ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ,୨୫ା୫: ବୈଦ୍ୟନାଥପୁର ଥାନା ଅଧୀନ କମାପଲି ଭେଣ୍ଡିଂଜୋନ ନିକଟରେ ଗତ ମଙ୍ଗଳବାର ଜଣେ ନାବାଳିକାଙ୍କୁ ରାସ୍ତାରେ ଘୋଷାରି ନିଆଯାଉଥିବା ସୋସିଆଲ ମିଡିଆରେ ଭିଡ଼ିଓ ଭାଇରାଲ ହୋଇଥିଲା।…

ବିଷ ପିଇଦେଲେ ପ୍ରେମୀଯୁଗଳ

ବ୍ରହ୍ମପୁର ଅଫିସ,୨୫ା୫: ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲା ବାରୁଆ ଥାନା ଅଞ୍ଚଳର ଏକ ପ୍ରେମୀଯୁଗଳ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏମ୍‌କେସିଜି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ମଧ୍ୟାହ୍ନରେ…

ପାଓମେକ୍ସ କାରଖାନା ଅଧିକାରୀଙ୍କୁ ଆକ୍ରମଣ

ଟିଟିଲାଗଡ଼, ୨୫।୫ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଟିଟିଲାଗଡ ସହର ଉପକଣ୍ଠ ଜଗୁଆ ପଞ୍ଚାୟତ ତୁର୍ଲା ସ୍ଥିତ ଗ୍ରାଫାଇଟ ଇଣ୍ଡିଆ ପାଓମେକ୍ସ କାରଖାନାର ଫିନିସିଙ୍ଗ ବିଭାଗ ମୁଖ୍ୟ ଯୁକ୍ତେଶ୍ୱର…

ମାର୍ଚ୍ଚ ସୁଦ୍ଧା ଆସିବ ବନ୍ଦେ ଭାରତ ଟ୍ରେନ୍‌ର ତୃତୀୟ ଭର୍ସନ: ରେଳମନ୍ତ୍ରୀ

ଡେରାଡୁନ୍‌, ୨୫ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିଲ୍ଲୀ-ଡେରାଡୁନ୍‌ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌କୁ ପତାକା ଦେଖାଇ ଚଳାଚଳ ଶୁଭାରମ୍ଭ କରିଛନ୍ତି। ଆସନ୍ତାବର୍ଷ ଫେବୃୟାରୀ-ମାର୍ଚ୍ଚ ସୁଦ୍ଧା ଏହି…

କ୍ୱାଲିଫାୟର୍‌-୨ରେ ଘାତକ ହୋଇପାରନ୍ତି ଶୁବମନ

ଅହମଦାବାଦ,୨୫ା୫: ଇଣ୍ଡିଆନ ପ୍ରିମିୟର୍‌ ଲିଗ୍‌(ଆଇପିଏଲ)ର କ୍ୱାଲିଫାୟର-୨ରେ ପରସ୍ପରକୁ ଭେଟିବେ ଡିଫେଣ୍ଡିଂ ଚାମ୍ପିୟନ ଗୁଜରାଟ ଟାଇଟନ୍ସ ଓ ୫ ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ। ଲକ୍ଷ୍ନୌକୁ ୮୧ ରନ୍‌ରେ…

ନୂଆ ପାର୍ଲାମେଣ୍ଟ ବିଲ୍ଡିଂ ଉଦ୍‌ଘାଟନୀ ସମାରୋହରେ ସାମିଲ ହେବେ ୨୪ ଦଳ

ନୂଆଦିଲ୍ଲୀ,୨୫ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୮ତାରିଖରେ ନୂଆ ପାର୍ଲାମେଣ୍ଟ ବିଲ୍ଡିଂକୁ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି। ନୂତନ ସଂସଦ ଗୃହର ଉଦ୍‌ଘାଟନୀ ସମାରୋହରେ କେଉଁ ଦଳ ଅଂଶଗ୍ରହଣ…

୪୦ଫୁଟ୍‌ ତଳକୁ ଖସିଲା ଟ୍ରକ୍‌, ଅଳ୍ପକେ ବର୍ତ୍ତିଲେ ୫ ଶ୍ରମିକ

ଉମରକୋଟ, ୨୫।୫(ସ୍ବ.ପ୍ର.) ଉମରକୋଟ ବ୍ଲକ ଭାସ୍କେଲ ଡ୍ୟାମ୍‌ ନିକଟରେ ଏକ ନଳକୂପ ଟ୍ରକ୍‌ ଓଲଟିବା ଫଳରେ ଟ୍ରକ୍‌ ଡ୍ରାଇଭର ଖାଣ୍ଡା ଗ୍ରାମର ଦୀନାକର ନେତାମ ଗୁରୁତର ଅଛନ୍ତି।…

ନୂଆ ସଂସଦର ଉଦ୍‌ଘାଟନୀ ସମାରୋହକୁ ବର୍ଜନ କରିବା ଉପରେ ପୁର୍ନବିଚାର କରିବାକୁ କହିଲେ ସୀତାରମଣ

ନୂଆଦିଲ୍ଲୀ,୨୫।୫: ୨୮ ମେ’ରେ ହେବାକୁ ଥିବା ନୂଆ ସଂସଦ ଭବନର ଉଦ୍‌ଘାଟନୀ ସମାରୋହକୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପୁର୍ନବିଚାର କରିବାକୁ ବିରୋଧୀ ଦଳଙ୍କୁ କେନ୍ଦ୍ର ଅର୍ଥମନ୍ତ୍ରୀ…

ସାମାଜିକ ବାସନ୍ଦ ଅଭିଯୋଗ

ବରଗଡ଼ ଅଫିସ୍‌,୨୫।୫: ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁ ଗ୍ରାମର ରୋହିଦାସ ପଡ଼ା(ଚମାର ପଡ଼ା)ବାସୀଙ୍କୁ ଗ୍ରାମରେ ସାମାଜିକ ବାସନ୍ଦ କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ…

ହାତୀ ଆକ୍ରମଣରେ ୱାର୍ଡ ମେମ୍ବର ମୃତ

କେନ୍ଦୁଝର,୨୫।୫: ତେଲକୋଇ ବନାଞ୍ଚଳ ବିମଳା ଫରେଷ୍ଟ ସେକ୍ସନ ବନବିହାରିପୁର ନୂଆଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା ୱାର୍ଡ ମେମ୍ବରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଦୁତୀୟା ନାୟକଙ୍କ…