୩ ରଥର ଚକ-ଅଖ ଡେରା ନୀତି ସମ୍ପନ୍ନ

ପୁରୀ ଅଫିସ, ୧୩ା୫: ମହାପ୍ରଭୁଙ୍କ ଭଉଁରି ଯାତ୍ରା ଅବସରରେ ଶୁକ୍ରବାର ଶ୍ରୀକ୍ଷେତ୍ରରେ ତିନି ରଥର ଚକ-ଅଖ ଡେରା ନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିରରୁ ତିନିଜଣ ପୂଜାପଣ୍ଡା ସାମନ୍ତ…

ରାଜ୍ୟପାଳଙ୍କୁ ରିପୋର୍ଟ ଦେଲେ କୁଳପତି

ବାରିପଦା ଅଫିସ, ୧୩ା୫: ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ ବିଦ୍ୟୁତ୍‌ ବିଭ୍ରାଟ…

ଜ୍ଞାନବାପି ମସ୍‌ଜିଦ ‘ଶିବଲିଙ୍ଗ’ର ବିଜ୍ଞାନସମ୍ମତ ସର୍ଭେ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପ୍ରୟାଗରାଜ, ୧୩ା୫(ଆଇଏଏନ୍‌ଏସ୍‌):ଜ୍ଞାନବାପି ମସ୍‌ଜିଦ ପରିସରରେ ଥିବା ‘ଶିବଲିଙ୍ଗ’ର ବୟସ ନିଶ୍ଚିତ କରିବା ଲାଗି ଏହାର ବିଜ୍ଞାନସମ୍ମତ ସର୍ବେକ୍ଷଣ କରାଇବାକୁ ଅଲ୍ଲାହାବାଦ ହାଇକୋର୍ଟ ଶୁକ୍ରବାର ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେଗଟ…

ଓଟିଇଟି ନିୟମ ବଦଳିଲା

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ (ଓଟିଇଟି) ବୈଧତା ସୀମା ବୃଦ୍ଧି କରିଛନ୍ତି। ଥରେ ଓଟିଇଟି ପାସ୍‌ କଲେ ଆଉ ପରୀକ୍ଷା ଦେବାକୁ ପଡ଼ିବ…

ଆଶ୍ରୟ ଆଶାରେ ସୀମାରେ ପ୍ରବାସୀ

ଓ୍ବାଶିଂଟନ/ମେକ୍ସିକୋ ସିଟି,୧୩ା୫: ୨୦୨୦ ମାର୍ଚ୍ଚରେ ଆମେରିକାର ତତ୍କାଳୀନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କୋଭିଡ୍‌-୧୯ ଭୂତାଣୁ ସଂକ୍ରମଣ ରୋକିବା ପାଇଁ ‘ଟାଇଟଲ ୪୨’ ନୀତି ଆରମ୍ଭ କରିଥିଲେ। ଫଳରେ…

ଦୁର୍ଗମ ତୁଳସୀ ଗାଁରେ ବରିଷ୍ଠ ପୋଲିସ ଅଧିକାରୀ

ମାଲକାନଗିରି,୧୩ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକରେ ଥିବା ଦୁର୍ଗମ ତୁଳସୀ ଘାଟିରେ ଗତ ମାସଠାରୁ ଅସ୍ଥାୟୀ ବିଏସ୍‌ଏଫ୍‌ କ୍ୟାମ୍ପ ଖୋଲାଯାଇଛି। ଶୁକ୍ରବାର ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ସଞ୍ଜୀବ…

ଖଗେଶ୍ୱରଙ୍କ ଜାମିନ ଖାରଜ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଦୀର୍ଘଦିନ ହେବ…

ଆଇଟିଆଇ ଛାତ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର ,୧୩ା୫ (ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଥିବା ଏକ ବୈଷୟିକ ଶିକ୍ଷାନୁଷ୍ଠାନ ହଷ୍ଟେଲରେ ଜଣେ ଆଇଟିଆଇ ଛାତ୍ର ଫ୍ୟାନ୍‌ରେ ଗାମୁଛା ଦ୍ୱାରା ଝୁଲି ଆତ୍ମହତ୍ୟା କରିଛନ୍ତି।…

୧୫ରୁ ଦୁବାଇକୁ ସିଧାସଳଖ ଉଡ଼ିବ ବିମାନ

ଭୁବନେଶ୍ୱର, ୧୩।୫ (ବ୍ୟୁରୋ): ଆସନ୍ତା ୧୫ ତାରିଖ ସୋମବାରଠାରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବ। ଏଥିପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସମସ୍ତ ପ୍ରକ୍ରିୟା ଶେଷ…

ରାଜଧାନୀ ସୁପରଫାଷ୍ଟରେ ନିଆଁ

ବାଲେଶ୍ୱର ଅଫିସ/ ଜଳେଶ୍ୱର,୧୩ା୫(ଡି.ଏନ.ଏ.): ନୂଆଦିଲ୍ଲୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ୨୨୮୨୪ ଡାଉନ୍‌ ରାଜଧାନୀ ଟ୍ରେନ୍‌ର ପେଣ୍ଟ୍ରିକାର୍‌ ଚକରେ ଶୁକ୍ରବାର ନିଅଁା ଲାଗିଯାଇଥିଲା। ହେଲେ ଲୋକୋ ପାଇଲଟଙ୍କ ଉପସ୍ଥିତ…