ଅନୁମତି ନ ନେଇ ପରିବାର ନିୟୋଜନ ଅସ୍ତ୍ରୋପଚାର

କେନ୍ଦୁଝର,୨୩ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଜଣେ ମହିଳାଙ୍କ ବିନା ଅନୁମତିରେ ପରିବାର ନିୟୋଜନ ଅସ୍ତ୍ରୋପଚାର କରାଯାଇଛି। ଏହି ଘଟଣା ସାଧାରଣରେ…

‘ଆରଆରଆର’ ଫେମ୍‌ ଷ୍ଟିଭେନ୍ସନଙ୍କ ପରଲୋକ

ମୁମ୍ବାଇ: ନିର୍ଦ୍ଦେଶକଗଏସ୍‌ ଏସ୍‌ ରାଜାମୌଲିଙ୍କ ବ୍ଲକବଷ୍ଟର ଚଳଚ୍ଚିତ୍ର ‘ଆରଆରଆର’ରେ ନକାରାତ୍ମକ ଚରିତ୍ରରେ ଅଭିନୟ କରିଥିବା ଇଂରେଜ ଅଭିନେତା ଷ୍ଟିଭେନ୍ସନଙ୍କ ଦେହାନ୍ତ ହୋଇଛି। ସେ ୫୮ବର୍ଷ ବୟସରେ ଶେଷ…

ପୂର୍ବରୁ ବାଦ୍‌ ପଡ଼ିଥିଲେ, କେଉଁ ଦକ୍ଷତା ବଳରେ ପୁଣି ମନ୍ତ୍ରୀ ହେଲେ: ଭାଜପା

ଭୁବନେଶ୍ବର, ୨୩ା୫(ବ୍ୟୁରୋ): ରାଜ୍ୟ ସରକାର ପୂର୍ବରୁ ଯେଉଁମାନଙ୍କୁ ମନ୍ତ୍ରିମଣ୍ଡଳରୁ ଅପସାରଣ କରିଥିଲେ, ଦକ୍ଷ ଓ ବରିଷ୍ଠ ବୋଲି ଦର୍ଶାଇ ସେମାନଙ୍କୁ ପୁଣି ସାମିଲ କରିଛନ୍ତି। ସୋମବାର ମନ୍ତ୍ରିମଣ୍ଡଳରେ…

ସୁଶାନ୍ତଙ୍କୁ ଅବହେଳା କଲେ ଦଳ କ୍ଷତି ସହିବ: ପ୍ରଦ୍ୟୁମ୍ନ

ବରଗଡ଼ ଅଫିସ୍‌,୨୩।୫: ରାଜ୍ୟ ମନ୍ତ୍ରିମଣ୍ଡଳ ପୁନର୍ଗଠନରେ ବରଗଡ଼ ଜିଲା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କୁ ମନ୍ତ୍ରୀପଦ ନ ମିଳିବାରୁ ତାଙ୍କ ସମର୍ଥକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।…

‘ବିଜେଡି ସରକାରରେ ମହିଳାଙ୍କୁ ସମ୍ମାନ ଏକ ଫମ୍ପା ଆହ୍ବାନ’

ଭୁବନେଶ୍ବର, ୨୩ା୫(ବ୍ୟୁରୋ): ରାଜ୍ୟରେ ମହିଳାଙ୍କ ପ୍ରତି ଅତ୍ୟାଚାର ବଢୁଥିବା ଅଭିଯୋଗ ଆଣି ରାଜ୍ୟ ସରକାରଙ୍କ ଉପରେ ପ୍ରଦେଶ ମହିଳା କଂଗ୍ରେସ ବର୍ଷିଛି। କଂଗ୍ରେସ ଭବନଠାରେ ଆୟୋଜିତ ଏକ…

୬ ମାସରେ ନିଯୁକ୍ତ ହେବେ ୧୧୦୦ ଅଗ୍ନିଶମ କର୍ମଚାରୀ

କଟକ ଅଫିସ,୨୩ା୫: ରାଜ୍ୟ ଅଗ୍ନିଶମ ବିଭାଗର ଡିଜି ଭାବେ ଆଇପିଏସ୍‌ ଅଫିସର ଡ. ସୁଧାଂଶୁ ଷଡ଼ଙ୍ଗୀ ସୋମବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। କଟକସ୍ଥିତ ଅଗ୍ନିଶମ ବିଭାଗର ମୁଖ୍ୟ…

‘ମୋଦି ଏୟାରଓ୍ବେଜ’ରେ ସିଡନୀ ପହଞ୍ଚୁଛନ୍ତି ପ୍ରବାସୀ ଭାରତୀୟ

ସିଡନୀ,୨୩।୫: ପ୍ରଧାନମନ୍ତ୍ରୀ ମୋଦି ଏବେ ଜାପାନର ହିରୋଶିମା ଏବଂ ପାପୁଆ ନ୍ୟୁ ଗିନି ଦେଇ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଯେଉଁଠାରେ ତାଙ୍କୁ ସ୍ବାଗତ କରାଯାଇଛି। ସିଡନୀ ଅଲିମ୍ପିକ ପାର୍କରେ…

ମଧ୍ୟପ୍ରଦେଶରେ ୫୦୦ ଟଙ୍କାରେ ମିଳିବ ରନ୍ଧନ ଗ୍ୟାସ୍‌

ନୂଆଦିଲ୍ଲୀ, ୨୩ା୫ : କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ସଫଳତା ପରେ ଏହି ଦଳ ଚଳିତ ବର୍ଷ ନିର୍ବାଚନ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ମଧ୍ୟପ୍ରଦେଶ ସମେତ…

‘ମୋ କଥାକୁ ଲେଖିକରି…’ ପ୍ରଶାନ୍ତ କିଶୋରଙ୍କ ବଡ ଭବିଷ୍ୟବାଣୀ, କହିଲେ ନୀତୀଶଙ୍କ ଫ୍ୟୁଚର

ପାଟନା,୨୩।୫: ଆସନ୍ତା ବର୍ଷ ଅର୍ଥାତ୍‌ ୨୦୨୪ରେ ହେବାକୁ ଯାଉଛି ଲୋକ ସଭା ନିର୍ବାଚନ। ଏବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଭାରତୀୟ ଜନତା ପାର୍ଟି(ଭାଜପା) ବିରୋଧରେ ଦେଶର…

ବିରୋଧୀ ଏକତା ବଢ଼ାଇବାକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୩।୫: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସୋମବାର ଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି। ଖାର୍ଗେଙ୍କ ବାସଭବନରେ ହୋଇଥିବା ଏହି…