ନେପାଳ ବହିର୍ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ଜୟଶଙ୍କର

ନୂଆଦିଲ୍ଲୀ,୧୨।୫: ଷଷ୍ଠ ଭାରତ ମହାସାଗର ସମ୍ମିଳନୀ -୨୦୨୩ ରେ ଭାଗ ନେବାକୁ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଢାକାରେ ଅଛନ୍ତି। ଏହି ସମୟରେ ଶୁକ୍ରବାର ସେ ନେପାଳର…

ଇମ୍ରାନଙ୍କ ଉପରେ ଅଭିଯୋଗ ଆଣିଲେ ବିବେକ, କହିଲେ ‘କଶ୍ମିର ଫାଇଲ୍ସ’ର ଗୀତକୁ ବେଆଇନ ଭାବେ ବ୍ୟବହାର କରିଛନ୍ତି

ମୁମ୍ବାଇ,୧୨।୫:ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗୁରୁବାର ମନି ଲଣ୍ଡରିଂ ମାମଲାରେ ଗିରଫ କରାଯାଇଥିଲା। ତେବେ ଇମ୍ରାନ ଗିରଫ ପୂର୍ବରୁ ଇନଷ୍ଟାଗ୍ରାମରେ ଏକ ଭିଡିଓ ସେୟାର କରିଥିଲେ,…

ଗୁଜରାଟରେ ୬୮ ବିଚାରପତିଙ୍କ ପଦୋନ୍ନତି ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୫: ଗୁଜରାଟର ନିମ୍ନ ଅଦାଲତର ୬୮ ବିଚାରପତିଙ୍କ ପଦୋନ୍ନତି ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ରୋକ ଲଗାଇଛନ୍ତି। ରାହୁଲ ଗାନ୍ଧୀଙ୍କୁ ଅପରାଧିକ ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ କରିଥିବା…

କକପିଟ୍‌ ଭିତରକୁ ଯିବାକୁ ଅନୁମତି ଦେଇ ପାଇଲଟ ନିଲମ୍ବିତ, ଏୟାରଲାଇନକୁ ୩୦ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୧୨।୫: ଏୟାର ଇଣ୍ଡିଆର ଏକ ପାଇଲଟଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରିପୋର୍ଟ ଅନୁଯାୟୀ, ନିକଟରେ ପାଇଲଟ ତାଙ୍କ ସାଙ୍ଗକୁ କକପିଟ୍‌ ଭିତରକୁ ଯିବାକୁ ଅନୁମତି…

ବଡବିଲରେ ଏକାଧିକ ଚୋରି ମାମଲାରେ ୨ ଗିରଫ

ବଡବିଲ,୧୨।୫(ସ୍ବ:ପ୍ର:): କେନ୍ଦୁଝର ଜିଲା ବଡବିଲ ଥାନା ଅଞ୍ଚଳରେ ଘଟିଥିବା ଏକାଧିକ ଚୋରି ମାମଲାରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଏଥିସହ…

ଟସ୍‌ ଜିତିଲା ଜିଟି, ବୋଲିଂ କରିବ…

ମୁମ୍ବାଇ,୧୨।୫ଆଇପିଏଲ ୨୦୨୩ର ୫୭ ତମ ମ୍ୟାଚରେ ଶୁକ୍ରବାର ମୁମ୍ବାଇର ୱାଖେଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ)ଏବଂ ଗୁଜୁରାଟ ଟାଇଟାନ୍ସ(ଜିଟି) ମଧ୍ୟରେ ଖେଳାଯାଉଛି। ମ୍ୟାଚରେ ଗୁଜୁରାଟ ଟାଇଟାନ୍ସ ପ୍ରଥମେ…

ବାଚସ୍ପତି ଆରୁଖଙ୍କ ପରେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ୨ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶୁକ୍ରବାର ଇସ୍ତଫା ପରେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ୨ ରାଷ୍ଟ୍ରମନ୍ତ୍ରୀ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

ଭାଲୁକୁ ନେଇ ବନ ବିଭାଗ ନାକେଦନ, ଲୋକେ ଆତଙ୍କିତ

କେନ୍ଦୁଝର,୧୨।୫(ସ୍ବ.ପ୍ର.): କେନ୍ଦୁଝର ସଦର ରେଞ୍ଜ ଅନ୍ତର୍ଗତ ଯୋଗିମଠ ଗ୍ରାମ ନିକଟରେ ଏକ ବଣୁଆ ଭାଲୁ ଗ୍ରାମାଞ୍ଚଳକୁ ଚାଲି ଆସିବା ଫଳରେ ଲୋକମାନେ ଭୟଭୀତ ହୋଇପଡିଛନ୍ତି। ଶୁକ୍ରବାର ସକାଳ…

ଇସ୍ତଫା ଦେଲେ ବାଚସ୍ପତି ବିକ୍ରମ ଆରୁଖ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶୁକ୍ରବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ଉପବାଚସ୍ପତିଙ୍କୁ ପଠାଇଥିବା କହିଛନ୍ତି। ବ୍ୟକ୍ତିଗତ କାରଣ…

ବାଣପୁର ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବାଣପୁର,୧୨।୫(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ଭୀମପୁର ହରିଜନ ସାହି ଗାଁ ଦାଣ୍ଡରେ ବିଭତ୍ସ ହତ୍ୟା ଘଟଣାରେ ବାଣପୁର ପୋଲିସ ଶୁକ୍ରବାର ଜଣଙ୍କୁ ଗିରଫ କରିବା…