କାଳବୈଶାଖୀ ଝଡ଼ ବର୍ଷାରେ ହୋଇଛି ବ୍ୟାପକ କ୍ଷତି

କୋରାପୁଟ,୨୧ା୫(ସ୍ବ.ପ୍ର.): କୋରାପୁଟ ସହର ସମେତ ଆଖପାଖ ଅଞ୍ଚଳରେ ଶୁକ୍ରବାର ସଂନ୍ଧ୍ୟାରେ ହୋଇଥିବା କାଳ ବୈଶାଖ ଝଡପବନ ଓ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କୋରାପୁଟ ସହର ସମେତ…

ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀ ଅବହେଳିତ

ଭୁବନେଶ୍ୱର,୨୧ା୫ (ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଣୀତ ଆଇନ୍‌ ଅଧୀନରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପରିଚାଳିତ ହେଉଛି। ବିଏମ୍‌ସି କର୍ମଚାରୀମାନେ ସରକାରୀ କର୍ମଚାରୀଙ୍କ ଭଳି ସମସ୍ତ…

ପରୀକ୍ଷା ପରିଚାଳନାକୁ ନେଇ ମହର୍ଷି କଲେଜରେ ଛାତ୍ର ଅସନ୍ତୋଷ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଭୁବନେଶ୍ୱର ଶହୀଦନଗରସ୍ଥିତ ମହର୍ଷି ନାଚୁରାଲ ଲ’ କଲେଜରେ ପରୀକ୍ଷା ପରିଚାଳନାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଶନିବାର ନିର୍ଦ୍ଧାରିତ ସମୟଠାରୁ ୨ ଘଣ୍ଟା ବିଳମ୍ବରେ…

‘ଗୁଳୁଗୁଳିରେ ଅତିଷ୍ଠ କରୁଛି ପାଓ୍ବାରକଟ୍‌’

ଭୁବନେଶ୍ୱର,୨୧ା୫(ବ୍ୟୁରୋ)- ରାଜ୍ୟରେ କିଛିଦିନ ଧରି ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଏପରିକି ଭୁବନେଶ୍ୱରରେ ମଧ୍ୟ କିଛିଦିନ ହେବ ତାପମାତ୍ରା ୩୮ଡିଗ୍ରୀ ସେଲସିୟସରୁ ଅଧିକ…

ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶିତ

ପୁରୀ ଅଫିସ,୨୧ା୫: ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୩ ମସିହା ଉପଶାସ୍ତ୍ରୀ ନିୟମିତ ଓ ପୂର୍ବ ନିୟମିତ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ଏ ନେଇ…

କିରନ ପଟେଲଙ୍କ ବିରୋଧରେ ଇଡି ମାମଲା

ନୂଆଦିଲ୍ଲୀ, ୨୦ା୫(ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ)ର ଅଧିକାରୀ ଭାବେ ମିଛ ପରିଚୟ ନେଇ କଡ଼ା ସୁରକ୍ଷା ମଧ୍ୟରେ ଜମ୍ମୁ-କଶ୍ମୀର ଗସ୍ତ କରିଥିବା ଗୁଜରାଟର ମହାଠକ କିରନ୍‌ ପଟେଲଙ୍କ…

ସ୍ନାନଯାତ୍ରାରୁ ନୀଳାଦ୍ରିବିଜେ ଯାଏ ନୀତିନିର୍ଘଣ୍ଟ ଚୂଡ଼ାନ୍ତ

ପୁରୀ ଅଫିସ,୨୧ା୫: ଆସନ୍ତା ୩୦ତାରିଖରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ପଡୁଥିବା ବେଳେ ଜୁନ ୪ତାରିଖ ସ୍ନାନଯାତ୍ରା, ଜୁନ ୨୦ରେ ଘୋଷଯାତ୍ରା ଓ ୨୮ରେ ବାହୁଡ଼ା, ୨୯ରେ ସୁନାବେଶ ଏବଂ…

ଭାରତ ବୁଲି କ୍ୟାନ୍ସର ସଚେତନତା କରୁଛନ୍ତି ମହମ୍ମଦ କ୍ରିଷ୍ଣା

ପୁରୀ ଅଫିସ,୨୧ା୫: ପେସାରେ ଜଣେ ଡ୍ରାଇଭର ହେଲେ ମଧ୍ୟ ନିଶା ହେଉଛି ସମାଜକୁ ସଚେତନତା ବାର୍ତ୍ତା ବାଣ୍ଟିବା। ଭାରତର ବିଭିନ୍ନ ରାଜ୍ୟ ବୁଲି କ୍ୟାନ୍ସର ରୋଗ ଉପରେ…

ମା’ ବାପାଙ୍କ ଆଶାବାଡ଼ି ସାଜିଛନ୍ତି ୬ ବର୍ଷର ପୁଅ

ପିପିଲି,୨୧ା୫(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ଏନ୍‌ଏସି ଅନ୍ତର୍ଗତ ୧୧ନଂ. ୱାର୍ଡର ଏକ ପରିବାର ବହୁ ଦୁର୍ଦ୍ଦିନରେ ଜୀବନ ଅତିବାହିତ କରୁଥିବାବେଳେ ମା’ ଓ ମାନସିକଗ୍ରସ୍ତ ବାପାଙ୍କ ପାଇଁ ଆଶାବାଡ଼ି ସାଜିଛନ୍ତି…

ଚଞ୍ଚକତା କରି ୬ଲକ୍ଷ ଟଙ୍କା ଆତ୍ମସାତ

କୋଣାର୍କ,୨୧ା୫(ଡି.ଏନ୍‌.ଏ.): କୋଣାର୍କସ୍ଥିତ ଭଗବତୀ ମହାବିଦ୍ୟାଳୟରେ ୨୦୧୭ଠାରୁ ୨୦୨୨ ମସିହା ପର୍ଯ୍ୟନ୍ତ ତତ୍କାଳୀନ କିରାଣିଙ୍କ ଦ୍ବାରା ନକଲି ରସିଦ ବଳରେ ୬ ଲକ୍ଷ ଟଙ୍କା ହଡ଼ପ କରାଯାଇଥିବା ନେଇ…