କର୍ନାଟକ ପରେ ଏବେ ବିହାରକୁ ଭୟ: ତେଜସ୍ବୀ ଯାଦବ

ପାଟନା,୧୯।୫: ଜମି ବଦଳରେ ଚାକିରି ଦେବା ମାମଲାରେ ଗୁରୁବାର ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଜସ୍ବୀ ଯାଦବଙ୍କ ମା’ ରାବ୍ରି ଦେବୀଙ୍କୁ ଇଡି ଜେରା କରିଥିଲା। ଏହାକୁ…

ଆସନ୍ତା ସପ୍ତାହରେ ମହାରାଷ୍ଟ୍ରରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ, ଶିନ୍ଦେ ଶିବିରର ୮ ନେତା ହୋଇପାରନ୍ତି ମନ୍ତ୍ରୀ

ମୁମ୍ବାଇ,୧୯।୫: ମହାରାଷ୍ଟ୍ରରେ କ୍ୟାବିନେଟ ସମ୍ପ୍ରସାରଣ ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଆସନ୍ତା ସପ୍ତାହରେ ଏକନାଥ ଶିନ୍ଦେ ସରକାର କ୍ୟାବିନେଟକୁ ସମ୍ପ୍ରସାରଣ କରି ଏହାକୁ କାର୍ଯ୍ୟକାରୀ କରିବେ।…

ଏଏସ୍‌ଓ ମେରିଟ୍‌ ଲିଷ୍ଟକୁ ଖାରଜ କଲେ ହାଇକୋର୍ଟ, ୨ ମାସ ମଧ୍ୟରେ ସାନି ମେରିଟ୍‌ ଲିଷ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ

କଟକ ଅଫିସ,୧୯।୫: ଏଏସ୍‌ଓ ନିଯୁକ୍ତି ନେଇ ଲୋକସେବା ଆୟୋଗ(ଓପିଏସ୍‌ସି)ପକ୍ଷରୁ ଜାରି ହୋଇଥିବା ମେରିଟ୍‌ ଲିଷ୍ଟକୁ ଶୁକ୍ରବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏଥିସହିତ ଲିଖିତ ପରୀକ୍ଷାରେ ପିଲାମାନେ ପାଇଥିବା…

ଶନିବାର ସିଦ୍ଦାରାମାୟା, ଶିବକୁମାରଙ୍କ ଶପଥ ଗ୍ରହଣ, ସମାରୋହରେ ସାମିଲ ହୋଇପାରନ୍ତି ବିରୋଧୀ ନେତା

ବେଙ୍ଗାଲୁରୁ,୧୯।୫: କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ କଂଗ୍ରେସ ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ଏବଂ ଉପମୁଖ୍ୟମନ୍ତ୍ରୀ ଭାବେ ଡି.କେ ଶିବକୁମାର ଶନିବାର ଶପଥ ନେବେ।…

କୌଣସି ଭୁଲ ହୋଇନାହିଁ, ସରକାରଙ୍କ କାମ ହେଉଛି… ବିରୋଧୀଙ୍କୁ ରିଜିଜୁଙ୍କ ଜବାବ

ନୂଆଦିଲ୍ଲୀ,୧୯।୫: କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ ଶୁକ୍ରବାର ଭୂ-ବିଜ୍ଞାନ ବିଭାଗରେ କ୍ୟାବିନେଟ ମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ସମୟରେ ଆଇନ ମନ୍ତ୍ରଣାଳୟରୁ ହଟାଯିବା ବିଷୟରେ…

ଆଇପିଏଲ ୬୬ ତମ ମ୍ୟାଚ: ପଞ୍ଜାବ-ରାଜସ୍ଥାନ ମୁହାଁମୁହିଁ

ଧର୍ମଶାଳା,୧୯।୫: ଆଇପିଏଲର ୨୦୨୩ର ୬୬ ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ(ପିବିକେଏସ)କୁ ଭେଟିବ ରାଜସ୍ଥାନ ରୟାଲ୍ସ (ଆରଆର)। ଶୁକ୍ରବାର ଏହି ମ୍ୟାଚ ଧର୍ମଶାଳା ଷ୍ଟାଡିୟମରେ ସନ୍ଧ୍ୟା ୭.୩୦ରେ ଖେଳାଯିବ।…

ବରକୁ ଉଠାଇ ଆଣିଲା ପୋଲିସ

ବଲାଙ୍ଗୀର ଅଫିସ, ୧୯ା୫: ବଲାଙ୍ଗୀର ସହର ଶ୍ରୀରାମ ନଗରଠାରେ ଗୁରୁବାର ମୁସଲମାନ ସମ୍ପ୍ରଦାୟର ଏକ ବିବାହ (ନିକାହ) ଉତ୍ସବରେ ଯୌତୁକ ଦାବିକୁ ନେଇ ଗୁରୁବାର ଅଭାବନୀୟ ପରିସ୍ଥିତି…

ଇମ୍ରାନଙ୍କୁ ମିଳିଲା ଅନ୍ତରୀଣ ଜାମିନ

ଇସଲାମାବାଦ,୧୯।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଆଣ୍ଟି ଟୋରୋରିଜିମ କୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ହିଂସା ମାମଲାରେ ଇମ୍ରାନଙ୍କୁ ଜୁନ ୨ ପର୍ଯ୍ୟନ୍ତ ଅନ୍ତରୀଣ…

୫-ଟି ସଚିବଙ୍କ ଗସ୍ତ ପୂର୍ବରୁ ତରବରିଆ କାର୍ଯ୍ୟ

ମ. ରାମପୁର,୧୯।୫(ଡି.ଏନ.ଏ.): ୧୯ ଓ ୨୦ ତାରିଖରେ ୨ ଦିନିଆ କଳାହାଣ୍ଡି ଜିଲା ଗସ୍ତରେ ଆସିବେ ୫-ଟି ସଚିବ ଭି.କେ. ପାଣ୍ଡିୟାନ। ଏହି ଅବସରରେ ମ. ରାମପୁର…

ପିଡିଏସ ସାମଗ୍ରୀ ଆଣିବାକୁ ଯାଇ ଅଂଶୁଘାତର ଶିକାର

ଖଡ଼ିଆଳ,୧୯।୫(ଡି.ଏନ.ଏ.): ନୂଆପଡା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ରାଣୀମୁଣ୍ଡା ପଞ୍ଚାୟତ ମହୁଲକୋଟ ଗ୍ରାମର ଜଣେ ବୃଦ୍ଧା ପିଡିଏସ ସାମଗ୍ରୀ ଆଣିବାକୁ ଯାଇ କୋଟାମାଲଠାରେ ଅଂଶୁଘାତର ଶିକାର ହୋଇଥିବା…