ପଶ୍ଚିମବଙ୍ଗକୁ ଗଞ୍ଜେଇ ଚୋରାଚାଲାଣ: ୪ ଗିରଫ

ଜଳେଶ୍ୱର,୪ା୪(ଡି.ଏନ.ଏ.): ପଶ୍ଚିମବଙ୍ଗକୁ ଏକ ଟ୍ରକ ଯୋଗେ ୩ ବସ୍ତା (୫୪ କିଲୋ ୧୮୦ଗ୍ରାମ) ଗଞ୍ଜେଇ ଚାଲାଣ ବେଳେ ୬୦ନଂ. ଜାତୀୟ ରାଜପଥରୁ ଜଳେଶ୍ୱର ପୋଲିସ ଧରିବାରେ ସକ୍ଷମ…

ଜାତୀୟ ପ୍ରତିଯୋଗିତାରେ ମଧୁସ୍ମିତାଙ୍କ ସଫଳତା

ଧାମନଗର,୪।୪ (ଡି.ଏନ.ଏ.): ଜାତୀୟ ହ୍ବିଲଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ପାଇ ଗୌରବ ଆଣିଛନ୍ତି ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଦଳାଙ୍ଗ ପଞ୍ଚାୟତ…

୩ ବିଧାୟକଙ୍କ ପୁତ୍ରଙ୍କୁ ନେଇ ଚର୍ଚ୍ଚା

ବ୍ରହ୍ମପୁର ଅଫିସ,୪।୪: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଏବେଠୁ ଶାସକ ଓ ବିରୋଧୀ ଦଳ ପକ୍ଷରୁ ପ୍ରାକ୍‌ ପ୍ରସ୍ତୁତି ଚାଲିଛି। ଦଳର ପ୍ରତିଷ୍ଠା ଦିବସ ଏବଂ ବିଜୁ…

ବିଜେଡି ନେତା ଆନ୍ଧ୍ର ଭାଷା କହୁଛନ୍ତି: ଭାଜପା

ଭୁବନେଶ୍ୱର,୪।୪(ବ୍ୟୁରୋ): କୋଟିଆ ବିବାଦ ଦୀର୍ଘଦିନ ଧରି ଚାଲିଆସିଛି। ଏହି ମାମଲା ଏବେ ସୁପ୍ରିମ୍‌କୋର୍ଟରେ ରହିଛି। ବାରମ୍ବାର ଏ ନେଇ ବିରୋଧୀ ସରକାରଙ୍କୁ ଟାର୍ଗେଟ୍‌ କରୁଛନ୍ତି। ନିକଟରେ କେନ୍ଦ୍ରମନ୍ତ୍ରୀ…

ଶାହା ବାଉଳା ହେଲେଣି: ଜେଡିୟୁ

ପାଟନା,୪।୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିହାର ଗସ୍ତ ପରେ ଏବେ ରାଜ୍ୟ ରାଜନୀତି ସରଗରମ। ଶାହା ଜେଡିୟୁ ଉପରେ ଯେଉଁ ଅଭିଯୋଗ ଆଣିଥିଲେ ଏବେ ଏହାର…

୧୨୦ ଏସ୍‌ଟି ପ୍ରସ୍ତାବ ସମର୍ଥନରେ ରିପୋର୍ଟ ଆବଶ୍ୟକ: କେନ୍ଦ୍ର

ନୂଆଦିଲ୍ଲୀ, ୪।୪: ରାଜ୍ୟ ଅନୁସୂଚିତ ଜନଜାତି (ଏସ୍‌ଟି) ତାଲିକାରେ ସାମିଲ ଲାଗି ଓଡ଼ିଶା ସରକାର ଦେଇଥିବା ୧୬୯ଟି ପ୍ରସ୍ତାବକୁ ପ୍ରାରମ୍ଭିକ ଭାବେ ଅନୁଧ୍ୟାନ କରାଯାଇଛି। ୧୨୦ଟି ପ୍ରସ୍ତାବ…

ଆଧ୍ୟାତ୍ମିକ ଗୁରୁ ଅସୀମାନନ୍ଦ ସରସ୍ବତୀଙ୍କ ପରଲୋକ

କଟକ ଅଫିସ,୪।୪: କଟକ ଚହଟା ସ୍ଥିତ ରାମ ନିଗମେଶ୍ୱର ଆଶୟମରେ ମଙ୍ଗଳବାର ଭୋରରେ ଆଧ୍ୟାତ୍ମିକ ଗୁରୁ ସ୍ବାମୀ ଅସୀମାନନ୍ଦ ସରସ୍ବତୀ ମହାରାଜଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ…

ପୁଣି ଚାଲିଲା ମାଙ୍କଡ଼ା ଖଣି, କ୍ରଶର

ଖଇରା,୪।୪ (ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ କୁପାରୀ ଓ ବର୍ତ୍ତନା ରାଜସ୍ବ କ୍ଷେତ୍ରରେ ବନ୍ଦ ପଡିଥିବା ସମସ୍ତ ମାଙ୍କଡା ଖଣି ଓ କ୍ରଶର…

ଗୀତ ବଜାଇବାରୁ ମହିଳାଙ୍କ ରେଡିଓ ଷ୍ଟେଶନ୍‌ ବନ୍ଦ

କାବୁଲ, ୪।୪: ଆଫଗାନିସ୍ତାନରେ ମହିଳାଙ୍କ ଦ୍ୱାରା ପରିଚାଳିତ ରେଡିଓ ଷ୍ଟେଶନ୍‌କୁ ତାଲିବାନ ଶାସକ ବନ୍ଦ କରିଦେଇଛନ୍ତି। ରମ୍‌ଜାନ୍‌ବେଳେ ଗୀତ ବଜାଇବାରୁ ରେଡିଓ ଷ୍ଟେଶନ୍‌ ଉପରେ ଏପ୍ରକାର କାର୍ଯ୍ୟନୁଷ୍ଠାନ…

ନାବାଳିକାଙ୍କୁ ବଳାତ୍କାର ପରେ ଖଣ୍ଡ ଖଣ୍ଡ କଲେ ଯୁବକ

ଉଦୟପୁର,୪।୪: ୮ ବର୍ଷର ବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ଶରୀରକୁ ଖଣ୍ଡ ଖଣ୍ଡ କରିବା ଅଭିଯୋଗରେ ପୋଲିସ ଜଣେ ୨୧ ବର୍ଷୀୟ ଯୁବକଙ୍କୁ ଗିରଫ କରିଛି।…