ତହସିଲ କାର୍ଯ୍ୟାଳୟରେ ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଯୁବକ

ନୂଆପଡ଼ା ଅଫିସ,୧୭ା୩: ଜମି ବିକ୍ରି କରିବାକୁ ସହଯୋଗ ନ ମିଳିବାରୁ ନୂଆପଡ଼ା ସଦର ତହସିଲ କାର୍ଯ୍ୟାଳୟରେ ଜଣେ ଯୁବକ ପେଟ୍ରୋଲ ଢାଳି ଦେହରେ ନିଆଁ ଲଗାଇ ଆତ୍ମାହୁତି…

ସନ୍ଧ୍ୟାରେ ମମତାଙ୍କୁ ଭେଟିବେ ଅଖିଳେଶ, ୨୦୨୪ ପାଇଁ ପ୍ରସ୍ତୁତ କରିବେ ରଣନୀତି

କୋଲକାତା,୧୭।୩: ସମାଜବାଦୀ ପାର୍ଟିର ବାର୍ଷିକ ସମ୍ମିଳନୀ କୋଲକାତାରେ ଅନୁଷ୍ଠିତ ହେବାକୁ ଯାଉଛି। ତେବେ ଏହି ସମ୍ମିଳନୀରେ ସାମିଲ ହୋବକୁ ଏସ୍‌ପି ମୁଖ୍ୟ ଅଖିଳେଶ ଯାଦବ ଶୁକ୍ରବାର କକା…

କଂଗ୍ରେସକୁ ଗୋଟିଏ ବି ଭୋଟ ଦେବା ଉଚିତ୍‌ ନୁହେଁ: କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୭।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିକଟରେ ଲଣ୍ଡନ ଗସ୍ତ କରିଥିଲେ। ସେଠାରେ କେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ସେ ଭାରତ ବିଷୟରେ ଅନେକ କଥା କହିଥିଲେ। ରାହୁଲଙ୍କ ସେହି…

ଶଙ୍ଖ ଛାଡି ପଦ୍ମ ଧରିବେ ପୂର୍ବତନ ବିଧାୟକ ହୃଷିକେଶ ନାଏକ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପାଟଣାର ପୂର୍ବତନ ବିଧାୟକ ହୃଷିକେଶ ନାଏକ ଭାଜପାରେ ସାମିଲ ହେବେ ବୋଲି ସୂଚନା ମିଳିଛି। ଆସନ୍ତା ମାର୍ଚ୍ଚ ୨୬ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ…

ଟସ୍‌ ଜିତି ଭାରତର ବୋଲିଂ ନିଷ୍ପତ୍ତି

ମୁମ୍ବାଇ,୧୭ା୩: ଭାରତ-ଅଷ୍ଟ୍ରେଲିଆ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ଶୁକ୍ରବାର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଆରମ୍ଭ ହୋଇଯାଇଛି। ଭାରତର ଅଧିନାୟକ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା…

ପେଟ୍ରୋଲ ପମ୍ପ୍‌ରେ ଅସମ୍ଭାଳ ଭିଡ଼

ପାଟଣା,୧୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡ୍ରାଇଭର ସଂଘ ପକ୍ଷରୁ ଶୁକ୍ରବାର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ୩ୟ ଦିନରେ ପହଞ୍ଚିଛି। ଢେଙ୍କିକୋଟ ପାଟଣା ଦେଇଯାଇଥିବା ୨୨୦ ନମ୍ବର…

‘ବ୍ରିଜ୍‌’ ଗୌରବ କଳ୍ପନା ଓ ବିଦ୍ୟା

ଇଟାଲୀରେ ଅନୁଷ୍ଠିତ ବିଶ୍ୱ ଯୁବ ବ୍ରିଜ୍‌ ଟ୍ରାନ୍ସନ୍ୟାଶନାଲ ଚାମ୍ପିୟନଶିପ୍‌ରେ ଚମତ୍କାର ପ୍ରଦର୍ଶନ କରି ଭାରତକୁ ଗର୍ବିତ କରିଥିଲେ ମଧ୍ୟପ୍ରଦେଶର ଦୁଇ କଲେଜ ଛାତ୍ରୀ। ସେମାନେ ହେଲେ କଳ୍ପନା…

ଭାରତରେ ଦ୍ରୁତ ଗତିରେ ବ୍ୟାପୁଛି କରୋନାର ନୂଆ ଭାରିଆଣ୍ଟ: ଆଗାମୀ ଲହରର ଆଶଙ୍କା କହିଲେ ଏକ୍ସପର୍ଟ

ନୂଆଦିଲ୍ଲ,୧୭।୩: ଭାରତରେ ଗତ କିଛି ଦିନରୁ କୋଭିଡ-୧୯ ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଭାରତରେ ପ୍ରାୟ ଚାରିମାସ ପରେ ଗୁରୁବାର ୭୦୦ରୁ ଊର୍ଦ୍ଧ୍ୱ କରୋନା ମାମଲା…

ଗୃହ ସ୍ଥଗିତ ହେବା ପରେ ଗାନ୍ଧୀ ମୂର୍ତ୍ତି ତଳେ ଆଦାନୀ ପ୍ରସଙ୍ଗକୁ ନେଇ ଧାରଣାରେ ବସିଲେ ବିରୋଧୀ ନେତା

ନୂଆଦିଲ୍ଲୀ,୧୭।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିବୃତ୍ତିକୁ ନେଇ ଶୁକ୍ରବାର ଉଭୟ ଗୃହକାର୍ଯ୍ୟ ଚାଲିପାରିନାହିଁ। ଯାହା ପରେ ଲୋକ ସଭା ଏବଂ ରାଜ୍ୟ ସଭାକୁ ମାର୍ଚ୍ଚ ୨୦…

ପୋଲିସକୁ ଗୋଡ଼ାଇ ଗୋଡ଼ାଇ ପିଟିବା ମାମଲା: ୧୨ ଡ୍ରାଇଭର ଗିରଫ

ଛତ୍ରପୁର,୧୭ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଚମାଖଣ୍ଡି ଥାନା ଅଧୀନ ଜଗନ୍ନାଥପୁର ଛକଠାରେ ଗୁରୁବାର ସନ୍ଧ୍ୟାରେ ପୋଲିସ ଓ ଆନ୍ଦୋଳନରତ ଡ୍ରାଇଭରମାନଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ…