ବିପଦରେ ନାସି, ହବେଳିଖଟି, ଏକକୁଳା ଦ୍ୱୀପ

କେନ୍ଦ୍ରାପଡ଼ା ଅଫିସ, ୯ା୫: ସାମୁଦ୍ରିକ ଝଡ଼ ମୋଚା ଆସୁଛି। ୨୦୨୧ ମେ’ ରେ ୟାସ୍‌ ସମୁଦ୍ରିକ ଝଡ଼ ହୋଇଥିଲା। ସେହିବର୍ଷ ସେପ୍ଟେମ୍ବରରେ ଗୁଲାବ ଓ ଡିସେମ୍ବରରେ ଜୱାଦ…

ଚିଲିକାକୁ ଉଜାଡ଼ୁଛି ଚିଙ୍ଗୁଡ଼ି ଲୋଭ

ଖୋର୍ଦ୍ଧା ଅଫିସ୍‌,୯।୫(ପ୍ରଭାତ ପାଣିଗ୍ରାହୀ): ଶୀତଋତୁରେ ବିଦେଶାଗତ ପକ୍ଷୀଙ୍କ ସମାଗମ ସାଙ୍ଗକୁ ଚିଲିକାର ନୈସର୍ଗିକ ପରିବେଶ ପର୍ଯ୍ୟଟକଙ୍କୁ ବିଭୋର କରିଥାଏ। ହେଲେ ଜବରଦଖଲ ଏବଂ ବେଆଇନ ଚିଙ୍ଗୁଡ଼ି ଘେରି…

ଭିନ୍ନକ୍ଷମ ପୁଅର ସାହାରା ବୃଦ୍ଧା ମା’

ଜେନାପୁର, ୯ା୫(ଡି.ଏନ.ଏ.): ସରକାରଙ୍କ ପକ୍ଷରୁ ଭିନ୍ନକ୍ଷମମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗ ପ୍ରଦାନ କରିବାର ବ୍ୟବସ୍ଥା ଅଛି। ହେଲେ ବିଭାଗୀୟ ଅଧିକାରୀମାନେ ଏଥିରେ ଅବହେଳା…

ଜୀବନ ପାଇଁ ଜୀବିକା ବିପଦରେ

ମହାକାଳପଡ଼ା, ୯ା୫(ଡି.ଏନ୍‌.ଏ.): ପେଟକୁ ଦିମୁଠା ଦାନା ଯୋଗାଡ଼ କରିବାକୁ କେତେ ଯେ ସଂଗ୍ରାମ କରିବାକୁ ପଡ଼େ ସେ କଥା ଅଭାବୀ ଗରିବ ଲୋକ ହିଁ ଜାଣି ପାରେ।…

ଶେଷ ବଲରେ ଚୌକା ମାରି ମ୍ୟାଚ୍‌ ଜିତାଇଲେ ରିଙ୍କୁ ସିଂ

କୋଲକାତା,୯।୫: ରିଙ୍କୁ ସିଂ ମ୍ୟାଚ୍‌ର ଶେଷ ବଲରେ ଚୌକା ମାରି କୋଲକାତାକୁ ବିଜୟୀ କରିଛନ୍ତି। ଆଇପିଏଲ୍‌ର ୫୩ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସକୁ ୫ ଉଇକେଟରେ ହରାଇ ଦେଇଛି…

୧୫ ବର୍ଷ ପରେ ବି ବଢ଼ୁନି ଭଡ଼ା

ଜଗତସିଂହପୁର ଅଫିସ, ୯ା୫: ଜଗତ୍‌ସିଂହପୁର ପୌର ପରିଷଦ ପକ୍ଷରୁ ଆଦାୟ ହେଉଥିବା ରାଜସ୍ବ ମଧ୍ୟରୁ ଘର ଭଡା ଅନ୍ୟତମ। ଏହି ପୌରାଞ୍ଚଳର ବିଭିନ୍ନ ସ୍ଥାନରେ ୭୫ ଘର…

ଇନଷ୍ଟାଗ୍ରାମ୍‌ରେ ଆପଣଙ୍କ ୧୦୦୦ରୁ ଅଧିକ ଫଲୋଅର୍ସ ଅଛନ୍ତି କି, ତେବେ ରୋଜଗାର କରିପାରିବେ…

ନୂଆଦିଲ୍ଲୀ, ୮।୫: ବର୍ତ୍ତମାନ ସୋସିଆଲ ମିଡିଆରେ ବିଭିନ୍ନ କଣ୍ଟେଟ୍‌ ତିଆରି କରି ଅନେକେ ରୋଜଗାର କରିପାରୁଛନ୍ତି। ସେମାନଙ୍କ ପାଇଁ ସୋସିଆଲ ମିଡିଆ ନିଜ ଟ୍ୟାଲେଣ୍ଟ ଦେଖେଇବା ପାଇଁ…

‘ଆଦିପୁରୁଷ’: ରିଲିଜ୍‌ ପୂର୍ବରୁ ଟ୍ରେଲର୍‌ ଲିକ୍‌

ମୁମ୍ବାଇ, ୮।୫: ଦକ୍ଷିଣ ଭାରତର ସିନେ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ଆଦିପୁରୁଷ’ ଖୁବ୍‌ ଚର୍ଚ୍ଚାରେ ରହିଛି। ଫିଲ୍ମ ‘ଆଦିପୁରୁଷ’ର ଅଫିସିଆଲ ଟ୍ରେଲର ମଙ୍ଗଳବାର ଅର୍ଥାତ୍‌ ୯…

ଶରଦ ପାୱାରଙ୍କୁ ଭେଟିବେ ନୀତୀଶ

ମୁମ୍ବାଇ: ୮।୫: ୨୦୨୪ ଲୋକ ସଭା ପୂର୍ବରୁ ବିରୋଧୀ ଦଳ ମଜବୁତ ପାଇଁ ଉଦ୍ୟମ ଜୋରଦାର ହୋଇଛି। ଏହି ମେଣ୍ଟକୁ ସଫଳ କରିବାକୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ…

କୋଲକାତାକୁ ୧୮୦ ରନର ବିଜୟ ଲକ୍ଷ୍ୟ ଦେଲା ପଞ୍ଜାବ

କୋଲକାତା,୮।୫: ଆଇପିଏଲ ୨୦୨୩ର ୫୩ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ(କେକେଆର) ଏବଂ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ମଧ୍ୟରେ କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଉଛି। ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ପ୍ରଥମେ…