ସିଦ୍ଦାରାମାୟା ସରକାରଙ୍କ ମନ୍ତ୍ରୀ ଭାବରେ ଶପଥ ନେଲେ ୮ ବିଧାୟକ

ବେଙ୍ଗାଲୁରୁ,୨୦।୫: କର୍ନାଟକର ମୁଖ୍ୟମନ୍ତ୍ରୀ ଭାବେ ଶନିବାର ସିଦ୍ଦାରାମାୟା ଶପଥ ନେଇଛନ୍ତି। ଏଥିସହ ଉପମୁଖ୍ୟମନ୍ତ୍ରୀ ଭାବେ ଡି.କେ ଶିବକୁମାର ଏବଂ ୮ କଂଗ୍ରେସ ବିଧାୟକ ମନ୍ତ୍ରୀ ଭାବରେ ଗୋପନୀୟତାର…

ଖାର୍ଗେଙ୍କ ପୁଅଙ୍କୁ ମନ୍ତ୍ରୀ, ଶିବକୁମାରଙ୍କୁ ଦୁଇ ଦୁଇଟି ପଦ: କର୍ନାଟକରେ ଭାଙ୍ଗୁଛି କଂଗ୍ରେସର ସଂକଳ୍ପ

ବେଙ୍ଗାଲୁରୁ,୨୦।୪: କର୍ନାଟକରେ ଆରମ୍ଭ ହେଲା କଂଗ୍ରେସ ସରକାର। ସିଦ୍ଦାରାମାୟା ଏବଂ ଡି.କେ ଶିବକୁମାରଙ୍କ ବ୍ୟତୀତ ୮ବିଧାୟକ ମନ୍ତ୍ରୀ ପଦର ଶପଥ ନେଇଛନ୍ତି। ତେବେ କଂଗ୍ରେସ ଦ୍ୱାରା ଜାରି…

ଶପଥ ନେଲେ ସିଦ୍ଦାରାମାୟା, ଦ୍ୱିତୀୟ ଥର ହେଲେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୦।୫: ଦ୍ୱିତୀୟ ଥର ଲାଗି ସିଦ୍ଦାରାମାୟା କର୍ନାଟକର ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ରାଜ୍ୟପାଳ ଥାଓ୍ବର ଚନ୍ଦ୍ର ଗହଲୋଟ ତାଙ୍କୁ ପଦ ଓ…

ଜି-୭ ସମ୍ମିଳନୀରେ ସିଡିରୁ ଖସୁ ଖସୁ ଅଳ୍ପକେ ବର୍ତ୍ତିଗଲେ ଆମେରିକା ରାଷ୍ଟ୍ରପତି ବାଇଡେନ

ହିରୋଶିମା,୨୦।୫: ଜାପାନର ହିରୋଶିମାରେ ଜି-୨୦ ଶିଖର ସମ୍ମିଳନୀ ସମୟରେ ଆମେରିକା ରାଷ୍ଟ୍ରପତିଙ୍କ ସହ ଏମିତି ଘଟଣା ଘଟିଛି ଯାହାକୁ ନେଇ ଆମେରିକାବାସୀ ଲଜ୍ୟା ବୋଧ କରିଛନ୍ତି। ବାଇଡେନ…

୨୮ ବର୍ଷ ହେବ ସଲମାନଙ୍କୁ ସୁରକ୍ଷା ଦେଇ ଆସୁଛନ୍ତି ଶେରା

ମୁମ୍ବାଇ: ସଲମାନ ଖାଁ। ବଲିଉଡର ଏହି ଭାଇଜାନ ତାଙ୍କ ଆଖପାଖର ଲୋକଙ୍କୁ କେତେ ଭଲ ପାଆନ୍ତି ତାହା ହୁଏତ ଅନେକେ ଜାଣିଥିବେ। ତାଙ୍କର ଏହି ନିଃସ୍ବାର୍ଥପର ଭଲପାଇବାରେ…

ଦିଲ୍ଲୀରେ ଟ୍ରାନ୍ସଫର-ପୋଷ୍ଟିଂ ମାମଲା: ସୁପ୍ରିମକୋର୍ଟରେ ପହଞ୍ଚିଲା କେନ୍ଦ୍ର

ନୂଆଦିଲ୍ଲୀ,୨୦।୫: ଗତ ସପ୍ତାହରେ ସୁପ୍ରିମକୋର୍ଟର ଏକ ପାଞ୍ଚ ଜଣିଆ ସମ୍ବିଧାନ ବେଞ୍ଚ ଦିଲ୍ଲୀ ସରକାରଙ୍କୁ ରାଜଧାନୀ ଦିଲ୍ଲୀରେ କାର୍ଯ୍ୟ କରୁଥିବା ଅଧିକାରୀଙ୍କୁ ଟ୍ରାନ୍ସଫର-ପୋଷ୍ଟିଂ କରିବାର ଅଧିକାର ଦେଇଥିଲେ।…

୨୦୦ କୋଟି କ୍ଲବରେ ସାମିଲ ହେବାକୁ ଯାଉଛି ‘ଦ କେରଲା ଷ୍ଟୋରି’

ମୁମ୍ବାଇ: ବଲିଉଡର ବିବାଦୀୟ ମୁଭି ‘ଦ କେରଲା ଷ୍ଟୋରି’ ଏବେ ୨୦୦ କୋଟି କ୍ଲବରେ ସାମିଲ ହେବାକୁ ଆଉ ମାତ୍ର କିଛି ପାଦ ପଛରେ ରହିଛି। ଚଳିତ…

ଦ୍ୱିତୀୟଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ସିଦ୍ଦାରାମାୟା

ବେଙ୍ଗାଲୁରୁ,୨୦।୫: କର୍ନାଟକ ରାଜନୀତି ଏବେ ବେଶ ସରଗରମ। ଚଳିତ ବର୍ଷ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ସଂଖ୍ୟା ଗରିଷ୍ଠତା ମିଳିବା ପରେ ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ…

ଦୁଇ ମନ୍ଦିରରୁ ଚୋରି, କାଳି ମନ୍ଦିର ହୁଣ୍ଡିରୁ ୧ଲକ୍ଷ ଟଙ୍କା ସମେତ ସୁନା ଓ ରୂପା ଗହଣା ଗାଏବ

ରାୟଗଡା,୨୦।୫(ସ୍ବ.ପ୍ର): ରାୟଗଡା ଏସପି ବାସଗୃହ ନିକଟସ୍ଥ କାଳୀ ମନ୍ଦିରରୁ ଚୋରି ହୋଇଛି। ସୂଚନା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ କେହି ଦୁର୍ବୁତ୍ତ କାଳୀ ମନ୍ଦରି ମୁଖ୍ୟ ଦ୍ୱାରର…

ଜି-୭ ବୈଠକରେ ୟୁକ୍ରେନ ରାଷ୍ଟ୍ରପତି ଜେଲନସ୍କିଙ୍କୁ ଭେଟିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ

ଓ୍ବାଶିଂଟନ,୨୦।୫: ଜାପାନର ହିରୋଶିମା ସହରରେ ଆୟୋଜିତ ହୋଇଛି ଜି-୭ ଶିଖର ସମ୍ମିଳନୀ। ଏଥିରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡେମିର ଜେଲନସ୍କିଙ୍କୁ ଭେଟିବେ ବୋଲି…