ସିଦ୍ଦାରାମାୟା ହେବେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୭।୫: ଚାରି ଦିନର ମନ୍ଥନ ପରେ କଂଗ୍ରେସ କର୍ନାଟକର ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡାନ୍ତ କରିଛି। ଦଳ ପୁଣି ଥରେ ସିଦ୍ଦାରାମାୟାଙ୍କ ଉପରେ ବିଶ୍ୱାସ କରିଛି। ସୂତ୍ର ଅନୁସାରେ,…

‘ମେଟା ଇଣ୍ଡିଆ’ରୁ ଇସ୍ତଫା ଦେଲେ ଆଉ ଜଣେ ବଡ ଅଧିକାରୀ

ନୂଆଦିଲ୍ଲୀ,୧୭।୫:ଫେସବୁକ୍‌, ଇନଷ୍ଟାଗ୍ରାମ ଏବଂ ଫେସବୁକ୍‌ର ସହାୟକ କମ୍ପାନୀ ମେଟାର ଜଣେ ବଡ ଅଧିକାରୀ ମେଟାରୁ ଅଲଗା ହୋଇଛନ୍ତି। ସେ ହେଉଛନ୍ତି ଭାରତର ମେଟାର ଡାଇରେକ୍ଟର ଏବଂ ପାର୍ଟନରସିପ୍‌…

ଆଇପିଏଲ ୬୪ତମ ମ୍ୟାଚ: ଆଜି ଡିସି-ପିବିକେଏସ୍‌ ଲଢେଇ

ଧର୍ମଶାଳା,୧୭।୫: ଆଇପିଏଲ ୨୦୨୩ର ୬୪ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ଭେଟିବ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)। ବୁଧବାର ସନ୍ଧ୍ୟା ୭:୩୦ରେ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମ, ଧର୍ମଶାଳା…

ଆରମ୍ଭ ହେଲା ରବିଧାନ ସଂଗ୍ରହ

ବାରିପଦା ଅଫିସ,୧୭।୫: ମୟୂରଭଞ୍ଜ ଜିଲାରେ ଚଳିତ ବର୍ଷ ଚାଷୀମାନଙ୍କଠାରୁ ରବି ଧାନ କିଣା ଆରମ୍ଭ ହୋଇଛି। ଜିଲାସ୍ତରୀୟ ରବି ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟି ବୈଠକ…

କର୍ନାଟକରେ ଭାଜପା ହରିବା ନେଇ ନିଜକୁ ଦାୟୀ କଲେ ବୋମ୍ମାଇ

ବେଙ୍ଗାଲୁରୁ,୧୭।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ବିଜୟ ହୋଇଛି। ଯାହା ପରେ ନୂଆ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ମନ୍ଥନ ଚାଲିଛି। ଏହି ସମୟରେ ଭାଜପା ହାରିବାର…

ଗରା, ବାଲ୍‌ଟି ଧରି ରାସ୍ତାରେ ମହିଳା

ନୀଳଗିରି, ୧୬।୫(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ଛତ୍ରପୁର ପଞ୍ଚାୟତର ୪ଟି ଗାଁରେ ପାନୀୟ ଜଳ ଯୋଗାଣରେ ଅବ୍ୟବସ୍ଥା ଦେଖାଦେଇଛି। ଏହାର ପ୍ରତିବାଦ କରି ମଙ୍ଗଳବାର…

ଅସରାଏ ବର୍ଷାରେ ରାସ୍ତା ମରଣଯନ୍ତା

ରାଇବଣିଆ, ୧୭।୫: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଚମାର ଗାଁ ପଞ୍ଚାୟତର ଚାଫ୍ଲାଆ ଛକଠାରୁ ଜଳେଶ୍ୱରକୁ ଯିବା ପାଇଁ ଥିବା ପ୍ରଧାନମନ୍ତ୍ରୀ ସଡ଼କ ଅବସ୍ଥା ଶୋଚନୀୟ ହୋଇପଡିଛନ୍ତି।…

ଅଟେଇ ସଂରକ୍ଷିତ ଜଙ୍ଗଲରୁ ୨ ଟ୍ରାପ୍‌ କ୍ୟାମେରା ଚୋରି

କେନ୍ଦୁଝର,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗଁା ରେଞ୍ଜ ଅନ୍ତର୍ଗତ ଅଟେଇ ସଂରକ୍ଷିତ ଜଙ୍ଗଲରୁ ପୁଣି ୨ଟି ଟ୍ରାପ୍‌ କ୍ୟାମେରା ଚୋରି ହୋଇଥିବା ନେଇ ଘଟଗଁା ଫରେଷ୍ଟର ଜତିନ୍ଦ୍ର ସାହୁ ଥାନାରେ…

୨୦ବର୍ଷ ତଳେ ନିଜସ୍ବ ଅର୍ଥରେ ଗଢ଼ିଥିଲେ ମନ୍ଦିର

ଖୁଣ୍ଟୁଣୀ,୧୭।୫( ଡି.ଏନ୍‌.ଏ.): ନିଜ ଜନ୍ମ ଭୂମିରେ ଏକ ମନ୍ଦିର କରିବା ପାଇଁ ସ୍ବପ୍ନ ଦେଖି ତାହାକୁ ସତରେ ପରିଣତ କରିବା ବହୁତ କମ୍‌ ଲୋକ ଥାଆନ୍ତି। ଏଭଳି…

୧୯ରୁ ପ୍ରଦର୍ଶନ ହେବ ଚଳଚ୍ଚିତ୍ର ‘ଫାଲଗୁନ – ଚୈତ୍ର’

ପୁରୀ ଅଫିସ, ୧୭।୫: ପୁରୀ ପୌରସଦନ ପରିସରରେ ଆସନ୍ତା ୧୯ ତାରିଖଠାରୁ ୩ଦିନ ଧରି ଓଡ଼ିଆ ଚଳଚ୍ଚିତ୍ର ‘ଫାଲଗୁନ-ଚୈତ୍ର’ ପ୍ରଦର୍ଶନ ହେବାକୁ ଯାଉଛି। ଏନେଇ ମଙ୍ଗଳବାର ଆୟୋଜକମାନଙ୍କ…