ଜିନପିଙ୍ଗଙ୍କୁ ଭେଟିବାକୁ ଜେଲେନସ୍କି ଆଗ୍ରହୀ: ୟୁକ୍ରେନ ଆସିବାକୁ କଲେ ଆମନ୍ତ୍ରଣ…

କିଭ୍‌,୨୯।୩ : ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କୁ ଭେଟିବାକୁ ଆଗ୍ରହ ପ୍ରକାଶ କରିଛନ୍ତି। ସେ ୟୁକ୍ରେନ ଗସ୍ତ କରିବାକୁ ଜିନପିଙ୍ଗଙ୍କୁ ଆମନ୍ତ୍ରଣ…

ସୁରକ୍ଷାର ପଞ୍ଚରତ୍ନ ନାଟକ ମଞ୍ଚସ୍ଥ

ରାଉରକେଲା ଅଫିସ,୨୯।୩: ୫୨ତମ ଜାତୀୟ ସୁରକ୍ଷା ସପ୍ତାହ ପାଳନ ଅବସରରେ ଆର୍‌ଏସ୍‌ପିର ଷ୍ଟିଲ ମେଲ୍ଟିଙ୍ଗ ସପ୍‌-୨ ସାମୂହିକମାନଙ୍କ ଦ୍ୱାରା ମଙ୍ଗଳବାର ସୁରକ୍ଷାର ପଞ୍ଚରତ୍ନ ନାଟକ ମଞ୍ଚସ୍ଥ ହୋଇଛି।…

ମାନ୍ଦାବସ୍ଥାରେ ନିଯୁକ୍ତିରେ ଆଇଆଇଏମ୍‌କୁ ସଫଳତା

ସମ୍ବଲପୁର,୨୯।୩(ବ୍ୟୁରୋ): ସମଗ୍ର ବିଶ୍ୱରେ ମାନ୍ଦାବସ୍ଥା ଚାଲିଥିବା ବେଳେ ସମ୍ବଲପୁର ଆଇଆଇଏମ୍‌କୁ ଚଳିତ ଶିକ୍ଷାବର୍ଷରେ ସଫଳତା ମିଳିଛି। ଛାତ୍ରୀଛାତ୍ରଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ କମ୍ପାନୀରେ ଶତପ୍ରତିଶତ ନିଯୁକ୍ତି ମିଳିଛି।…

ଧାର୍ଯ୍ୟ ଲକ୍ଷ୍ୟରୁ ଅଧିକ କାର୍ଯ୍ୟ ଦିବସ ସୃଷ୍ଟି କରାଯାଇଛି

ଡାବୁଗାଁ, ୨୯।୩ (ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷରେ ୧ ଏପ୍ରିଲ ୨୦୨୨ରୁ ୩୦ ସେପ୍ଟେମ୍ବର ୨୦୨୨ ପର୍ଯ୍ୟନ୍ତ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ…

ଜରିମାନା ଗଣିବେ ପିଇଓ, ଜିଆର୍‌ଏସ୍‌ଙ୍କ ସହ ଯନ୍ତ୍ରୀ

ନନ୍ଦପୁର, ନନ୍ଦପୁର, ୨୮ା୩ (ଡି.ଏନ.ଏ.): ନନ୍ଦପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ୨୩ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ଏମଜିଏନଆରଇଜିଏସ୍‌ରେ ୨୦୧୬ରୁ ୨୦୨୧ପର୍ଯ୍ୟନ୍ତ ହୋଇଥିବା କାର୍ଯ୍ୟର…

ବନ୍ଧୁଙ୍କ ପାଇଁ ମଶାଣି ପାଲଟିଛି ଘର

ମାଥିଲି,୨୯।୩ (ଡି.ଏନ.ଏ.): ମଶାଣି ନାଁ ଶୁଣିଲେ ସାଧାରଣତଃ ଲୋକଙ୍କ ମନରେ ଭୟ ସୃଷ୍ଟି ହୁଏ। ଜଣେ ମୃତ୍ୟୁବରଣ କରିବା ପରେ ସେଠାକୁ କୋକେଇରେ ଯାଏ। ମାତ୍ର ମାଥିଲି…

ଆମେରିକା ବାଚସ୍ପତିଙ୍କୁ ଭେଟିବେ ତାଇଓ୍ବାନ ରାଷ୍ଟ୍ରପତି: ପ୍ରତିଶୋଧ ନେବାକୁ ଧମକ ଦେଲା ଚାଇନା…

ତାଇପେ/ବେଜିଂ,୨୯।୩ : ତାଇୱାନର ରାଷ୍ଟ୍ରପତି ତାଇ ଇଙ୍ଗ ୱେନ ବୁଧବାର ଗୁଆଟେମାଲା ଏବଂ ବେଲିଜ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସେ ନ୍ୟୁୟର୍କ ଏବଂ ଲସ ଆଞ୍ଜେଲସରେ…

ନିର୍ମାଣାଧୀନ ହଷ୍ଟେଲ ନିକଟରେ ରହିଛି ଦେଶୀ ମଦଭାଟି

ଉମରକୋଟ, ୨୯।୩(ସ୍ବ.ପ୍ର.): ଅନୁସୂଚିତ ଜାତି ଓ ଜନଜାତି ବିଭାଗ ପକ୍ଷରୁ ନୂତନ ଭାବେ ତିଆରି କରାଯାଉଥିବା ହଷ୍ଟେଲ ନିକଟରେ ଦେଶୀ ମଦ ଭାଟିକୁ ନେଇ ବୁଦ୍ଧିଜୀବୀ ମହଲରେ ନାପସନ୍ଦ…

ସ୍ତ୍ରୀକୁ ପିଟି ପିଟି ହତ୍ୟାକଲେ ସ୍ବାମୀ

ବାଲେଶ୍ୱର ଅଫିସ,୨୯।୩: ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ପିଟି ପିଟି ମାରିଦେଲେ ସ୍ବାମୀ। ଏଭଳି ଘଟଣା ବାଲେଶ୍ବର ଜିଲା ରାଇବଣିଆ ଥାନା ଅନ୍ତର୍ଗତ ଗହୀରାବନ୍ଧ ଗ୍ରାମରେ ଘଟିଛି। ପାରିବାରିକ…