ଅସରାଏ ବର୍ଷାରେ ରାସ୍ତା ମରଣଯନ୍ତା

ରାଇବଣିଆ, ୧୭।୫: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଚମାର ଗାଁ ପଞ୍ଚାୟତର ଚାଫ୍ଲାଆ ଛକଠାରୁ ଜଳେଶ୍ୱରକୁ ଯିବା ପାଇଁ ଥିବା ପ୍ରଧାନମନ୍ତ୍ରୀ ସଡ଼କ ଅବସ୍ଥା ଶୋଚନୀୟ ହୋଇପଡିଛନ୍ତି।…

ଅଟେଇ ସଂରକ୍ଷିତ ଜଙ୍ଗଲରୁ ୨ ଟ୍ରାପ୍‌ କ୍ୟାମେରା ଚୋରି

କେନ୍ଦୁଝର,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗଁା ରେଞ୍ଜ ଅନ୍ତର୍ଗତ ଅଟେଇ ସଂରକ୍ଷିତ ଜଙ୍ଗଲରୁ ପୁଣି ୨ଟି ଟ୍ରାପ୍‌ କ୍ୟାମେରା ଚୋରି ହୋଇଥିବା ନେଇ ଘଟଗଁା ଫରେଷ୍ଟର ଜତିନ୍ଦ୍ର ସାହୁ ଥାନାରେ…

୨୦ବର୍ଷ ତଳେ ନିଜସ୍ବ ଅର୍ଥରେ ଗଢ଼ିଥିଲେ ମନ୍ଦିର

ଖୁଣ୍ଟୁଣୀ,୧୭।୫( ଡି.ଏନ୍‌.ଏ.): ନିଜ ଜନ୍ମ ଭୂମିରେ ଏକ ମନ୍ଦିର କରିବା ପାଇଁ ସ୍ବପ୍ନ ଦେଖି ତାହାକୁ ସତରେ ପରିଣତ କରିବା ବହୁତ କମ୍‌ ଲୋକ ଥାଆନ୍ତି। ଏଭଳି…

୧୯ରୁ ପ୍ରଦର୍ଶନ ହେବ ଚଳଚ୍ଚିତ୍ର ‘ଫାଲଗୁନ – ଚୈତ୍ର’

ପୁରୀ ଅଫିସ, ୧୭।୫: ପୁରୀ ପୌରସଦନ ପରିସରରେ ଆସନ୍ତା ୧୯ ତାରିଖଠାରୁ ୩ଦିନ ଧରି ଓଡ଼ିଆ ଚଳଚ୍ଚିତ୍ର ‘ଫାଲଗୁନ-ଚୈତ୍ର’ ପ୍ରଦର୍ଶନ ହେବାକୁ ଯାଉଛି। ଏନେଇ ମଙ୍ଗଳବାର ଆୟୋଜକମାନଙ୍କ…

ଆଜି ରାହୁଲ ଗାନ୍ଧୀଙ୍କୁ ଭେଟିବେ ସିଦ୍ଦାରାମାୟା , ଶିବକୁମାର

ନୂଆଦିଲ୍ଲୀ,୧୭।୫: କର୍ନାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ସସ୍‌ପେନ୍ସ ଜାରି ରହିଛି। ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ଦୁଇ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ନେତା ଡି.କେ ଶିବକୁମାର…

କାମରେ ଆସୁନି ପାନୀୟଜଳ ପ୍ରକଳ୍ପ: ଲୋକେ ହନ୍ତସନ୍ତ

କାକଟପୁର,୧୭।୫(ଡି.ଏନ୍‌.ଏ.): ଲୋକଙ୍କୁ ଶୁଦ୍ଧ ପାନୀୟଜଳ ଯୋଗାଇଦେବା ପାଇଁ ଗ୍ରାମାଞ୍ଚଳରେ ନିର୍ମାଣ ହେଉଛି ପାନୀୟ ଜଳ ପ୍ରକଳ୍ପ। ଏଥିପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନାମାନ କରି…

ପୋଲିସ, ସାଇଣ୍ଟିଫିକ୍‌ ଟିମ୍‌ର ଛାନ୍‌ଭିନ୍‌

ଖୋର୍ଦ୍ଧା ଅଫିସ,୧୭।୫: ଖୋର୍ଦ୍ଧାରେ ଆଇନଶୃଙ୍ଖଳା ସ୍ଥିତି ବିଗିଡ଼ିବାରେ ଲାଗିଛି। ସହରରେ ନିଶା କାରବାର ସହିତ ଅସାମାଜିକ କାର୍ଯ୍ୟକଳାପ ବଢ଼ିଚାଲିଛି। କଥା କଥାକେ ଫୁଟୁଛି ଗୁଳି। ଏପରିକି ଜୀବନ…

ସତ୍ୟପାଲଙ୍କ ଘନିଷ୍ଠ ସହଯୋଗୀଙ୍କ ଘରେ ସିବିଆଇ ଚଢାଉ

ଶ୍ରୀନଗର,୧୭।୫: ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ପୂର୍ବତନ ମିଡିଆ ପରାମର୍ଶଦାତା ସୁନକ ବାଲିଙ୍କ ଘରେ ସିବିଆଇ ଚଢାଉ କରିଛି। ସତ୍ୟପାଲଙ୍କ ଅଭିଯୋଗ ଉପରେ ପଞ୍ଜୀକୃତ ହୋଇଥିବା…

୧୪ ବର୍ଷ ହେଲା ପାଇପ୍‌ ପାଣିରୁ ବଞ୍ଚିତ ୩ ଗାଁ

ବୋଲଗଡ଼,୧୭।୫(ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ଲୋକେ କିପରି ବିଶୁଦ୍ଧ ପାନୀୟଜଳ ପାଇପାରିବେ, ସେନେଇ ସରକାର ବିଭିନ୍ନ ଯୋଜନା କରିବା ସହ ପଦକ୍ଷେପ ନେଉଛନ୍ତି। ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପ୍ରତ୍ୟେକ…

ମା’ଙ୍କୁ ଗିଫ୍ଟ କଲେ ନିଜ ଚୁଟିରେ ପ୍ରସ୍ତୁତ ୱିଗ୍‌

ୱାଶିଂଟନ୍‌: ମାତୃ ଦିବସରେ ଅନେକେ ତାଙ୍କ ମା’ଙ୍କୁ ଖୁସି କରାଇବା ପାଇଁ ବିଭିନ୍ନ ପ୍ରକାରର ଗିଫ୍ଟ ଦେଇଥା’ନ୍ତି। ହେଲେ ନିକଟରେ ଜଣେ ବ୍ୟକ୍ତି ମାତୃ ଦିବସରେ ତାଙ୍କ…