କରୋନା ହାର୍ଟ ଆଟାକ ମଧ୍ୟରେ ଅଛି କି ସମ୍ପର୍କ: ୨-୩ ମାସରେ ଆସିବ ରିପୋର୍ଟ କହିଲେ ସ୍ବାସ୍ଥ୍ୟମନ୍ତ୍ରୀ …

ନୂଆଦିଲ୍ଲୀ,୪।୪ : କୋଭିଡ ଏବଂ ହୃଦଘାତ ମଧ୍ୟରେ କୌଣସି ସମ୍ପର୍କ ଅଛି କି? କରୋନା ଅବଧି ପରେ, ଏହି ପ୍ରଶ୍ନ ଅନେକ ଲୋକଙ୍କ ମନରେ ଅଛି। ଏହି…

ଗାଧୋଇବା ବେଳେ ନଦୀରେ ବୁଡି ୩ ମୃତ

ଭଦ୍ରକ ଅଫିସ,୪।୪: ଭଦ୍ରକ ବ୍ଲକ ନାଳିଆ ନଦୀ ହରିପୁର ଘାଟରେ ମଙ୍ଗଳବାର ଗାଧୋଉଥିବା ବେଳେ ୩ ଜଣ ବୁଡିଯାଇଥିବା ସୂଚନା ମିଳିଛି। ସେମାନେ ହେଲେ ଭଦ୍ରକ ଗ୍ରାମାଞ୍ଚଳ…

ନ୍ୟାୟପାଳିକା ଉପରେ ଶେହବାଜ ସରିଫ ସରକାରଙ୍କ ପ୍ରହାର…

ଇସଲାମାବାଦ,୪।୪ : ଦୁଇ ପ୍ରଦେଶରେ ନିର୍ବାଚନ ତାରିଖ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପୂର୍ବରୁ ଶେହବାଜ ସରିଫ ସରକାର ସୁପ୍ରିମକୋର୍ଟ ଉପରେ ପ୍ରହାର କରିଛନ୍ତି। ସରିଫ ସରକାର ଏବଂ…

‘ବ୍ରହ୍ମାସ୍ତ୍ର’ ପାର୍ଟ ୨-୩ର ରିଲିଜ ତାରିଖ ଘୋଷଣା କଲେ ନିର୍ମାତା

ମୁମ୍ବାଇ: ଅଭିନେତା ରଣବୀର କପୁର-ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ ‘ବ୍ରହ୍ମାସ୍ତ୍ର’୨୦୨୨ରେ ବ୍ଲକବଷ୍ଟର ଚଳଚ୍ଚିତ୍ର ହୋଇପାରିଛି। ଏଥି ସହିତ ପ୍ରଶଂସକମାନେ ସେହି ଦିନଠାରୁ ଫିଲ୍ମର ସିକ୍ୱେଲକୁ ଅପେକ୍ଷା କରି…

ମେ ୨ରେ ୫ ପଞ୍ଚାୟତରେ ୱାର୍ଡ ମେମ୍ବର ନିର୍ବାଚନ

ଗଞ୍ଜାମ, ୪।୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକରେ ୧୫ ପଞ୍ଚାୟତ ମଧ୍ୟରୁ ସୁବଳୟା, ମଲାଡ଼, ପାଲଙ୍ଗ, ସାନ ରାମଚନ୍ଦ୍ରପୁର ଏବଂ ହୁମା ଆଦି ୫ଟି ପଞ୍ଚାୟତରେ ୱାର୍ଡ ମେମ୍ବର ନିର୍ବାଚନ…

ଖେଳରେ ଖେଳରେ ୨.୪୭ ଲକ୍ଷ ଟଙ୍କାର ଖେଳନା ଅର୍ଡର

ୱାଶିଂଟନ୍‌: ବର୍ତ୍ତମାନ ଅନ୍‌ଲାଇନର ଯୁଗ। କୌଣସି ଜିନିଷ କିଣିବାକୁ ହେଲେ ବାହାରକୁ ନ ଯାଇ ସହଜରେ ଘରେ ବସି ଡର କରିଦେଲେ ତାହା ଘରେ ଆସି ପହଞ୍ଚିଯାଉଛି।…

ଦିଲ୍ଲୀରେ ଡିସି-ଜିଟି ମୁହାଁମୁହିଁ…

ନୂଆଦିଲ୍ଲୀ,୪।୪ : ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୩ର ସପ୍ତମ ମ୍ୟାଚ୍‌ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଏବଂ ଗୁଜରାଟ ଟାଇଟାନ(ଜିଟିି) ମଧ୍ୟରେ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ମଙ୍ଗଳବାର ସନ୍ଧ୍ୟା…

ମହଙ୍ଗା ପଡ଼ିଲା ରାସ୍ତା ମଝିରେ ଷ୍ଟଣ୍ଟ ଦେଖାଇବା

ମୁମ୍ବାଇ: ନିକଟରେ ମୁମ୍ବାଇ ସହରରେ ଏକ ବାଇକ୍‌ ଷ୍ଟଣ୍ଟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଷ୍ଟଣ୍ଟ ଦେଖାଉଥିବା ଯୁବକଙ୍କୁ ନିକଟରେ ପୋଲିସ…

୬୫ ବର୍ଷ ପୁରୁଣା ବନାରସୀ ଶାଢ଼ିରେ ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ନିକଟରେ ତାଙ୍କ ସ୍ବାମୀ ନିକ୍‌ ଜୋନାସଙ୍କ ସହ ‘ନୀତା ମୁକେଶ ଅମ୍ବାନୀ ସାଂସ୍କୃତିକ କେନ୍ଦ୍ର’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ…

୧୦୦ ଫୁଟ୍‌ ଉପରେ ଟଏଲେଟ୍‌

ଲଣ୍ଡନ: ବର୍ତ୍ତମାନ ଲୋକେ ବହୁ ଆଡ୍‌ଭେଞ୍ଚରରେ ଯିବାକୁ ପସନ୍ଦ କରୁଛନ୍ତି। ଲଣ୍ଡନରେ ଏପରି ଏକ ଆଡ୍‌ଭେଞ୍ଚର ଦେଖିବାକୁ ମିଳୁଛି। ଲୋକମାନେ ଟଏଲେଟ୍‌ ଯିବା ସମୟରେ ମଧ୍ୟ ସେହି…