ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉନ୍ନୀତ ପାଇଁ ଦାବିପତ୍ର

କେନ୍ଦୁଝର,୨୫ା୩(ସ୍ବ.ପ୍ର.): କେନ୍ଦୁଝର ଭଳି ଆଦିବାସୀବହୁଳ ଏବଂ ଅବିଭାଜିତ ଜିଲାରେ ଆଦିବାସୀ ଛାତ୍ରୀଛାତ୍ରଙ୍କ ଉଚ୍ଚଶିକ୍ଷା ନିମିତ୍ତ ପାଟଣା ବିଧାୟକ ତଥା କେନ୍ଦୁଝର ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଜଗନ୍ନାଥ…

ମହିଳା ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌: ନୀତୁଙ୍କୁ ସ୍ବର୍ଣ୍ଣ ପଦକ…

ନୂଆଦିଲ୍ଲୀ,୨୫।୩ : ମହିଳା ବିଶ୍ୱ ବକ୍ସିଂ ଚାମ୍ପିୟନଶିପରେ ଭାରତୀୟ ବକ୍ସର ନୀତୁ ଘଂଘାସ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ୪୮ କିଲୋଗ୍ରାମ ଓଜନ ବର୍ଗରେ ନୀତୁ ଘଂଘାସ ମୋଙ୍ଗୋଲିଆର…

ଯକ୍ଷ୍ମା ନିରାକରଣରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ଯକ୍ଷ୍ମା ବା ଟିବି ନିରାକରଣରେ ସାରା ଦେଶରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଛି। ଦେଶର ପ୍ରମୁଖ ରାଜ୍ୟକୁ ପଛରେ ପକାଇଥିବା ଇଣ୍ଡିଆ ଟିବି ରିପୋର୍ଟ ୨୦୨୩ରେ…

୧୪୭ ଆଫଗାନିସ୍ତାନ ଶରଣାର୍ଥୀଙ୍କୁ ଦେଶରୁ ଘଉଡ଼ାଇଲା ଇରାନ, ଘରକୁ ଫେରିବାରେ ସାହାଯ୍ୟ କଲା ଜାତିସଂଘ

କାବୁଲ,୨୫ା୩: ପୂର୍ବ ହେରାଟ ପ୍ରଦେଶର ଇସ୍‌ଲାମକାଲା ସୀମା ପାର କରି ଅତି କମ୍‌ରେ ୧୪୭ ଆଫଗାନିସ୍ତାନ ଶରଣାର୍ଥୀ ଇରାନରୁ ଫେରି ଆସିଛନ୍ତି। ତାଲିବାନର ଜଣେ ସୀମା ଅଧିକାରୀଙ୍କ…

ଭାରତୀୟ ବ୍ୟାଙ୍କଙ୍କୁ ସଙ୍କଟ ସ୍ଥିତି ସମ୍ପର୍କରେ ଅବଗତ କରାଇବାକୁ କହିଲେ ଅର୍ଥମନ୍ତ୍ରୀ…

ନୂଆଦିଲ୍ଲୀ,୨୫।୩ : ବିଶ୍ୱସ୍ତରରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ଲାଗି ରହିଥିବା ସଙ୍କଟ ମଧ୍ୟରେ ବିଭିନ୍ନ ଆର୍ଥିକ ପାରାମିଟରଗୁଡିକର ମୂଲ୍ୟାଙ୍କନ କରିବାକୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଭାରତୀୟ ବ୍ୟାଙ୍କଙ୍କୁ…

ସାବଧାନ! ପୃଥିବୀର ଅତି ନିକଟରେ ଅତିକ୍ରମ କରିବ ବିଶାଳକାୟ ଉଲକାପିଣ୍ଡ: ନାସା ଜାରି କଲା ସତର୍କ ସୂଚନା…

ଓ୍ବାଶିଂଟନ,୨୫।୩ : ଆମେରିକାର ମହାକାଶ ଏଜେନ୍ସି ନାସା ଏକ ଚେତାବନୀ ଦେଇଛି। ଏକ ବିଶାଳ ଉଲକାପିଣ୍ଡ ପୃଥିବୀ ଆଡକୁ ଗତି କରୁଛି। ଏହା ଏତେ ବଡ ଯେ…

କରୋନା ନେଇ କେନ୍ଦ୍ରର ଆଡଭାଇଜରୀ: ଏପ୍ରିଲ୍‌ ୧୦-୧୧ରେ ମକ ଡ୍ରିଲ୍‌ …

ନୂଆଦିଲ୍ଲୀ,୨୫।୩ : ଦେଶରେ କରୋନାଭାଇରସ ଏବଂ ଫ୍ଲୁ ସଂକ୍ରମଣ  ବୃଦ୍ଧି ମଧ୍ୟରେ କେନ୍ଦ୍ର ଦ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏକ ଆଡଭାଇଜରୀ ଜାରି କରିଉନ୍ତି। ଏଥିରେ କରୋନା ପାଇଁ ସ୍ଥିର…

ନିର୍ବାଚନରେ ଖାତା ଖୋଲିବାକୁ ଭାଜପାର କସରତ

ସରଣ୍ଡା,୨୫ା୩(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଏନ୍‌ଏସି ନିର୍ବାଚନ ଯେତେ ପାଖେଇ ଆସୁଛି ସେତେ ରାଜନୈତିକ ତତ୍ପରତା ଦେଖିବାକୁ ମିଳୁଛି। ସହର ସାରା ଖେଳି ଗଲାଣି ଦଳୀୟ ପତାକା…

ରାହୁଲଙ୍କ ସଦସ୍ୟତା ରଦ୍ଦ ସହିତ ଆଦାନୀ ପ୍ରସଙ୍ଗର କିଛି ସମ୍ପର୍କ ନାହିଁ: ରବିଶଙ୍କର…

ନୂଆଦିଲ୍ଲୀ,୨୫।୩ : ବରିଷ୍ଠ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଶନିବାର ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି ଯେ କଂଗ୍ରେସ ନେତା…

ଝଡ଼ ମୃତ୍ୟୁସଂଖ୍ୟା ବଢୁଛି, ୨୩ରେ ପହଞ୍ଚିଲାଣି ମୃତକଙ୍କ ସଂଖ୍ୟା

ଓ୍ବାଶିଂଟନ,୨୫ା୩: ଆମେରିକାର ଦକ୍ଷିଣ-ପୂର୍ବ ମିସିସିପିରେ ଏକ ଭୟଙ୍କର ଘୂର୍ଣ୍ଣିବଳୟ ଏବଂ ପ୍ରବଳ ବଜ୍ରପାତ ଘଟି ବର୍ତ୍ତମାନ ସୁଦ୍ଧା ୨୩ ଜଣଙ୍କର ମୃତ୍ୟୁ ହୋଇଥିବା ଶନିବାର ଏକ ରିପୋର୍ଟରେ…