ଲିଙ୍ଗଗତ ଅସମାନତା ଯୋଗୁ ସଙ୍କୁଚିତ ହେଉଛି ମହିଳାଙ୍କ ମସ୍ତିଷ୍କ

ଲଣ୍ଡନ, ୧୫ା୫: ଅନେକ ଦେଶରେ ମହିଳାଙ୍କ ଅପେକ୍ଷା ପୁରୁଷଙ୍କୁ ବେଶି ପ୍ରାଧାନ୍ୟ ଦିଆଯାଏ। ଘରେ ହେଉ ଅବା ବାହାରେ, ପାଠ ପଢ଼ାଠାରୁ ଆରମ୍ଭ କରି ଚାକିରି କରିବା…

ନଦୀ ଗର୍ଭରେ ଲୀନ ହେବ ଶତାଧିକ ଏକର ଜମି

ଖଣ୍ଡପଡ଼ା,୧୫ା୫(ସ୍ବ.ପ୍ର.): ନୟାଗଡ଼ ଜିଲାରେ ପ୍ରତିବର୍ଷ କୁସୁମୀ ଓ କୁଆଁରିଆ ନଦୀ ବନ୍ୟାରେ ତଟବର୍ତ୍ତୀ ଫସଲ ଜମି କ୍ରମଶଃ ଲୀନ ହେବାରେ ଲାଗିଛି। ଏହାଛଡା ପ୍ରବଳ ବନ୍ୟା ସ୍ରୋତରେ…

ଲକି ଡ୍ର ଜରିଆରେ ଇ-ସ୍କୁଟର ଜିତିଲେ ଗ୍ରାହକ

ଭୁବନେଶ୍ୱର,୧୫।୫: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଲାଲଚାନ୍ଦ୍‌ ଜୁଏଲର୍ସର ବ୍ରହ୍ମପୁର ଶୋ’ରୁମ୍‌ ପକ୍ଷରୁ ନିକଟରେ ଏକ ମେଗା ଲକି ଡ୍ର ଉଠାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ…

ଓଭିଏ କାର୍ଯ୍ୟକାରିଣୀରେ ୨ ନୂଆ ସଦସ୍ୟଙ୍କୁ ସ୍ବାଗତ

ଭୁବନେଶ୍ୱର, ୧୫।୫(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଭଲିବଲ ଆସୋସିଏଶନ (ଓଭିଏ)ର କାର୍ଯ୍ୟକାରିଣୀ ବୈଠକ ରବିବାର କଟକ ବାରବାଟୀ ଷ୍ଟାଡିୟମସ୍ଥିତ ଓଡ଼ିଶା ଅଲିମ୍ପିକ୍‌ ଆସୋସିଏଶନ କାଉନ୍ସିଲ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି।…

ପ୍ରଥମ ଫାଇନାଲରେ କଟକ ବିଜୟୀ

ଭୁବନେଶ୍ୱର,୧୫ା୫ (ସ୍ପୋଟର୍‌ସ ବ୍ୟୁରୋ): ଓଟିଏମ୍‌ କଟକ ଗ୍ରାଉଣ୍ଡରେ ଅନୁଷ୍ଠିତ ୬୨ ତମ ଆନ୍ତଃଜିଲ୍ଲା ସାହାଣୀ କପ୍‌ ଫୁଟବଲ ଟୁର୍ନାମେଣ୍ଟର ପ୍ରଥମ ଚରଣ ଫାଇନାଲରେ ବିଜୟୀ ହୋଇଛି କଟକ।…

ପ୍ରମୋଦଙ୍କୁ ୨ ସ୍ବର୍ଣ୍ଣ, ଦୀପ୍‌ ରଞ୍ଜନଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୧୫।୫(କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ପ୍ରମୋଦ ଭଗତ ଥାଇଲାଣ୍ଡର ପଟାୟାଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ୨ଟି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ସିଙ୍ଗଲ୍ସ…

ପ୍ରଥମ ନ୍ୟାୟିକ ବିଜୟ: ରେସ୍‌ଲର

ନୂଆଦିଲ୍ଲୀ,୧୫ା୫(ପି.ଟି.) : ଭାରତୀୟ ରେସ୍‌ଲିଂ ଫେଡେରେଶନ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ଶନିବାର ଭାରତୀୟ ଅଲିମ୍ପିକ୍ସ ମହାସଂଘ (ଆଇଓଏ) ପକ୍ଷରୁ ନିଯୁକ୍ତ…

କର୍ନାଟକ: ୯ ମୁସଲମାନ ବିଧାୟକ କଂଗ୍ରେସର

ନୂଆଦିଲ୍ଲୀ,୧୫ା୫: ସଦ୍ୟ ଅନୁଷ୍ଠିତ କର୍ନାଟକ ବିଧାନସଭା ନିର୍ବାଚନରେ ୯ ଜଣ ମୁସଲମାନ ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ସେମାନେ ସମସ୍ତେ କଂଗ୍ରେସ ଟିକେଟରେ ଲଢ଼ିଥିଲେ। ଶନିବାର ଆସିଥିବା ଫଳାଫଳ…

ଏମ୍‌ଭିଏକୁ ସୁଦୃଢ଼ କରିବ ‘କର୍ନାଟକ ସୂତ୍ର’

ମୁମ୍ବାଇ, ୧୫।୫: କର୍ନାଟକରେ ଭାଜପାରେ ସଦ୍ୟ ଶୋଚନୀୟ ପରାଜୟ ମହାରାଷ୍ଟ୍ରରେ ମହାବିକାଶ ଅଘାଡ଼ି (ଏମ୍‌ଭିଏ) ପାଇଁ ନୂଆ ଆଶାର କିରଣ ପାଲଟିଛି। ୨୦୨୪ ନିର୍ବାଚନରେ ଶାସକଦଳକୁ ଚ୍ୟାଲେଞ୍ଜ…

ଏନ୍‌ପିସିଆଇ ସହ ଏପିବିର ସହଭାଗିତା

ନୂଆଦିଲ୍ଲୀ,୧୫।୫: ଏୟାରଟେଲ୍‌ ପେମେଣ୍ଟ୍‌ସ ବ୍ୟାଙ୍କ (ଏପିବି) ଏବଂ ନ୍ୟାଶନାଲ ପେମେଣ୍ଟ୍‌ସ କର୍ପୋରେଶନ ଅଫ୍‌ ଇଣ୍ଡିଆ (ଏନ୍‌ପିସିଆଇ) ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ବୁଝାମଣା ପତ୍ର (ଏମଓୟୁ) ନିକଟରେ…