ମଧ୍ୟରେ ପୂର୍ବରୁ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ…

ରାସ୍ତା ମରାମତି କଲେ ଗ୍ରାମବାସୀ

କୁଚିଣ୍ଡା,୨୯ା୫(ଡି.ଏନ.ଏ.): କୁଚିଣ୍ଡା ବ୍ଲକ ଅର୍ଡାବାହାଲ ପଞ୍ଚାୟତର ନାଗଡିହି-ଜୟପୁରଗଡ ଭାୟା ଲସରାଟାଙ୍ଗର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଏ ନେଇ ଗ୍ରାମବାସୀ ପଞ୍ଚାୟତରୁ ବ୍ଲକ ଓ ଜିଲା ପର୍ଯ୍ୟନ୍ତ…

ନାବାଳିକା ହତ୍ୟାକାରୀ ସାହିଲ ଗିରଫ, ୪୦ଥର ଛୁରୀ ଭୁଷି ଗର୍ଲଫ୍ରେଣ୍ଡଙ୍କୁ କରିଥିଲେ ହତ୍ୟା

ନୂଆଦିଲ୍ଲୀ,୨୯।୫: ଦିଲ୍ଲୀର ଶାହବାଦ ଡେୟରି ଅଞ୍ଚଳରେ ଜଣେ ଯୁବକ ତାଙ୍କ ଗର୍ଲଫ୍ରେଣ୍ଡଙ୍କୁ ଛୁରୀ ଭୁଷି ହତ୍ୟା କରିଛନ୍ତି। ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ମିଳିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୭ ଛାତ୍ର ମୃତ

ଗୁଆହାଟୀ,୨୯।୫: ଆସାମର ଗୁଆହାଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୁଆହାଟିର ଜଳକୁବାରୀ ଅଞ୍ଚଳରେ ରବିବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ…

୫ ମାସ ହେଲା ଗୋଷ୍ଠୀ ଶୌଚାଳୟରେ ତାଲା

ରାଉରକେଲା ଅଫିସ,୨୯।୫: ୨୦୧୪ ମସିହାରେ ରାଉରକେଲା ମହାନଗର ନିଗମ ଘୋଷଣା ହେବା ପରେ ରାଉରକେଲା ସହରରେ ସ୍ବଚ୍ଛତା ଅଭିଯାନକୁ ବ୍ୟାପକ କରାଯାଇଥିଲା। ପ୍ରାୟ ୪୦ଟି ୱାର୍ଡ ବାସିନ୍ଦାଙ୍କ…