ଜନତା ପରିବାରରୁ କଂଗ୍ରେସ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା

ବେଙ୍ଗାଲୁରୁ,୧୯ା୫: ଜନତା ପରିବାରରେ ଅଢ଼େଇ ଦଶନ୍ଧି ଧରି ରହିଆସିଥିବା ଏବଂ ଏକଦା କଂଗ୍ରେସ ବିରୋଧୀ ଆଭିମୁଖ୍ୟକୁ ନେଇ ପରିଚିତ ଥିବା ସିଦ୍ଦାରାମାୟା ଦ୍ୱିତୀୟ ଥର ପାଇଁ କର୍ନାଟକ…

ଅଟକିଛି ବହୁତଳ ପାର୍କିଂ କମ୍ପ୍ଲେକ୍ସ କାର୍ଯ୍ୟ

ବ୍ରହ୍ମପୁର ଅଫିସ,୧୯ା୫: ବ୍ରହ୍ମପୁର ସହରରେ ଜନସଂଖ୍ୟା ବୃଦ୍ଧି ହେଉଥିବା ବେଳେ ଯାନବାହାନ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏହାଦ୍ୱାରା ସହରରେ ଗାଡି ପାର୍କିଂ ଏକ ମୁଖ୍ୟ ସମସ୍ୟା…

ମଞ୍ଚରେ ଭାଜପା-ବିଜେଡି ନେତା ମୁହାଁମୁହିଁ

କାମାକ୍ଷାନଗର,୧୯।୫(ଡି.ଏନ୍‌.ଏ.): ବହୁ ପ୍ରତୀକ୍ଷିତ ଅନୁଗୋଳ-ସୁକିନ୍ଦା ରେଳ ପ୍ରକଳ୍ପ ଉଦ୍‌ଘାଟନୀ ସମାରୋହରେ ରାଜନୀତି ପଶିଛି। ଆମନ୍ତ୍ରିତ ହୋଇ ଆସିଥିବା ଭାଜପା ଓ ବିଜେଡି ନେତା ମଞ୍ଚ ଉପରେ ପରସ୍ପରକୁ…

ସାବିତ୍ରୀ ପାଇଁ ଫଳ ଦର ଆକାଶଛୁଆଁ

ଭଦ୍ରକ ଅଫିସ, ୧୯।୫: ସାବିତ୍ରୀ ବ୍ରତ ପାଇଁ ଭଦ୍ରକ ସହର ବଜାରରେ ଗ୍ରାହକଙ୍କ ଭିଡ଼ ଜମିଥିବା ବେଳେ ଫଳ ଦର ଆକାଶଛୁଅଁା ହୋଇଛି। ଶୁକବ୍ରାର ବ୍ରତଧାରୀମାନେ ସାବିତ୍ରୀଙ୍କୁ…

ଅଧାରେ ଅଟକିଛି ଡ୍ରେନ୍‌, ପାଚେରି ନିର୍ମାଣ

ଖଇରା, ୧୯।୫(ଡି.ଏନ.ଏ.): ବାଲେଶ୍ୱର-ଭଦ୍ରକ ୨ ଜିଲାକୁ ସଂଯୋଗ କରୁଥିବା ମହତୀପୁର-ଚରମ୍ପା ଭାୟା ବାରାପୁର ରାସ୍ତା ନିର୍ମାଣ ଚାଲିଥିବା ବେଳେ ବିଭିନ୍ନ ଗ୍ରାମରେ ଡ୍ରେନ ଓ ପାଚେରି ନିର୍ମାଣ…

‘ବେକାରି ସମସ୍ୟା ଦୂର ପାଇଁ ଇସ୍ପାତ କାରଖାନା ଜରୁରୀ’

କେନ୍ଦୁଝର,୧୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବେକାରି ସମସ୍ୟା ଉତ୍କଟ ମହାମାରୀ ସଦୃଶ ହୋଇଗଲାଣି। ଜିଲାରେ ଛୋଟ ଛୋଟ ପ୍ଳାଣ୍ଟ୍‌ ଗୁଡ଼ିକ ବନ୍ଦ ହେଇଗଲାଣି। ଖଣି ଖାଦାନରେ କାମ ନ…

ଶ୍ରମିକଙ୍କ ବଦଳରେ ଜେସିବି ପୋଖରୀ ଖୋଳୁଛି

କୁଜଙ୍ଗ,୧୯ା୫ (ଡି.ଏନ.ଏ.): କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଜଣେ ଗରିବ ଲୋକକୁ ବର୍ଷକରେ ଶହେ ଦିନ କାମ…

ବଢ଼ୁଛି ଅଟ୍ଟାଳିକା ଭାର, ଦବୁଛି ମାନ୍‌ହାଟ୍ଟନ୍‌

ନ୍ୟୁୟର୍କ, ୧୯।୫: ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ନଭଶ୍ଚୁମ୍ବି ଅଟ୍ଟାଳିକା ପାଇଁ ନ୍ୟୁୟର୍କ ଖୁବ୍‌ ଖ୍ୟାତ। କିନ୍ତୁ ଯେଉଁ ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ପାଇଁ ଦେଶ ବିଦେଶରୁ ବହୁ…

ଆଇପିଏଲ୍‌ରୁ ବାଦ୍‌ ପଡିଲେ ଉନାଡକଟ୍‌

ଲକ୍ଷ୍ନୌ,୧୮ା୫: ଲକ୍ଷ୍ନୌ ସୁପର ଜାଏଣ୍ଟ୍ସର ଅଲରାଉଣ୍ଡର ଜୟଦେବ ଉନାଡକଟ୍‌ ବାମ କାନ୍ଧରେ ଆଘାତ ଲାଗି ଅବଶିଷ୍ଟ ଆଇପିଏଲ୍‌ରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ସ୍ଥାନରେ ମୁମ୍ବାଇର ଯୁବ ଅଲରାଉଣ୍ଡର…

ଉଦ୍ଧାର କାର୍ଯ୍ୟରେ ସାମିଲ ହେଲା ଭାରତୀୟ ନୌସେନା

ନୂଆଦିଲ୍ଲୀ, ୧୮ା୫ : ଭାରତ ମହାସାଗରରେ ଚାଇନାର ଏକ ମାଛଧରା ବୋଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ବୁଡ଼ିଯିବାରୁ ସେଥିରେ ଥିବା ୩୯ କର୍ମଚାରୀ ନିଖୋଜ ଅଛନ୍ତି। ବେଜିଂର ଅନୁରୋଧ…