ଯୌତୁକ ପାଇଁ ସ୍ତ୍ରୀଙ୍କୁ ବିଷ ପିଆଇ ହତ୍ୟା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଲିଙ୍ଗରାଜ ଥାନା ଅନ୍ତର୍ଗତ ସାମନ୍ତରାପୁର ମହାବୀରନଗର ଅଞ୍ଚଳରେ ରବିବାର ମନିଷା ନାହାକ ନାମ୍ନୀ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ଭିନ୍ନ ମୋଡ଼ ନେଇଛି। ଯୌତୁକ ପାଇଁ…

ସେ ବଡ଼ ଭାଇ ଭଳି, ସବୁବେଳେ ତାଙ୍କ ପ୍ରଶଂସକ ହୋଇରହିବି: ଧୋନିଙ୍କୁ ନେଇ ଏଭଳି କହିଲେ ପାଣ୍ଡ୍ୟା

ନୂଆଦିଲ୍ଲୀ,୨୩।୫: ଆଇପିଏଲର ୧୬ ତମ ସିଜନରେ ଆଜିଠାରୁ ପ୍ଲେ ଅଫ ମ୍ୟାଚ ଆରମ୍ଭ ହେବ। ଚଳିତ ସିଜିନର ପ୍ରଥମ କ୍ୱାଲିଫାୟର ମ୍ୟାଚରେ ଗୁଜୁରାଟ ଟାଇଟାନ୍ସ (ଜିଟି) ଏବଂ…

୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଖୋଲିବ ଏକାଦଶ ଶ୍ରେଣୀ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ରାଜ୍ୟରେ ୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲାଯିବ । ଏଥିରୁ ୧୦୦ଟି ବିଦ୍ୟାଳୟରେ କଳା ଓ ୬ଟି…

ଟ୍ରୋଲ ହେଲେ ମୃଣାଳ

ମୁମ୍ବାଇ: ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ଅଭିନେତ୍ରୀ ମୃଣାଲ ଠାକୁର ସୋସିଆଲ ମିଡିଆରେ ବହୁ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଚଳିତ ବର୍ଷ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ମୃଣାଳ…

ଗରମ ପିଚୁରେ ପଡ଼ି କଣ୍ଟେନର ଡ୍ରାଇଭର ମୃତ

ଦୁର୍ଗୀ,୨୩ା୫(ଡି.ଏନ.ଏ.): ରାୟଗଡା ଜିଲା ଦୁର୍ଗୀ ପଞ୍ଚାୟତ ବନ୍ଧୁଗୁଡା ନିକଟସ୍ଥ ୪୬ନମ୍ବର ରାଜ୍ୟ ରାଜପଥ ରାସ୍ତାକାମ ଚାଲିଥିବା ବେଳେ ଗରମ ପିଚୁ ଢାଳିବା ବେଳେ ଅସାବଧାନତାରୁ ପିଚୁ କଣ୍ଟେନର…

ପଣ୍ଡିତ ଧିରେନ୍ଦ୍ର ଶାସ୍ତ୍ରୀଙ୍କ ଉପରେ ନିର୍ମାଣ ହେବ ଫିଲ୍ମ

ମୁମ୍ବାଇ: ଆଜିକାଲି ବାଗେଶ୍ୱର ବାବା ଆକା ଧିରେନ୍ଦ୍ର ଶାସ୍ତ୍ରୀ ଚର୍ଚ୍ଚାରେ ଅଛନ୍ତି, ଦିନକୁ ଦିନ ତାଙ୍କର ବଢୁଥିବା ଲୋକପ୍ରିୟତାକୁ ଦେଖି ନିର୍ଦ୍ଦେଶକ ବିନୋଦ ତିୱାରୀ ତାଙ୍କ ଉପରେ…

ରଥର ଗରଗରା, ଚାରି ନାହାକା, ୫ ଦଣ୍ଡା ନିର୍ମାଣ ଜାରି

ପୁରୀ ଅଫିସ, ୨୩ା୫: ମହାପ୍ରଭୁଙ୍କ ଚଳିତବର୍ଷ ସ୍ନାନଯାତ୍ରା ଜୁନ ୪ରେ ଅନୁଷ୍ଠିତ ହେବ। ରଥ ସଂହିତା ଅନୁଯାୟୀ ସ୍ନାନଯାତ୍ରା ଦିନ ତିନି ରଥର ଚାରି ନାହାକା ଉଠିବାର…

ଭିନିସିୟସ୍‌ ଜୁନିୟରଙ୍କୁ ଜାତିଆଣ ଆକ୍ଷେପ

ମାଡ୍ରିଡ୍‌,୨୩ା୫(ପି.ଟି.): ସ୍ପାନିସ୍‌ ଲିଗ୍‌ ଫୁଟବଲରେ ବ୍ରାଜିଲର ଭିନିସିଅସ୍‌ ଜୁନିଅରଙ୍କୁ ଜାତିଆଣ ଆକ୍ଷେପର ଶିକାଶ ହେବାକୁ ପଡିଛି। ଭାଲେନ୍ସିଆ ବିପକ୍ଷରେ ରିୟଲ ମାଡ୍ରିଡ୍‌ର ୧-୦ ପରାଜୟରେ ଏମିତି ଘଟଣା…

ବିଦ୍ୟୁତ୍‌ ଖୁଣ୍ଟକୁ ପିଟିଲା କଣ୍ଟେନର : କେନାଲରେ ପଡ଼ିଲେ ଯୁବକ

ଭଦ୍ରକ ଅଫିସ,୨୩।୫: ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ଛକ କଲ୍ୟାଣମଣ୍ଡପ ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଦୁର୍ଘଟଣା ଘଟିଛି। ବିଦ୍ୟୁତ୍‌ ଖୁଣ୍ଟକୁ କଣ୍ଟେନର ଧକ୍କା ଦେବାରୁ…

‘କୋଚିଂ, ଖେଳାଳି ଚୟନ ଚ୍ୟାଲେଞ୍ଜିଂ ଥିଲା’

ଭୁବନେଶ୍ୱର, ୨୩।୫, (କ୍ରୀଡ଼ା ପ୍ରତିନିଧି): ”୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ଦଳର ସହକାରୀ କୋଚ୍‌ ଦାୟିତ୍ୱ ଏବଂ ଇଣ୍ଡିଆନ ଓମେନ୍ସ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌)ରେ ଚୟନକର୍ତ୍ତା ଦାୟିତ୍ୱ…